Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ...

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ...

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ...

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

Home ›› ››ଖରା ଦିନେ ଏମିତି ରୁହନ୍ତୁ ଫିଟ

ଖରା ଦିନେ ଏମିତି ରୁହନ୍ତୁ ଫିଟ

2022-03-12 02:41:06
16034
Share:
Facebook
Twitter
E-Mail
WhatsApp
Telegram
ଖରା ଦିନେ ଏମିତି ରୁହନ୍ତୁ ଫିଟ


ଅତ୍ୟଧିକ ଖରାରେ ସର୍ବଦା ସ୍ବାସ୍ଥ୍ୟଗତ ସମସ୍ୟା ଦେଖା ଦେଇଥାଏ। ଏହାସହ ଯେକୌଣସି ରୋଗ ହେଲେ ଖରା ଦିନେ ଅନେକ ଅସୁସ୍ଥତା ଅନୁଭବ ହୋଇଥାଏ। ତେବେ ଏହି ସବୁ ସମସ୍ୟାରୁ ସଚେତନ ହେବା ଉଚିତ।

ଖରା ଦିନିଆ ସ୍ବାସ୍ଥ୍ୟ ସମସ୍ୟା :

ଅଂଶୁଘାତ :

ଅତ୍ୟଧିକ ଖରା ଓ ଗରମ ଯୋଗୁଁ ବ୍ୟକ୍ତିଙ୍କୁ ଅଂଶୁଘାତର ଶିକାର ହେବାକୁ ପଡିଥାଏ। ଏହାର ପ୍ରଭାବରେ ମୁଣ୍ଡ ବୁଲାଇବା ସହ ବାନ୍ତି ହେବା, ଜ୍ବର ଆସିବା ଲକ୍ଷଣ ଦେଖା ଯାଇଥାଏ। ସେଥିପାଇଁ  ଖରାରେ ବାହାରିବା ବେଳେ ମୁଣ୍ଡକୁ ଘୋଡାଇ ବାହାରନ୍ତୁ। ଖରା ଦିନେ ବିଶେଷ କରି ଅଧିକ ପାଣି ପିଇବା ସହ ନିଜ ସହ ଲେମ୍ବୁ ପାଣି ଓ ଦହି ପାଣି ନେଇ ଯାଆନ୍ତୁ।

ଜଳୀୟ ଅଂଶ କମିଯିବା :

ଶରୀରରେ ଜଳୀୟ ଅଂଶର ଅଭାବ ହେଲେ ବଦହଜମୀ ସମସ୍ୟା ଦେଖା ଯାଇଥାଏ। ବଦହଜମୀ ହେବା ଦ୍ବାରା ମୁଣ୍ଡ ବୁଲାଇବା, କ୍ଲାନ୍ତପଣ, ମୁଣ୍ଡ ବ୍ୟଥା ପରି ସମସ୍ୟା ସୃଷ୍ଟି ହୋଇଥାଏ। ତେଣୁ ଦିନକୁ ଅତି କମରେ ୮ରୁ ୧୦ ଗ୍ଲାସ୍ ପାଣି ପିଅନ୍ତୁ। ଏହାସହ ଫଳରସ, ଲସି ଓ ଘୋଳ ଦହି ପିଇପାରିବେ।

ଫୁଡ୍‌ ପଏଜନିଂ :

ଖରା ଦିନେ ଖାଦ୍ୟ ଶୀଘ୍ର ବାସି ହୋଇଯାଏ। ବାସୀ ଖାଦ୍ୟ ଖାଇବା ଓ ଦୂଷିତ ପାଣି ପିଇବା ଦ୍ବାରା ଯୋଗୁଁ ଫୁଡ ପଏଜନିଂ ହୋଇଥାଏ। ଏହା ହେଲେ ଶରୀରରେ ଯନ୍ତ୍ରଣା, ଦୁର୍ବଳତା, ଜ୍ବର, ବାନ୍ତି, ଡାଇରିଆ, ମୁଣ୍ଡବ୍ୟଥା ଇତ୍ୟାଦି ହୋଇଥାଏ। ତେଣୁ ବିଶେଷ କରି ଖରାଦିନେ ବାହାରର ଛଣାଛଣି ଖାଦ୍ୟ ନ ଖାଇ ଘର ଖାଦ୍ୟ ଖାଆନ୍ତୁ। ଏହାସହ ଗରମ ଖାଦ୍ୟ ଓ ବିଶୁଦ୍ଧ ପାଣି ପିଅନ୍ତୁ।

ଜଣ୍ଡିସ୍ :

ଖରାଦି‌ନେ ଅସ୍ବାସ୍ଥ୍ୟକର ଖାଦ୍ୟ ଓ ଅପରିଷ୍କାର ପାଣି ପିଇବା ଦ୍ବାରା ଜଣ୍ଡିସ୍ ହୋଇପାରେ। ଜଣ୍ଡିସ ହେବା ଦ୍ବାରା ନଖ, ମୂତ୍ର, ଚର୍ମ ଓ ଆଖି ହଳଦିଆ ପଡିଯାଏ। ତେଣୁ ବାହାରର ଖାଦ୍ୟ ଖାଆନ୍ତୁ ନାହିଁ ଓ ପରିଷ୍କାର ପାଣି ପିଇବା ସହ ସ୍ବଚ୍ଛ ପରିବେଶରେ ରୁହନ୍ତୁ।

ଟାଇଫଏଡ :

ଖରାଦିନେ ସଂକ୍ରମଣ ଜନିତ ଓ ଦୂଷିତ ପାଣି କାରଣରୁ ଟାଇଫଏଡ ରୋଗ ହୋଇଥାଏ। ଖରା ଦିନେ ବାହାରର ପାଣି ଓ ଖାଦ୍ୟ ଠାରୁ ଯଥେଷ୍ଟ ଦୂରେଇ ରୁହନ୍ତୁ। ଏହାସହ ଖାଦ୍ୟ ଖାଇବା ପୂର୍ବରୁ ହାତକୁ ଭଲ ଭାବେ ଧୁଅନ୍ତୁ।

Powered by Froala Editor

Tags Summer

Related articles Odisha News Lens 4.1

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ:  ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13874
    May 11, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13446
    May 11, 2026
  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    13982
    May 12, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15455
    May 12, 2026
  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ
    ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14079
    May 12, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13708
    May 11, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15682
    May 11, 2026
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ
    ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    14016
    May 11, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15117
    May 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15682
    May 11, 2026
  • ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15455
    May 12, 2026
  • ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13747
    May 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16079
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14521
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15480
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15227
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    14027
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15133
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13947
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14079
    May 12, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15455
    May 12, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15682
    May 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In