Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପୁଣି ଜଣେ ରୁଷିଆ ସେନାଧିକାରୀଙ୍କ ମୃତ୍ୟୁ

ପୁଣି ଜଣେ ରୁଷିଆ ସେନାଧିକାରୀଙ୍କ ମୃତ୍ୟୁ

2022-03-09 08:34:04
15854
Share:
Facebook
Twitter
E-Mail
WhatsApp
Telegram
ପୁଣି ଜଣେ ରୁଷିଆ ସେନାଧିକାରୀଙ୍କ ମୃତ୍ୟୁ

କିଭ୍‌: ୟୁକ୍ରେନ୍‌ ସୈନ୍ୟଙ୍କ ଆକ୍ରମଣରେ ପୁଣି ଜଣେ ରୁଷିଆ ସେନାଧିକାରୀଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ୟୁକ୍ରେନ୍‌ ପ୍ରତିରକ୍ଷା ମନ୍ତ୍ରଣାଳୟର ଦାବି ଅନୁସାରେ ଖାର୍କିଭ୍‌ ଉପରେ ଆକ୍ରମଣର ନେତୃତ୍ବ ନେଉଥିବା ରୁଷିଆ ସେନାର ୪୧ତମ ବାଟାଲିୟନ ମୁଖ୍ୟ ମେଜର ଜେନେରାଲ ଭିଟାଲି ଜେରାସିମୋଭ ନିହତ ହୋଇଛନ୍ତି। ତାଙ୍କ ସହ ଆଉ କିଛି ରୁଷିଆ ସୈନ୍ୟ ଓ ବରିଷ୍ଠ ସେନାଧିକାରୀଙ୍କ ମଧ୍ୟ ମୃତ୍ୟୁ ଘଟିଛି। ରୁଷିଆ ସେନାଧିକାରୀଙ୍କ ମଧ୍ୟରେ ବାର୍ତ୍ତାଳାପରୁ ୟୁକ୍ରେନ୍‌ ଗୁଇନ୍ଦା ଏହି ଖବର ପାଇଥିବା ମନ୍ତ୍ରଣାଳୟ ଦର୍ଶାଇଛି। ଖାର୍କିଭ୍‌ ସହର ନିକଟରେ ଏହି ସେନାଧିକାରୀମାନେ ୟୁକ୍ରେନ୍‌ ସେନାର ଶିକାର ହୋଇଥିବାବେଳେ ସେମାନଙ୍କ ମୃତଦେହକୁ ନିଜ ସୈନ୍ୟମାନେ ଚିହ୍ନଟ କରିଛନ୍ତି। ଜେରାସିମୋଭଙ୍କ ପୂର୍ବରୁ ରୁଷିଆ ସେନାର ଡେପୁଟି କମାଣ୍ଡର ମେଜର ଜେନେରାଲ ଆ‌େ‌ଣ୍ଡ୍ରଇ ସୁଖୋଭେସ୍‌କିଙ୍କର ମୃତ୍ୟୁ ହୋଇଥିଲା। ସପ୍ତାହକ ମଧ୍ୟରେ ଦୁଇ ଜେନେରାଲଙ୍କୁ ହରାଇ ରୁଷିଆ ସେନା ହତୋତ୍ସାହିତ ହୋଇପଡ଼ିଥିବା କୁହାଯାଉଥିଲେ ମଧ୍ୟ ଅତି ସନ୍ତର୍ପଣର ସହ ଆକ୍ରମଣ ଜାରି ରଖିଛନ୍ତି। ସୁମି, ଖାର୍କିଭ୍‌ ଆଦି ସହରରେ ସେମାନେ ପ୍ରବଳ ବୋମା ବର୍ଷଣ କରୁଛନ୍ତି। ୟୁକ୍ରେନ୍‌ ପ୍ରତିରକ୍ଷା ମନ୍ତ୍ରଣାଳୟ ଦାବି ଅନୁସାରେ ଦେଶର ସେନା ଶତ୍ରୁପକ୍ଷରୁ ୧୧ ହଜାର ସୈନ୍ୟଙ୍କୁ ହତ୍ୟା କରିଛନ୍ତି; କିନ୍ତୁ ରୁଷିଆ ଏହାକୁ ୫୦୦ ଦର୍ଶାଉଛି।

Powered by Froala Editor

Tags War

Related articles Odisha News Lens 4.1

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13887
    Oct 17, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14136
    Oct 18, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13701
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14191
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14909
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14801
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13709
    Oct 17, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14886
    Oct 18, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15478
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13746
    Oct 18, 2026
  • ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13701
    Oct 18, 2026
  • ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14801
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17192
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17887
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18257
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14136
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15172
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14676
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14776
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15778
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14620
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13986
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15814
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14801
    Oct 17, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13701
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14191
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In