Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ...

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

ରାଜ୍ୟ
Home ›› ରାଜ୍ୟ ››ପୂର୍ଣ୍ଣ ଟିକାକରଣରେ ଓଡିଶା ଆଗରେ

ପୂର୍ଣ୍ଣ ଟିକାକରଣରେ ଓଡିଶା ଆଗରେ

2022-03-10 10:14:17
14176
Share:
Facebook
Twitter
E-Mail
WhatsApp
Telegram
ପୂର୍ଣ୍ଣ ଟିକାକରଣରେ ଓଡିଶା ଆଗରେ

ଭୁବନେଶ୍ୱର: ପୂର୍ଣ୍ଣ ଟିକାକରଣରେ ଓଡିଶା ଅନ୍ୟ ରାଜ୍ୟମାନଙ୍କ ଠାରୁ ଆଗରେ । ଜାତୀୟ ହାରଠାରୁ ମଧ୍ୟ ବହୁ ଆଗରେ ରହିଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ଷ୍ଟିକରିଂ କମିଟି ବୈଠକରେ ଏହା ଜଣାପଡିଛି ।

 
ଲୋକସଭା ଭବନରୁ ଡିଜିଟାଲ ମୋଡରେ ଅନୁଷ୍ଠିତ ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ସଚିବ ରାଜକୁମାର ଶର୍ମା କହିଛନ୍ତି, ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ଭେ-୫ ରିପୋର୍ଟ ଅନୁସାରେ ଓଡିଶାର ପୂର୍ଣ୍ଣ ଟିକାକରଣ ହାର ୯୦.୫% ହୋଇଛି । ଯାହାକି ଜାତୀୟ ହାର ୭୬.୪%ରୁ ପ୍ରାୟ ୧୪ପଏଣ୍ଟ ଅଧିକ । ଅନ୍ୟ ରାଜ୍ୟ ତୁଳନାରେ ଓଡିଶା ଜାତୀୟ ସ୍ତରରେ ସର୍ବପ୍ରଥମ ରହିଛି । ଶ୍ରୀ ବର୍ମା କହିଛନ୍ତି, ପୂର୍ଣ୍ଣ ଟିକାକରଣରେ ସାଧାରଣତଃ ୧୨ପ୍ରକାର ରୋଗର ନିବାରଣ ନିମନ୍ତେ ପ୍ରତିସେଧକ ଟିକା ଦିଆଯାଏ । ତଥ୍ୟ ଅନୁଯାୟୀ ୨୦ଟି ଜିଲ୍ଲାରେ ପୂର୍ଣ୍ଣ ଟିକାକରଣ ହାର ୯୦%ରୁ ଅଧିକ ଥିବାବେଳେ ୧୦ଟି ଜିଲ୍ଲାରେ ଏହା ୯୦%ରୁ କମ୍ ଅଛି । ସମନ୍ୱିତ-ମାନକ ଆକଳନ ଅନୁଯାୟୀ ରାଜ୍ୟର ୧୨ଟି ଜିଲ୍ଲରେ ୧୬୮ଟି ବ୍ଲକରେ ଇନ୍ଦ୍ରଧନୁଷ-୪.୦ର କାର୍ଯ୍ୟାନ୍ୱୟନ କରାଯିବ ବୋଲି ଶ୍ରୀ ଶର୍ମା କହିଛନ୍ତି ।  

Powered by Froala Editor

Tags Vaccination

Related articles Odisha News Lens 4.1

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ
    ଅପରାଧ

    ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13520
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14308
    Sep 30, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14464
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14642
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14811
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14899
    Sep 30, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?
    ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15578
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15192
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    14857
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    14857
    Sep 30, 2026
  • ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15578
    Sep 30, 2026
  • ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14473
    Sep 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17137
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17827
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18208
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15012
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13992
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15731
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15297
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14672
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14263
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14336
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15952
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତରେ ‘Apple Pay’ ପ୍ରବେଶ

    14464
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14899
    Sep 30, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15578
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In