Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଜି ପୁଣି ୫ ସହର ପାଇଁ ଅସ୍ତ୍ରବିରତି ଘୋଷଣା କରିଛି ରୁଷ

ଆଜି ପୁଣି ୫ ସହର ପାଇଁ ଅସ୍ତ୍ରବିରତି ଘୋଷଣା କରିଛି ରୁଷ

2022-03-09 08:39:24
14898
Share:
Facebook
Twitter
E-Mail
WhatsApp
Telegram
ଆଜି ପୁଣି ୫ ସହର ପାଇଁ ଅସ୍ତ୍ରବିରତି ଘୋଷଣା କରିଛି ରୁଷ


କିଭ: ଆଜି ପୁଣି ୫ ସହର ପାଇଁ ଅସ୍ତ୍ରବିରତି ଘୋଷଣା କରିଛି ରୁଷ । ଖାରକିଭ୍, ମାରିୟିପୋଲ, ସୁମି, ଚେର୍ନିହିଭ୍ ଓ ଜୋପରଜଝିଆ ସହର ପାଇଁ ଅସ୍ତ୍ରବିରତି ଘୋଷଣା ହୋଇଛି । ଭାରତୀୟ ସମୟ ୧୨ଟା ୩୦ରୁ ଏହି ଅସ୍ତ୍ରବିରତି ଲାଗୁ ହେବ । ଅସ୍ତ୍ରବିରତି ସମୟରେ ଲୋକଙ୍କୁ ଖାଲି କରିବାକୁ ସ୍ୱତନ୍ତ୍ର କରିଡର ବା ହ୍ୟୁମାନିଟାରିଆନ କରିଡର ପ୍ରସ୍ତୁତ ହୋଇଛି । ଫଳରେ ବିଦେଶୀ ନାଗରିକମାନେ ଯୁଦ୍ଧକ୍ଷେତ୍ରରୁ ସୁରକ୍ଷିତ ଭାବେ ବାହାରି ଆସିବେ ।

ବିନା ବିଦ୍ୟୁତ, ପାଣି ଓ ଖାଦ୍ୟରେ ବିଭିନ୍ନ ସହରରେ ହଜାର ହଜାର ଲୋକ ଫସି ରହିଛନ୍ତି । ରୁଷର ଘୋଷଣା ପରେ ଏହି ସବୁ ସହରରୁ ଲୋକଙ୍କୁ ଉଦ୍ଧାର ପ୍ରକ୍ରିୟା ଆରମ୍ଭ ହୋଇଛି ।

ଅନ୍ୟପକ୍ଷରେ ରୁଷର ଘନଘନ ଆକ୍ରମଣ ବିରୋଧରେ ଛାତି ଦେଖାଇ ଲଢ଼େଇ କରୁଥିବା ୟୁକ୍ରେନ ରାଷ୍ଟ୍ରପତି ଭୋଲଦିମିର ଜେଲେନସ୍କିଙ୍କ ଦମ୍ଭ ଏବେ ଭାଙ୍ଗି ଯାଇଛି। ଯୁଦ୍ଧ ବନ୍ଦ ପାଇଁ ରୁଷ ରଖିଥିବା ବିଭିନ୍ନ ସର୍ତ୍ତ ଉପରେ ରାଷ୍ଟ୍ରପତି ଜେଲେନସ୍କି ବୁଝାମଣା କରିବାକୁ ପ୍ରସ୍ତୁତ ଥିବା ଘୋଷଣା କରିଛନ୍ତି। ପୂର୍ବରୁ ସେ କେବେ ହେଲେ ପଛକୁ ହଟିବେ ନାହିଁ ବୋଲି କହୁଥିଲେ। ହେଲେ ଏବେ ସେ ମୁଣ୍ଡ ନୁଆଁଇବାକୁ ପ୍ରସ୍ତୁତ ହୋଇଯାଇଛନ୍ତି।

ନାଟୋରେ ମିଶିବାକୁ ଚାହୁଁଥିବାରୁ ୟୁକ୍ରେନ ଉପରେ ରୁଷ ହମଲା ଆରମ୍ଭ କରିଥିଲା। ରୁଷର ବାରମ୍ବାର ତାଗିଦ ସତ୍ତ୍ୱେ ୟୁକ୍ରେନ କିଛି ବି ନ ଶୁଣି ନାଟୋରେ ମିଶିବାକୁ ଇଚ୍ଛା ରଖିଥିଲା। ଏବେ କିନ୍ତୁ ୟୁକ୍ରେନ ଆଉ ନାଟୋର ସଦସ୍ୟ ହେବାକୁ ଚାହୁଁ ନଥିବା ଜେଲେନସ୍କି କହିଛନ୍ତି।

ଏଥିସହ ରୁଷ ସପକ୍ଷବାଦୀ ଓ ୟୁକ୍ରେନ ବିଚ୍ଛିନ୍ନତାବାଦୀ ଅଞ୍ଚଳ ଲୁହାଂସ୍କ ଓ ଡୋନେସ୍କକୁ ସ୍ୱାଧୀନତା ଦେବା ପ୍ରସଙ୍ଗରେ ମଧ୍ୟ ସେ ରୁଷ ସହ ବୁଝାମଣା କରିବାକୁ ରାଜି ଥିବା କହିଛନ୍ତି। ଏହି ଦୁଇ ଅଞ୍ଚଳକୁ ରୁଷ ଆକ୍ରମଣ କରିବା ପୂର୍ବରୁ ସ୍ୱାଧୀନ ଦେଶର ମାନ୍ୟତା ଦେଇଥିଲା।

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କେବଳ ସର୍ତ୍ତ ନ ରଖି ଆଲୋଚନା ପାଇଁ ମଧ୍ୟ ଆଗକୁ ଆସିବା ଦରକାର। ଆମକୁ କେବଳ ସର୍ତ୍ତ ମାନିବାକୁ କହିଲେ ଆମେ ଏଥିପାଇଁ ପ୍ରସ୍ତୁତ ନାହୁଁ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ରୁଷ ଦୀର୍ଘ ଦିନ ହେଲାଣି ୟୁକ୍ରେନକୁ ନାଟୋରେ ସଦସ୍ୟ ନ ହେବାକୁ କହି ଆସୁଥିଲା। ଏପରି କି ୟୁକ୍ରେନ କୌଣସି ଅନ୍ତର୍ଜାତୀୟ ସମୂହରେ ସାମିଲ ନ ହୋଇ ସ୍ୱତନ୍ତ୍ର ଭାବେ ରହୁ ବୋଲି ରୁଷ ଚାହୁଁଛି। ହେଲେ ଏଥିରେ ଜେଲେନସ୍କି ରାଜି ନ ହେବାରୁ ରୁଷ କିଭ୍‌ ଦଖଲ ପାଇଁ ଆକ୍ରମଣ କରିଛି।

Powered by Froala Editor

Tags War

Related articles Odisha News Lens 4.1

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13943
    Oct 09, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15469
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13852
    Oct 09, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13895
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15090
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14645
    Oct 08, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15614
    Oct 09, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14531
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15501
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14531
    Oct 09, 2026
  • ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13943
    Oct 09, 2026
  • ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15187
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17164
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17855
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17813
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18230
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14447
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14555
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15564
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14236
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15974
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15501
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14786
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15501
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14016
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14645
    Oct 08, 2026
  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13895
    Oct 08, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13943
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In