Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ...

  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ...

  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ...

  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

  • ଭିଡି ସତୀଶନ କେରଳର ପରବର୍ତ୍ତୀ ...

  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ ...

  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ...

  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ...

Home ›› ››ଦିବ୍ୟା-ବରୁଣଙ୍କ ବ୍ରେକ୍‌ଅପ୍‌କୁ ନେଇ ଏମିତି ଟୁଇଟ୍ କଲେ ବିନିତ୍‌...

ଦିବ୍ୟା-ବରୁଣଙ୍କ ବ୍ରେକ୍‌ଅପ୍‌କୁ ନେଇ ଏମିତି ଟୁଇଟ୍ କଲେ ବିନିତ୍‌...

2022-03-09 08:23:48
15214
Share:
Facebook
Twitter
E-Mail
WhatsApp
Telegram
ଦିବ୍ୟା-ବରୁଣଙ୍କ ବ୍ରେକ୍‌ଅପ୍‌କୁ ନେଇ ଏମିତି ଟୁଇଟ୍ କଲେ ବିନିତ୍‌...

ମୁମ୍ବାଇ: ବିଗ୍ ବସ୍ ୱିନର ଦିବ୍ୟା ଅଗ୍ରୱାଲ୍ ଏବଂ ଅଭିନେତା ବରୁଣ ସୁଦ୍‌ଙ୍କ ମଧ୍ୟରେ ଥିବା ଦୀର୍ଘ ଦିନର ପ୍ରେମ ସମ୍ପର୍କ ଏବେ ଭାଙ୍ଗି ଯାଇଛି । ପାଖାପାଖି ୪ ବର୍ଷ ଉଭୟ ଏକାଠି ସମୟ କାଟିଥିବା ବେଳେ ନିକଟ ଅତୀତରେ ସେମାନଙ୍କ ବ୍ରେକ୍‌ଅପ୍ ହୋଇଛି । ଟେଲି ଦୁନିଆର ଏହି ଲଭ୍ ବାର୍ଡଙ୍କ ବିଚ୍ଛେଦକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ଫ୍ୟାନ୍‌ସମାନେ । ଏହା ଭିତରେ ଏବେ ପୁଣି ଏକ ଟୁଇଷ୍ଟ୍ ଆସିଛି । ବରୁଣଙ୍କ ପିତା ବିନିତ୍ ସୁଦ୍ ସୋସିଆଲ୍ ମିଡିଆରେ ଦିବ୍ୟାଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇବା ସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ଯାହାକି ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।

ବ୍ରେକଅପ୍ ପରେ ନିକଟରେ ଦିବ୍ୟା ଏକ ଇମୋସନାଲ୍‌ ଟୁଇଟ୍ କରିଥିଲେ । ଯେଉଁଥିରେ ସେ ଲେଖିଥିଲେ, ‘ଜୀବନ ଏକ ସର୍କସ ପରି । ସମସ୍ତଙ୍କୁ ଖୁସି ରଖିବାକୁ ଚେଷ୍ଟା କରନ୍ତୁ କିନ୍ତୁ କାହା ଉପରେ ଆଶା ରଖନ୍ତୁ ନାହିଁ । ଏହା ସତ କାହିଁକି ନା କଣ ହୁଏ ଧିରେ ଧିରେ ଭଲ ପାଇବା ବି କମି ଯାଇଥାଏ । ମୋ ସହ ଯାହା ଘଟୁଛି କି ଘଟିଛି ମୁଁ କାହାକୁ ଦାୟୀ କିମ୍ବା ଦୋଷ ଦେଉ ନାହିଁ … ମୁଁ ଭାବୁଛି ଯାହା ହୋଇଗଲା ତାହା ଏବେ ସରିଛି … ମୁଁ ନିଶ୍ୱାସ ନେବାକୁ ଏବଂ ନିଜ ପାଇଁ ବଞ୍ଚିବାକୁ ଚାହୁଁଛି … ଠିକ ଅଛି । ଏହାସହ ସେ ଆହୁରି କହିଥିଲେ, ବରୁଣ ଜଣେ ଭଲ ମଣିଷ , ସେ ସବୁବେଳେ ମୋର ଭଲ ବନ୍ଧୁ ହୋଇ ରହିବେ ।

ଏହାପରେ ବରୁଣ ମଧ୍ୟ ଟୁଇଟ୍‌ କରି ଏକ ଫଟୋ ସେୟାର କରିଥିଲେ । ଆଉ ଲେଖିଥିଲେ ‘ସବୁଦିନ ପାଇଁ ଏବଂ ସବୁଦିନ ପାଇଁ’ । ଏହି ପୋଷ୍ଟ ସେୟାର ହେବା ମାତ୍ରେ ବରୁଣଙ୍କୁ ଖୁବ୍‌ ଟ୍ରୋଲ୍‌ କରାଯାଇଥିଲା । ଏହି ସମୟରେ ବରୁଣଙ୍କ ପିତା ବିନିତ୍‌ ସୁଦ ଆସି ବରୁଣଙ୍କ ଟୁଇଟ୍‌ ରିଟୁଇଟ୍ କରିଥିଲେ । ସେ ଲେଖିଛନ୍ତି ଯେ ସେ ଦିବ୍ୟାଙ୍କ ନିଷ୍ପତ୍ତିକୁ ସମ୍ମାନ କରନ୍ତି । ଦିବ୍ୟାଙ୍କ ପାଇଁ ତାଙ୍କର କୌଣସି ପ୍ରକାରର ଭୁଲ୍‌ ଭାବନା ନାହିଁ । ଦିବ୍ୟାଙ୍କ ନିଷ୍ପତ୍ତିକୁ ସମ୍ମାନ ଦିଅନ୍ତୁ । ମୋର ତାଙ୍କ ଉପରେ କୌଣସି ନକାରାତ୍ମକତା ଚିନ୍ତା ନାହିଁ ।

Powered by Froala Editor

Tags VARUN AND DIVYA

Related articles Odisha News Lens 4.1

  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ

    15525
    May 14, 2026
  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    14991
    May 14, 2026
  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ
    ଦେଶ-ଦେଶାନ୍ତର

    ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ

    13651
    May 14, 2026
  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା
    ଦେଶ-ଦେଶାନ୍ତର

    ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15269
    May 15, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....
    ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14430
    May 15, 2026
  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା
    ଦେଶ-ଦେଶାନ୍ତର

    ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା

    15029
    May 15, 2026
  • ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    13932
    May 14, 2026
  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା
    ଦେଶ-ଦେଶାନ୍ତର

    ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14467
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ
    ବିଶେଷ

    ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    14940
    May 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

    14536
    May 14, 2026
  • ଦେଶ-ଦେଶାନ୍ତର

    ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15269
    May 15, 2026
  • ଦେଶ-ଦେଶାନ୍ତର

    ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14467
    May 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17476
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17527
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17913
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16361
    Apr 03, 2021

ବିଶେଷ

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14430
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    14940
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15994
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16165
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14607
    May 07, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15401
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15140
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15632
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13957
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    14940
    May 14, 2026
  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    14991
    May 14, 2026
  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14467
    May 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In