Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ...

  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ...

  • ଇଣ୍ଡିଗୋ ବିମାନରେ ବୋମା ଧମକ

  • ସେନା ଘାଟି ଉପରେ ବିସ୍ଫୋରଣ

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ବାଇକ୍‌କୁ ସାଇଡ୍ ଦେବାକୁ ଯାଇ ଘାଟିରେ ଓଲଟି ପଡ଼ିଲା ବସ୍

ବାଇକ୍‌କୁ ସାଇଡ୍ ଦେବାକୁ ଯାଇ ଘାଟିରେ ଓଲଟି ପଡ଼ିଲା ବସ୍

2022-03-08 15:59:29
16859
Share:
Facebook
Twitter
E-Mail
WhatsApp
Telegram
ବାଇକ୍‌କୁ ସାଇଡ୍ ଦେବାକୁ ଯାଇ ଘାଟିରେ ଓଲଟି ପଡ଼ିଲା ବସ୍

ଭାରସାମ୍ୟ ହରାଇ କୋରାପୁଟ ଜିଲ୍ଲା ନାରାୟଣପାଟଣା-ବୋରଗିଘାଟିରେ ଓଲଟି ପଡିଛି ଏକ ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଡ୍ରାଇଭର ସମେତ ୧୪ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଅଛି । ଦୁଇ ବାଇକ୍‌ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ଗାଡ଼ି ଦୁର୍ଘଟଣାର ସମ୍ମୁଖୀନ  ହୋଇଥିବା  ଜଣାପଡ଼ିଛି।  ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

ସୂଚନା ଅନୁସାରେ, ଗତକାଲି ଅପରାହ୍ଣ ସମୟରେ ଏକ ସଫାରୀରେ ଯାତ୍ରୀମାନେ ନାରୟଣପାଟଣାରୁ ଇଚ୍ଛା ଗାଁକୁ ଯାଉଥିଲେ। ବୋରଗିଘାଟି ନିକଟରେ ଗାଡ଼ିଟି ଦୁଇ ବାଇକ୍‌ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଗାଡ଼ି ଉପରେ ଲୁହା କବାଟ ଲଦା ହୋଇଥିଲା। ଗାଡ଼ି ଓଲଟି ପଡ଼ିବାରୁ ଲୁହା କବାଟଗୁଡ଼ିକ ଲୋକମାନଙ୍କ ଉପରେ ପଡ଼ିଯାଇଥିଲା। ଫଳରେ ଲୋକମାନେ ଆହୁରି କ୍ଷତାକ୍ତ ହୋଇଥିଲେ । ସମସ୍ତଙ୍କୁ ନାରୟଣପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭର୍ତ୍ତି କରାଯାଇଛି। ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ କୋରାପୁଟ ସ୍ଥାନାନ୍ତର କରାଯାଇଛି।

Powered by Froala Editor

Tags bus accident

Related articles Odisha News Lens 4.1

  • ଇଣ୍ଡିଗୋ ବିମାନରେ ବୋମା ଧମକ
    ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନରେ ବୋମା ଧମକ

    15072
    Sep 30, 2025
  • ସେନା ଘାଟି ଉପରେ ବିସ୍ଫୋରଣ
    ଦେଶ-ଦେଶାନ୍ତର

    ସେନା ଘାଟି ଉପରେ ବିସ୍ଫୋରଣ

    16115
    Sep 30, 2025
  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    15962
    Sep 30, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି
    ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14375
    Oct 03, 2025
  •  ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14249
    Oct 01, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...
    ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...

    14409
    Oct 01, 2025
  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15279
    Oct 01, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    13994
    Sep 30, 2025
  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15647
    Sep 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15647
    Sep 30, 2025
  • ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14249
    Oct 01, 2025
  • ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14375
    Oct 03, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16860
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17217
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15672
    Apr 03, 2021

ବିଶେଷ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14481
    Oct 03, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14375
    Oct 03, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15519
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14615
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    15091
    Sep 29, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14248
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14046
    Sep 16, 2025
  • ଶସ୍ତା ହେଲା ସୁନା

    14373
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14947
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସେନା ଘାଟି ଉପରେ ବିସ୍ଫୋରଣ

    16115
    Sep 30, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ଜାଣନ୍ତୁ ?

    14409
    Oct 01, 2025
  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    15962
    Sep 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In