Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ...

  • କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

  • ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ...

  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ...

  • ସେ ଦିନେ ଥିଲେ କୋଟିପତି, ଆଜି ରାସ୍ତାରେ...

  • ଭାରତୀଙ୍କ ଆମ୍ବ ରସମଲେଇ ଭାଇରାଲ

  • ‘କକଟେଲ୍ ୨’କୁ ମିଳିଲା A ସାର୍ଟିଫିକେଟ୍

  • ୧୦୦% ଇଥାନଲ ଯାନ ଚଳାଚଳ ଲାଗି ମଞ୍ଜୁରି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଜି ୟୁପିରେ ଶେଷ ଭୋଟ, ୧୦ରେ ଗଣତି

ଆଜି ୟୁପିରେ ଶେଷ ଭୋଟ, ୧୦ରେ ଗଣତି

2022-03-07 08:01:10
14302
Share:
Facebook
Twitter
E-Mail
WhatsApp
Telegram
ଆଜି ୟୁପିରେ ଶେଷ ଭୋଟ, ୧୦ରେ ଗଣତି

ଲକ୍ଷ୍ନୌ: ଆଜି ଉତ୍ତରପ୍ରଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ । ଏହି ପର୍ଯ୍ୟାୟରେ ମୋଟ୍ ୯ଟି ଜିଲ୍ଲାର ୫୪ଟି ଆସନରେ ଆଜି ସକାଳ ୭ଟାରୁ ଭୋଟ୍ ଗ୍ରହଣ ଚାଲିଛି । ଏହା ଶେଷ ପର୍ଯ୍ୟାୟରେ ମୋଟ ୬୧୩ ଜଣ ପ୍ରାର୍ଥୀ ନିର୍ବାଚନ ମୈଦାନରେ ଅଛନ୍ତି ।  ତେବେ ୨ କୋଟି ୬ ଲକ୍ଷ ଭୋଟର କାହାକୁ ଚୟନ କରୁଛନ୍ତି ତାହା ଉପରେ ନଜର ରହିଛି । 
ଭୋଟିଂ ହେଉଥିବା ଜିଲ୍ଲା ଗୁଡ଼ିକ ହେଲା ଆଜମଗଡ଼, ମଉ, ଜଉନପୁର, ଘାଜିପୁର, ଚାନେ୍ଦøଲ, ବାରାଣସୀ, ଭାଦୋହି, ମିର୍ଜାପୁର ଓ ସୋନଭଦ୍ର । ଏଥିପାଇଁ ସମସ୍ତ ମତଦାନ କେନ୍ଦ୍ରରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
ଆସନ୍ତା ୧୦ ତାରିଖରେ ହେବ ଭୋଟ ଗଣତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିଜ ନିର୍ବାଚନ ମଣ୍ଡଳି ବାରାଣସୀରେ ଆଜି ଭୋଟ୍ ହେଉଥିବାରୁ ଏହା ଉପରେ ସମସ୍ତଙ୍କ ନଜର ରହିଛି । ସେହିପରି ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଲେଶ ଯାଦବଙ୍କ ଲୋକସଭା ଆସନ ଆଜମଗଡରେ ମଧ୍ୟ ଆଜି ଭୋଟିଂ ହୋଉଛି ।

Powered by Froala Editor

Tags Up election

Related articles Odisha News Lens 4.1

  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା
    ଅପରାଧ

    ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା

    13409
    Jun 15, 2026
  • ଭାରତୀଙ୍କ ଆମ୍ବ ରସମଲେଇ ଭାଇରାଲ
    ମନୋରଞ୍ଜନ

    ଭାରତୀଙ୍କ ଆମ୍ବ ରସମଲେଇ ଭାଇରାଲ

    14402
    Jun 15, 2026
  • ସେ ଦିନେ ଥିଲେ କୋଟିପତି, ଆଜି ରାସ୍ତାରେ...
    ଦେଶ-ଦେଶାନ୍ତର

    ସେ ଦିନେ ଥିଲେ କୋଟିପତି, ଆଜି ରାସ୍ତାରେ...

    14939
    Jun 15, 2026
  • ୧୦୦% ଇଥାନଲ ଯାନ ଚଳାଚଳ ଲାଗି ମଞ୍ଜୁରି
    ଦେଶ-ଦେଶାନ୍ତର

    ୧୦୦% ଇଥାନଲ ଯାନ ଚଳାଚଳ ଲାଗି ମଞ୍ଜୁରି

    13548
    Jun 15, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    13995
    Jun 15, 2026
  • ‘କକଟେଲ୍ ୨’କୁ ମିଳିଲା A ସାର୍ଟିଫିକେଟ୍
    ମନୋରଞ୍ଜନ

    ‘କକଟେଲ୍ ୨’କୁ ମିଳିଲା A ସାର୍ଟିଫିକେଟ୍

    14785
    Jun 15, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14418
    Jun 16, 2026
  • ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ଅନ୍ତ, ଖୋଲିବ ହୋର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ଅନ୍ତ, ଖୋଲିବ ହୋର୍ମୁଜ ପ୍ରଣାଳୀ

    14420
    Jun 15, 2026
  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ
    ଦେଶ-ଦେଶାନ୍ତର

    ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ

    14047
    Jun 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା

    13409
    Jun 15, 2026
  • ଦେଶ-ଦେଶାନ୍ତର

    ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ଅନ୍ତ, ଖୋଲିବ ହୋର୍ମୁଜ ପ୍ରଣାଳୀ

    14420
    Jun 15, 2026
  • ମନୋରଞ୍ଜନ

    ଭାରତୀଙ୍କ ଆମ୍ବ ରସମଲେଇ ଭାଇରାଲ

    14402
    Jun 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16929
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17546
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17595
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17987
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14418
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14126
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15016
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13617
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15492
    Jun 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15216
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15698
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14041
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    13995
    Jun 15, 2026
  • ଭାରତୀଙ୍କ ଆମ୍ବ ରସମଲେଇ ଭାଇରାଲ

    14402
    Jun 15, 2026
  • ‘କକଟେଲ୍ ୨’କୁ ମିଳିଲା A ସାର୍ଟିଫିକେଟ୍

    14785
    Jun 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In