Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ...

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

  • ମଟନ କଣ୍ଟା ଫସି ଚାଲିଗଲା ଜୀବନ

  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

  • ଆସାମ ମୁଖ୍ୟମନ୍ତ୍ରୀଙ୍କ ...

Home ›› ››ଆସିଲା ଏକ୍‌ଜିଟ ପୋଲ ରିପୋର୍ଟ : ମଣିପୁରରେ ପୁଣି ବାଜି ମାରିବ ବିଜେପି, ଗୋଆରେ ଝୁଲା

ଆସିଲା ଏକ୍‌ଜିଟ ପୋଲ ରିପୋର୍ଟ : ମଣିପୁରରେ ପୁଣି ବାଜି ମାରିବ ବିଜେପି, ଗୋଆରେ ଝୁଲା

2022-03-07 16:03:17
14407
Share:
Facebook
Twitter
E-Mail
WhatsApp
Telegram
ଆସିଲା ଏକ୍‌ଜିଟ ପୋଲ ରିପୋର୍ଟ : ମଣିପୁରରେ ପୁଣି ବାଜି ମାରିବ ବିଜେପି, ଗୋଆରେ ଝୁଲା

ଉତ୍ତର ପ୍ରଦେଶ, ପଞ୍ଜାବ, ଗୋଆ, ଉତ୍ତରାଖଣ୍ଡ ଓ ମଣିପୁରରେ ବିଧାନସଭା ନିର୍ବାଚନ ଶେଷ ହୋଇଯାଇଥିବା ବେଳେ ଆସିଛି ଏକ୍‌ଜିଟ୍ ପୋଲ୍‌ ଫଳାଫଳ। ଏଥିରୁ ଅଧିକାଂଶ ମଣିପୁରରେ ବିଜେପି ବହୁମତ ପାଇବ ବୋଲି କହିଛନ୍ତି। ମଣିପୁର ବିଧାନସଭାରେ ମୋଟ ୬୦ଟି ଆସନ ଥିବା ବେଳେ ମ୍ୟାଜିକ୍ ନମ୍ବର ହେଉଛି ୩୧। ଇଣ୍ଡିଆ ଟୁଡେ-ଆକ୍ସିସ୍‌ର ଏକ୍‌ଜିଟ୍ ପୋଲ୍ ଅନୁଯାୟୀ, ବିଜେପି ଏଠାରେ ୩୩-୪୩ଟି ଆସନରେ ଜିତିବ। କଂଗ୍ରେସ, ଏନ୍‌ପିପି ଓ ଏନ୍‌ପିଏଫ୍ ୪ରୁ୮ଟି ଲେଖାଏଁ ଆସନ ପାଇପାରନ୍ତି। ଅନ୍ୟାନ୍ୟଙ୍କୁ ୦ରୁ ୭ଟି ଆସନ ମିଳିପାରେ। ମୋଟାମୋଟି ଭାବେ ପୋଲ୍‌ ଅଫ୍ ପୋଲ୍‌କୁ ଦେଖିଲେ ଜଣାପଡୁଛି ବିଜେପି ଅନ୍ୟ ଦଳଙ୍କୁ ପଛରେ ପକାଇ ପୁଣି ବାଜି ମାରିବ ।

ପଞ୍ଜାବରେ ଆମ୍ ଆଦମୀ ପାର୍ଟିକୁ ୭୬ରୁ ୯୦, କଂଗ୍ରେସକୁ ୧୯ରୁ ୩୧, ବିଜେପି ମେଣ୍ଟକୁ ୧ରୁ ୪, ଅକାଳୀ ମେଣ୍ଟକୁ ୭ରୁ ୧୧, ଅନ୍ୟ ଦଳକୁ ୨ଟି ଆସନ ମିଳିବ ବୋଲି ଆକ୍ସିସ-ଇଣ୍ଡିଆ ଟୁଡେ ଆକଳନ କରିଛି ।

ଉତ୍ତର ପ୍ରଦେଶରେ ବିଜେପିକୁ ୨୪୦, ସମାଜବାଦୀ ପାର୍ଟିକୁ ୧୪୦, ବିଏସପିକୁ ୧୭ ଓ କଂଗ୍ରେସକୁ ୪ଟି ଆସନ ମିଳିବ ବୋଲି ରିପବ୍ଲିକ୍ ପି-ଏମଏଆରକ୍ୟୁ ଆକଳନ କରିଛି ।

ଏବିପି-ସି ଭୋଟରର ଆକଳନ ଅନୁସାରେ ଉତ୍ତରାଖଣ୍ଡରେ ବିଜେପିକୁ ୨୬ରୁ ୩୨, କଂଗ୍ରେସକୁ ୩୨ରୁ ୩୮ ଆସନ ମିଳିପାରେ ।

ଏକଜିଟ ପୋଲ ଅନୁଯାୟୀ, ଗୋଆରେ କ୍ଷମତାସୀନ ବିଜେପି ପୁଣି ସରକାର ଗଠନ କରିବାକୁ ସକ୍ଷମ ହେଉ ନାହିଁ। ଏଠାରେ ବିଜେପିକୁ କଡ଼ା ଟକ୍କର ଦେବ କଂଗ୍ରେସ। ଗୋଆର ୪୦ ବିଧାନସଭା ଆସନରୁ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ହେଉଛି ୨୧। ହେଲେ କୌଣସି ଦଳ ମ୍ୟାଜିକ ନମ୍ବର ହାସଲ ନ କରିପାରନ୍ତି। ଇଟିଜି ରିସର୍ଚ୍ଚ ଅନୁଯାୟୀ ବିଜେପି ୧୭ରୁ ୨୦, କଂଗ୍ରେସ ୧୫ରୁ ୧୭, ଟିଏମସି ୩ରୁ ୪ଟି ଆସନ ଜିତି ପାରନ୍ତି।

Powered by Froala Editor

Tags exit poll

Related articles Odisha News Lens 4.1

  • ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...

    15316
    Apr 09, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15347
    Apr 10, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....
    ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14132
    Apr 11, 2026
  • ମଟନ କଣ୍ଟା ଫସି ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ମଟନ କଣ୍ଟା ଫସି ଚାଲିଗଲା ଜୀବନ

    15647
    Apr 10, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14827
    Apr 10, 2026
  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର
    ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    14915
    Apr 10, 2026
  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15246
    Apr 10, 2026
  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ
    ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14459
    Apr 10, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ
    ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15432
    Apr 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15587
    Apr 09, 2026
  • ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14827
    Apr 10, 2026
  • ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14459
    Apr 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17411
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17468
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17821
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16297
    Apr 03, 2021

ବିଶେଷ

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14132
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15383
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14239
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14581
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15742
    Apr 06, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15323
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15053
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15557
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13854
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15347
    Apr 10, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14827
    Apr 10, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15432
    Apr 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In