Odisha News Lens 3.2

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH Monday, August 08, 2022, Login
  • About
  • Contact

logo

Header Banner

Odisha News Lens 3.2

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଭାବନୀୟ ଘଟଣା: ଭୂତ ଛଡାଇବାକୁ ୫ ବର୍ଷର ...

  • ରାକ୍ଷୀ ପଠାଇଲେ ପ୍ରଧାନମନ୍ତ୍ରୀଙ୍କ ...

  • ଲଣ୍ଡନରେ ‘କଲ୍ ହୋ ନା ହୋ’

  • ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ଛଚିନ୍ଦ୍ରା ...

  • ତମ୍ବା ପାତ୍ରରେ ପିଅନ୍ତୁ ପାଣି ମିଳିବ ...

  • ଦୃଢ଼ ଚିନ୍ତାଧାରା ଆଗକୁ ଦେଖାଏ ରାସ୍ତା

  • ପୁଣି ସମରାଭ୍ୟାସର ଧମକ ଦେଲା ଚାଇନା

  • ସିଏସଆଇଆରର ପ୍ରଥମ ମହିଳା ମହାନିର୍ଦ୍ଦେଶକ ...

  • ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିଲେ ମହିଳା, ...

  • ଗୁଜୁରାଟରେ କେଜ୍ରିୱାଲଙ୍କ ପ୍ରତିଶ୍ରୁତି ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ଦିବ୍ୟା-ବରୁଣଙ୍କ ବ୍ରେକ୍‌ଅପ୍‌କୁ ନେଇ ଏମିତି ଟୁଇଟ୍ କଲେ ବିନିତ୍‌...

ଦିବ୍ୟା-ବରୁଣଙ୍କ ବ୍ରେକ୍‌ଅପ୍‌କୁ ନେଇ ଏମିତି ଟୁଇଟ୍ କଲେ ବିନିତ୍‌...

2022-03-09 13:53:48
14902
Share:
Facebook
Twitter
E-Mail
WhatsApp
Telegram
ଦିବ୍ୟା-ବରୁଣଙ୍କ ବ୍ରେକ୍‌ଅପ୍‌କୁ ନେଇ ଏମିତି ଟୁଇଟ୍ କଲେ ବିନିତ୍‌...

ମୁମ୍ବାଇ: ବିଗ୍ ବସ୍ ୱିନର ଦିବ୍ୟା ଅଗ୍ରୱାଲ୍ ଏବଂ ଅଭିନେତା ବରୁଣ ସୁଦ୍‌ଙ୍କ ମଧ୍ୟରେ ଥିବା ଦୀର୍ଘ ଦିନର ପ୍ରେମ ସମ୍ପର୍କ ଏବେ ଭାଙ୍ଗି ଯାଇଛି । ପାଖାପାଖି ୪ ବର୍ଷ ଉଭୟ ଏକାଠି ସମୟ କାଟିଥିବା ବେଳେ ନିକଟ ଅତୀତରେ ସେମାନଙ୍କ ବ୍ରେକ୍‌ଅପ୍ ହୋଇଛି । ଟେଲି ଦୁନିଆର ଏହି ଲଭ୍ ବାର୍ଡଙ୍କ ବିଚ୍ଛେଦକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ଫ୍ୟାନ୍‌ସମାନେ । ଏହା ଭିତରେ ଏବେ ପୁଣି ଏକ ଟୁଇଷ୍ଟ୍ ଆସିଛି । ବରୁଣଙ୍କ ପିତା ବିନିତ୍ ସୁଦ୍ ସୋସିଆଲ୍ ମିଡିଆରେ ଦିବ୍ୟାଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇବା ସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ଯାହାକି ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।

ବ୍ରେକଅପ୍ ପରେ ନିକଟରେ ଦିବ୍ୟା ଏକ ଇମୋସନାଲ୍‌ ଟୁଇଟ୍ କରିଥିଲେ । ଯେଉଁଥିରେ ସେ ଲେଖିଥିଲେ, ‘ଜୀବନ ଏକ ସର୍କସ ପରି । ସମସ୍ତଙ୍କୁ ଖୁସି ରଖିବାକୁ ଚେଷ୍ଟା କରନ୍ତୁ କିନ୍ତୁ କାହା ଉପରେ ଆଶା ରଖନ୍ତୁ ନାହିଁ । ଏହା ସତ କାହିଁକି ନା କଣ ହୁଏ ଧିରେ ଧିରେ ଭଲ ପାଇବା ବି କମି ଯାଇଥାଏ । ମୋ ସହ ଯାହା ଘଟୁଛି କି ଘଟିଛି ମୁଁ କାହାକୁ ଦାୟୀ କିମ୍ବା ଦୋଷ ଦେଉ ନାହିଁ … ମୁଁ ଭାବୁଛି ଯାହା ହୋଇଗଲା ତାହା ଏବେ ସରିଛି … ମୁଁ ନିଶ୍ୱାସ ନେବାକୁ ଏବଂ ନିଜ ପାଇଁ ବଞ୍ଚିବାକୁ ଚାହୁଁଛି … ଠିକ ଅଛି । ଏହାସହ ସେ ଆହୁରି କହିଥିଲେ, ବରୁଣ ଜଣେ ଭଲ ମଣିଷ , ସେ ସବୁବେଳେ ମୋର ଭଲ ବନ୍ଧୁ ହୋଇ ରହିବେ ।

ଏହାପରେ ବରୁଣ ମଧ୍ୟ ଟୁଇଟ୍‌ କରି ଏକ ଫଟୋ ସେୟାର କରିଥିଲେ । ଆଉ ଲେଖିଥିଲେ ‘ସବୁଦିନ ପାଇଁ ଏବଂ ସବୁଦିନ ପାଇଁ’ । ଏହି ପୋଷ୍ଟ ସେୟାର ହେବା ମାତ୍ରେ ବରୁଣଙ୍କୁ ଖୁବ୍‌ ଟ୍ରୋଲ୍‌ କରାଯାଇଥିଲା । ଏହି ସମୟରେ ବରୁଣଙ୍କ ପିତା ବିନିତ୍‌ ସୁଦ ଆସି ବରୁଣଙ୍କ ଟୁଇଟ୍‌ ରିଟୁଇଟ୍ କରିଥିଲେ । ସେ ଲେଖିଛନ୍ତି ଯେ ସେ ଦିବ୍ୟାଙ୍କ ନିଷ୍ପତ୍ତିକୁ ସମ୍ମାନ କରନ୍ତି । ଦିବ୍ୟାଙ୍କ ପାଇଁ ତାଙ୍କର କୌଣସି ପ୍ରକାରର ଭୁଲ୍‌ ଭାବନା ନାହିଁ । ଦିବ୍ୟାଙ୍କ ନିଷ୍ପତ୍ତିକୁ ସମ୍ମାନ ଦିଅନ୍ତୁ । ମୋର ତାଙ୍କ ଉପରେ କୌଣସି ନକାରାତ୍ମକତା ଚିନ୍ତା ନାହିଁ ।

Powered by Froala Editor

Tags VARUN AND DIVYA

Related articles Odisha News Lens 3.2

  • ଲଣ୍ଡନରେ ‘କଲ୍ ହୋ ନା ହୋ’
    ଦେଶ-ଦେଶାନ୍ତର

    ଲଣ୍ଡନରେ ‘କଲ୍ ହୋ ନା ହୋ’

    15124
    Aug 08, 2022
  • ରାକ୍ଷୀ ପଠାଇଲେ ପ୍ରଧାନମନ୍ତ୍ରୀଙ୍କ ପାକିସ୍ତାନୀ ଭଉଣୀ କମର ଶେଖ୍
    ଦେଶ-ଦେଶାନ୍ତର

    ରାକ୍ଷୀ ପଠାଇଲେ ପ୍ରଧାନମନ୍ତ୍ରୀଙ୍କ ପାକିସ୍ତାନୀ ଭଉଣୀ କମର ଶେଖ୍

    13721
    Aug 08, 2022
  • ପୁଣି ସମରାଭ୍ୟାସର ଧମକ ଦେଲା ଚାଇନା
    ଦେଶ-ଦେଶାନ୍ତର

    ପୁଣି ସମରାଭ୍ୟାସର ଧମକ ଦେଲା ଚାଇନା

    13410
    Aug 08, 2022
  • ଦୃଢ଼ ଚିନ୍ତାଧାରା ଆଗକୁ ଦେଖାଏ ରାସ୍ତା
    ବିଶେଷ

    ଦୃଢ଼ ଚିନ୍ତାଧାରା ଆଗକୁ ଦେଖାଏ ରାସ୍ତା

    13668
    Aug 08, 2022
  • ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିଲେ ମହିଳା, ମର୍ଣ୍ଣିଂ ୱାକ୍‌ରେ ପଳାଇଲେ ଡାକ୍ତର
    ଦେଶ-ଦେଶାନ୍ତର

    ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିଲେ ମହିଳା, ମର୍ଣ୍ଣିଂ ୱାକ୍‌ରେ ପଳାଇଲେ ଡାକ୍ତର

    13694
    Aug 08, 2022
  • ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ଛଚିନ୍ଦ୍ରା ଚୋପା
    ବିଶେଷ

    ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ଛଚିନ୍ଦ୍ରା ଚୋପା

    14295
    Aug 08, 2022
  • ଗୁଜୁରାଟରେ କେଜ୍ରିୱାଲଙ୍କ ପ୍ରତିଶ୍ରୁତି : ଆପ୍ ଆସିଲେ ଆଦିବାସୀଙ୍କୁ ମିଳିବ ବହୁ ...
    ଦେଶ-ଦେଶାନ୍ତର

    ଗୁଜୁରାଟରେ କେଜ୍ରିୱାଲଙ୍କ ପ୍ରତିଶ୍ରୁତି : ଆପ୍ ଆସିଲେ ଆଦିବାସୀଙ୍କୁ ମିଳିବ ବହୁ ...

    13872
    Aug 08, 2022
  • ସିଏସଆଇଆରର ପ୍ରଥମ ମହିଳା ମହାନିର୍ଦ୍ଦେଶକ ନଲ୍ଲାଥମ୍ୱି କଲାଇସେଲଭି
    ଦେଶ-ଦେଶାନ୍ତର

    ସିଏସଆଇଆରର ପ୍ରଥମ ମହିଳା ମହାନିର୍ଦ୍ଦେଶକ ନଲ୍ଲାଥମ୍ୱି କଲାଇସେଲଭି

    14935
    Aug 08, 2022
  • ତମ୍ବା ପାତ୍ରରେ ପିଅନ୍ତୁ ପାଣି ମିଳିବ ସୁଫଳ
    ବିଶେଷ

    ତମ୍ବା ପାତ୍ରରେ ପିଅନ୍ତୁ ପାଣି ମିଳିବ ସୁଫଳ

    13258
    Aug 08, 2022

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ଛଚିନ୍ଦ୍ରା ଚୋପା

    14295
    Aug 08, 2022
  • ଦେଶ-ଦେଶାନ୍ତର

    ଲଣ୍ଡନରେ ‘କଲ୍ ହୋ ନା ହୋ’

    15124
    Aug 08, 2022
  • ବିଶେଷ

    ତମ୍ବା ପାତ୍ରରେ ପିଅନ୍ତୁ ପାଣି ମିଳିବ ସୁଫଳ

    13258
    Aug 08, 2022

ସଂସ୍କୃତି

୮୫ ତମ ଉତ୍କଳ ଦିବସ

ଭୁବନେଶ୍ୱର: ଆଜି ୮୫ ତମ ଉତ୍କଳ ଦିବସ । ଆଜିର ଦିନ ଅର୍ଥାତ ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶା ପାଇଥିଲା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟତା । ଓଡ଼ିଶା ମାଟି ମା’କୁ ସ୍ୱତନ୍ତ୍ର ରାଜ୍ୟ ଗଠନ କରିବାରେ ଭୂମିକା ନେଇଥିଲେ ୧୯୦୨ରେ ଗଠନ ହୋଇଥିବା ଉତ୍କଳ ସମ୍ମିଳନୀ । ସେତେବେଳେ ମାତ୍ର ୬ଟି ଜିଲ୍ଲା କଟକ, ବାଲେଶ୍ୱର, ...

ବିଶେଷ

  • ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ଛଚିନ୍ଦ୍ରା ଚୋପା

    14295
    Aug 08, 2022
  • ତମ୍ବା ପାତ୍ରରେ ପିଅନ୍ତୁ ପାଣି ମିଳିବ ସୁଫଳ

    13258
    Aug 08, 2022
  • ଦୃଢ଼ ଚିନ୍ତାଧାରା ଆଗକୁ ଦେଖାଏ ରାସ୍ତା

    13668
    Aug 08, 2022
  • ବର୍ଷାଦିନେ ଏମିତି ନିଅନ୍ତୁ ତ୍ୱଚାର ଯତ୍ନ

    13884
    Aug 07, 2022
  • ଶିଶୁକୁ କିପରି କରାଇବେ ସ୍ତନ୍ୟପାନ ଜାଣନ୍ତୁ....

    15613
    Aug 07, 2022

ବାଣିଜ୍ୟ

ପୁରୀ ରଥଯାତ୍ରାରେ ଭକ୍ତଙ୍କ ଭାବନାକୁ ସତେଜ କରିଛି ଆଶୀର୍ବାଦ ସଲ୍ଟ ‘ଚୁଟକି ଭରା ଆଶୀର୍ବାଦ’ ଅଭିଯାନ

ଭୁବନେଶ୍ୱର : ନିଜର ଉଚ୍ଚ ଗୁଣବତାର ସୋଲାର ଭାପୋରାଇଜଡ ଆୟୋଡାଇଜ ଲୁଣ ଏବଂ ଉଚ୍ଚ ମାନର ସ୍ୱଚ୍ଛତା ପାଇଁ ପ୍ରଶଂସିତ ଆଇଟିସିର ଆଶୀର୍ବାଦ ସଲ୍ଟ ପକ୍ଷରୁ ଓଡିଶାର ବୃହତମ ବାର୍ଷିକ ପର୍ବ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବା ସହ ଏହାକୁ ପାଳନ କରାଯାଇଛି । ଭାବନାତ୍ମକଭାବେ ଏକ ଅର୍ଥପୂର୍ଣ୍ଣ ‘ଚୁଟକି ଭରା ଆଶୀର୍ବାଦ&rs ...

  • ୧୬ ମାସରେ ସର୍ବନିମ୍ନ ଖସିଲା ସୁନା ଦାମ୍‌...

    14537
    Jul 22, 2022
  • ବିଶ୍ୱସ୍ତରୀୟ ଖାଦ୍ୟ ଶୃଙ୍ଖଳା “ପ୍ରେଟ୍ ଏ ମେଞ୍ଜେଏର’ ସହ ହାତ ମିଳାଇଲା ରିଲାଏନ୍ସ ବ୍ରାଣ୍ଡ୍‌ସ ଲିମିଟେଡ୍‌

    14688
    Jul 01, 2022
  • ପୁରୀ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ପାଇଁ ଏକ ଡିଜିଟାଲ ‘ଦର୍ଶନ’ ଅନୁଭୂତି ଆରମ୍ଭ କରିଛି ଆଶୀର୍ବାଦ ଅଟା

    16283
    Jul 01, 2022
  • ପୁଣି ବଢ଼ିଲା ସୁନା ଓ ରୂପା ଦାମ

    16052
    May 22, 2022

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାକ୍ଷୀ ପଠାଇଲେ ପ୍ରଧାନମନ୍ତ୍ରୀଙ୍କ ପାକିସ୍ତାନୀ ଭଉଣୀ କମର ଶେଖ୍

    13721
    Aug 08, 2022
  • ଦୃଢ଼ ଚିନ୍ତାଧାରା ଆଗକୁ ଦେଖାଏ ରାସ୍ତା

    13668
    Aug 08, 2022
  • ଅଭାବନୀୟ ଘଟଣା: ଭୂତ ଛଡାଇବାକୁ ୫ ବର୍ଷର ଶିଶୁକୁ ପିଟିପିଟି ମାରିଦେଲେ ବାପାମାଆ

    14523
    Aug 08, 2022

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 3.2. All rights reserved. in association with Konect.In