Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

Home ›› ››ପଞ୍ଜାବରେ ଅଦ୍ଭୁତପୂର୍ବ ସଫଳତା ହାସଲ କରିଛି ଆମ୍ ଆଦମୀ ପାର୍ଟି

ପଞ୍ଜାବରେ ଅଦ୍ଭୁତପୂର୍ବ ସଫଳତା ହାସଲ କରିଛି ଆମ୍ ଆଦମୀ ପାର୍ଟି

2022-03-10 08:49:09
14735
Share:
Facebook
Twitter
E-Mail
WhatsApp
Telegram
ପଞ୍ଜାବରେ ଅଦ୍ଭୁତପୂର୍ବ ସଫଳତା ହାସଲ କରିଛି ଆମ୍ ଆଦମୀ ପାର୍ଟି

ଚଣ୍ଡିଗଡ଼: ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ଜାରି ରହିଛି ଭୋଟ ଗଣତି । ଯଦି ପଞ୍ଜାବ କଥା କହିବା ତାହାଲେ ପଞ୍ଜାବରେ ବର୍ତ୍ତମାନ ସୁଦ୍ଧା ଆସିଥିବା ପ୍ରାରମ୍ଭିକ ଟ୍ରେଣ୍ଡରେ ଆମ୍ ଆଦମୀ ପାର୍ଟି ସରକାର କରୁଥିବା ଜଣାପଡ଼ୁଛି । ପଞ୍ଜାବରେ ଅଦ୍ଭୁତପୂର୍ବ ସଫଳତା ହାସଲ କରିଛି ଆମ୍ ଆଦମୀ ପାର୍ଟି । ପ୍ରାରମ୍ଭିକ ଟ୍ରେଣ୍ଡରେ ଯାହା ଦେଖିବାକୁ ମିଳୁଛି ପଞ୍ଜାବରେ ଆପ୍ ଭଗବନ୍ତ ସିଂ ମାନଙ୍କ ନେତୃତ୍ୱରେ ସରକାର ଗଢ଼ୁଛି । ପଞ୍ଜାବର ମୋଟ ୧୧୭ ସିଟରୁ ସମସ୍ତ ସିଟର ପ୍ରାରମ୍ଭିକ ଟ୍ରେଣ୍ଡ ସାମ୍ନାକୁ ଆସିଛି । ୧୧୭ ସିଟରୁ ଆପ୍ ୮୯ଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୧୩ଟି ଆସନରେ ଆଗୁଆ ରହିଛି । ସେହପରି ଶିରୋମଣୀ ଆକାଳୀ ଦଳ ୭ଟି, ବିଜେପି ୫ଟି ଓ ବିଏସପି ୨ଟି ଆସନରେ ଆଗୁଆ ରହିଛି ।

ତେବେ ବର୍ତ୍ତମାନ ସୁଦ୍ଧା ଆସିଥିବା ପ୍ରାରମ୍ଭିକ ଟ୍ରେଣ୍ଡରେ ପଞ୍ଜାବରେ ଏକ ବଡ଼ କଥା ଦେଖିବାକୁ ମିଳିଛି । ଆମ୍ ଆଦମୀ ପାର୍ଟିର ସୁନାମୀରେ ଭାସି ଯାଇଛନ୍ତି ବହୁ ବରିଷ୍ଠ ନେତା । ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂ ଚନ୍ନିଙ୍କ କଥା କହିବା ଯଦି ତାହାଲେ ଚନ୍ନି ଦୁଇଟି ଆସନରେ ଏବେ ପଛୁଆ ରହିଛନ୍ତି । ଚନ୍ନି ଭଦୁର ଆସନରୁ ପଛରେ ଅଛନ୍ତି । ଦ୍ୱିତୀୟ ରାଉଣ୍ଡ ଫଳାଫଳ ଘୋଷଣା ହେବା ପର୍ୟ୍ୟନ୍ତ ଭଦୁର ସିଟରେ ପଛରେ ଅଛନ୍ତି ଚନ୍ନି । ଦ୍ୱିତୀୟ ରାଉଣ୍ଡ ସୁଦ୍ଧା ଆପର ଲଭ୍ ସିଂ ୩ ହଜାର ୪୬୧ ଭୋଟରେ ଆଗୁଆଆ ରହିଛନ୍ତି । ସେହିପରି ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ମଧ୍ୟ ଅମୃତସର ଇଷ୍ଟ ଆସନରୁ ପଛୁଆ ରହିଛନ୍ତି । ତୃତୀୟ ରାଉଣ୍ଡ ଗଣତି ଶେଷ ହେବ ସୁଦ୍ଧା ତୃତୀୟ ସ୍ଥାନରେ ଅଛନ୍ତି ସିଦ୍ଧୁ । ଅମୃତସର ଇଷ୍ଟ ଆସନରେ ଆମ୍ ଆଦମୀ ପାର୍ଟିର ଜୀବନ ଜ୍ୟେତ କୈର ଆଗରେ ରହିଛନ୍ତି ।

ସେହିପରି କଂଗ୍ରେସର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସ ପାର୍ଟି ଅଧ୍ୟକ୍ଷ କ୍ୟାପଟେନ ଅମିରନ୍ଦର ସିଂ ମଧ୍ୟ ପଛୁଆ ରହିଛନ୍ତି । ପଞ୍ଜାବର ପଟିଆଲା ଆସନରେ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଚେକ୍ ଦେଉଛନ୍ତି ଆମ୍ ଆଦମୀ ପାର୍ଟିର ଅଜିତ ପାଲ୍ ସିଂ କୋହଲି । ଷଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ଅମରିନ୍ଦର ସିଂ ୯ ହଜାର ୮୦୦ ଭୋଟରେ ପଛୁଆ ରହିଛନ୍ତି । ଅନ୍ୟପକ୍ଷରେ ପଞ୍ଜାବର ବରିଷ୍ଠ ନେତା ତଥା ପଞ୍ଜାବର ଚାରି ଥରର ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲ ମଧ୍ୟ ପଛୁଆ ରହିଛନ୍ତି । ପ୍ରକାଶ ସିଂଙ୍କ ପାରମ୍ପାରିକ ଆସନ ଲମ୍ବିରେ ତାଙ୍କୁ ଚେକ୍ ଦେଇଛନ୍ତି ଆମ୍ ଆଦମୀ ପାର୍ଟିର ଗୁରମିତ୍ ସିଂ ଖୁଡିଆନ । ଚତୁର୍ଥ ରାଉଣ୍ଡ ଶେଷ ହେବା ସୁଦ୍ଧା ପ୍ରକାଶ ସିଂ ବାଦଲ ୫ ହଜାର ୫୮୫ ଭୋଟରେ ପଛୁଆ ରହିଛନ୍ତି ।

Powered by Froala Editor

Tags Election result

Related articles Odisha News Lens 4.1

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14769
    Mar 02, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14598
    Mar 03, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14626
    Mar 03, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15006
    Mar 04, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13836
    Mar 02, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14073
    Mar 04, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    14991
    Mar 04, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14235
    Mar 03, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15325
    Mar 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15325
    Mar 04, 2026
  • ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15006
    Mar 04, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14073
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14626
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13836
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15009
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14629
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14430
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14347
    Mar 02, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13836
    Mar 02, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    14991
    Mar 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In