Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଫଗାନିସ୍ତାନରେ ଶିଶୁ ଟୀକାକରଣ ...

  • ୧୦ଟି ରାଜ୍ୟର ୨୪ଟି ରାଜ୍ୟସଭା ଆସନ ପାଇଁ ...

  • ରାସନକାର୍ଡକୁ ନେଇ ଆସିଲା ନୂଆ ନିୟମ, ...

  • NEET ପେପର୍ ଲିକ, ପୁଅ ପାଇଁ ପ୍ରଶ୍ନପତ୍ର ...

  • ଜୁନ୍ ୧୮ରେ ୨୪ଟି ରାଜ୍ୟସଭା ଆସନ ପାଇଁ ...

  • କାର୍ଯ୍ୟାନୁଷ୍ଠାନ ପରେ ନୂଆ ଆକାଉଣ୍ଟ ସହ ...

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ...

  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ...

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

Home ›› ››ରାଜଶ୍ରୀ ଏବଂ ଶରଦଙ୍କୁ ପଛରେ ପକାଇ ସା ରେ ଗା ମା ପା’ ଟାଇଟଲ୍ ଜିତିଲେ ନୀଲଞ୍ଜନା

ରାଜଶ୍ରୀ ଏବଂ ଶରଦଙ୍କୁ ପଛରେ ପକାଇ ସା ରେ ଗା ମା ପା’ ଟାଇଟଲ୍ ଜିତିଲେ ନୀଲଞ୍ଜନା

2022-03-07 06:41:41
16253
Share:
Facebook
Twitter
E-Mail
WhatsApp
Telegram
ରାଜଶ୍ରୀ ଏବଂ ଶରଦଙ୍କୁ ପଛରେ ପକାଇ ସା ରେ ଗା ମା ପା’ ଟାଇଟଲ୍ ଜିତିଲେ ନୀଲଞ୍ଜନା

ରିଆଲିଟି ଶୋ’ ସା ରେ ଗା ମା ପା’ର ର ଫାଇନାଲରେ ବିଜେତା ହୋଇଛନ୍ତି ନୀଲଞ୍ଜନା ରାୟ। ସେ ରାଜଶ୍ରୀ ବାଗ ଏବଂ ଶରଦ ଶର୍ମାଙ୍କୁ ପଛରେ ପକାଇ ଟାଇଟଲ୍ ହାସଲ କରିଛନ୍ତି । ଶୋ’ର ବିଜେତା ହେବା ସହ ତାଙ୍କୁ ନଗଦ ୧୦ ଲକ୍ଷ ଟଙ୍କା ପୁରସ୍କାର ମଧ୍ୟ ମିଳିଛି।

‘ସାରେଗାମାପା’ର ଟ୍ରଫି ଜିତିବା ପରେ ନୀଲାଞ୍ଜନା ବେଶ୍ ଖୁସି ଅଛନ୍ତି। ଦର୍ଶକଙ୍କୁ ଓ ତାଙ୍କ ଫ୍ୟାନ୍‌ମାନଙ୍କୁ ବିପୁଳ ସଂଖ୍ୟା ଭୋଟ୍‌ ଦେଇଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି। ସେ ସାରେଗାମାପାର ବିଜେତା ହୋଇସାରିଥିବା ବିଶ୍ୱାସ କରିପାରୁନାହାନ୍ତି ବୋଲି କହିଛନ୍ତି।

ନୀଲାଞ୍ଜନା କହିଛନ୍ତି ସମସ୍ତ ଜଜ୍‌ଙ୍କ ଠାରୁ ବହୁତ କିଛି ଶିଖିବାକୁ ମିଳିଛି , ଆଗକୁ ମଧ୍ୟ ମିଳିବ । ଆମର ପରାମର୍ଶଦାତା ଏବଂ ଜୁରି ସଦସ୍ୟମାନେ ବହୁତ ସାହାଯ୍ୟ କରିଛନ୍ତି । ମୁଁ ରିହର୍ସାଲ୍ ଏବଂ ଟ୍ରେନିଂ ସମୟକୁ ବହୁତ ମନେ ପକାଇବି ।

ନୀଲାଞ୍ଜନାଙ୍କୁ କଡ଼ା ଟକ୍କର ଦେଇଥିବା ରାଜଶ୍ରୀ ବାଗ ଏବଂ ଶରଦ ଶର୍ମାଙ୍କୁ ସୋ’ର ପ୍ରଥମ ଏବଂ ଦ୍ୱିତୀୟ ରନର୍ସଅପ୍ ଘୋଷଣା କରାଯାଇଥିଲା। ରାଜଶ୍ରୀଙ୍କୁ ପୁରସ୍କାର ସ୍ୱରୂପ ୫ ଲକ୍ଷ ଟଙ୍କା ଦିଆଯାଇଥିବା ବେଳେ ଶରଦ ଶର୍ମାଙ୍କୁ ୩ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।




Powered by Froala Editor

Tags nilanjana

Related articles Odisha News Lens 4.1

  •  ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ...
    ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ...

    13941
    May 22, 2026
  • ରାସନକାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ରାସନକାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣନ୍ତୁ କ’ଣ ?

    14012
    May 22, 2026
  • NEET ପେପର୍ ଲିକ, ପୁଅ ପାଇଁ ପ୍ରଶ୍ନପତ୍ର କିଣିଥିଲେ ଡାକ୍ତର
    ଦେଶ-ଦେଶାନ୍ତର

    NEET ପେପର୍ ଲିକ, ପୁଅ ପାଇଁ ପ୍ରଶ୍ନପତ୍ର କିଣିଥିଲେ ଡାକ୍ତର

    14869
    May 22, 2026
  • ଜୁନ୍ ୧୮ରେ ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ
    ଦେଶ-ଦେଶାନ୍ତର

    ଜୁନ୍ ୧୮ରେ ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ

    13652
    May 22, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି
    ବିଶେଷ

    ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14685
    May 21, 2026
  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    14112
    May 21, 2026
  • କାର୍ଯ୍ୟାନୁଷ୍ଠାନ ପରେ ନୂଆ ଆକାଉଣ୍ଟ ସହ ଫେରିଲା ‘କକ୍‌ରୋଚ ଜନତା ପାର୍ଟି’
    ଦେଶ-ଦେଶାନ୍ତର

    କାର୍ଯ୍ୟାନୁଷ୍ଠାନ ପରେ ନୂଆ ଆକାଉଣ୍ଟ ସହ ଫେରିଲା ‘କକ୍‌ରୋଚ ଜନତା ପାର୍ଟି’

    13482
    May 22, 2026
  • ୧୦ଟି ରାଜ୍ୟର ୨୪ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ
    ଦେଶ-ଦେଶାନ୍ତର

    ୧୦ଟି ରାଜ୍ୟର ୨୪ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ

    15333
    May 22, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13828
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାସନକାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣନ୍ତୁ କ’ଣ ?

    14012
    May 22, 2026
  • ବିଶେଷ

    ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14685
    May 21, 2026
  • ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13741
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16874
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17492
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17540
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17925
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14685
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14333
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14456
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15518
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15133
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15415
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15157
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15648
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13979
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13828
    May 21, 2026
  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    14112
    May 21, 2026
  • ୧୦ଟି ରାଜ୍ୟର ୨୪ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ

    15333
    May 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In