Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ...

  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ...

  • ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

  • ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ...

  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ...

  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ...

  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ...

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରୁଷିଆ ଆକ୍ରମଣରେ ୭୮ ଶିଶୁ ମୃତ

ରୁଷିଆ ଆକ୍ରମଣରେ ୭୮ ଶିଶୁ ମୃତ

2022-03-12 07:26:34
14330
Share:
Facebook
Twitter
E-Mail
WhatsApp
Telegram
ରୁଷିଆ ଆକ୍ରମଣରେ ୭୮ ଶିଶୁ ମୃତ

କିଭ୍‌: ରୁଷିଆ ଆକ୍ରମଣରେ ୟୁକ୍ରେନ୍‌ର ୭୮ ଶିଶୁଙ୍କ ପ୍ରାଣହାନି ଘଟିଛି। ନିରୀହ ଜନତାଙ୍କ ମୃତ୍ୟୁ ସଂଖ୍ୟା ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଏହି ସଂଖ୍ୟା ପ୍ରାୟ ୯୦୦ ହେବ ବୋଲି ସରକାରୀ ଭାବେ କୁହାଯାଉଛି; ତେବେ ୟୁକ୍ରେନ୍‌ ମାନବାଧିକାର ସଂଗଠନ କର୍ତ୍ତୃପକ୍ଷଙ୍କ ଦାବି ଅନୁଯାୟୀ, ୭୮ ଶିଶୁଙ୍କର ମୃତ୍ୟୁ ଘଟିଛି। ମାରିଉପୁଲ ଓ ଇର୍ପିନ୍‌ରେ ଏବେ ଘମାଘୋଟ ଲଢ଼େଇ ଚାଲିଥିବାରୁ ବାସ୍ତବ ମୃତ୍ୟୁ ସଂଖ୍ୟା ଆକଳନ କରାଯାଇପାରି ନାହିଁ। ୟୁକ୍ରେନ୍‌ର ବିଭିନ୍ନ ଶ୍ମଶାନରେ ଏବେ ସ୍ଥାନାଭାବ ଦେଖାଦେଇଥିବାରୁ ସମୂହ ଶବଦାହ କରାଯାଉଥିବା ପ୍ରକାଶ।
ଅନ୍ୟପକ୍ଷରେ ୟୁକ୍ରେନ୍‌ ସେନା ରୁଷିଆ ଦଖଲରୁ ଖାର୍କିଭ୍‌ ଓ ଡେରାଚି ଅଞ୍ଚଳ ଛଡ଼ାଇ ଆଣିଛନ୍ତି। ଗତ ସପ୍ତାହରେ ରୁଷିଆ ଏହି ଦୁଇ ଅଞ୍ଚଳକୁ ଦଖଲ କରିନେଇଥିଲେ ମଧ୍ୟ ବିଶେଷ କରି ଖାର୍କିଭ୍‌ରେ ତୁମୁଳ ଲଢ଼େଇ ଜାରି ରହିଥିଲା। ୟୁକ୍ରେନ୍‌ ସେନା ଏହି ଅଞ୍ଚଳ ଛାଡ଼ିବାକୁ ପ୍ରସ୍ତୁତ ନ ଥିଲେ। ଗୁରୁବାର ଏହି ଉଦ୍ୟମରେ ସେମାନେ ସଫଳ ହୋଇଥିବା ଜଣାପଡ଼ିଛି। ରୁଷୀୟ ସେନା ଖାର୍କିଭ୍‌କୁ ଚାରିପଟୁ ଘେରି ରହିଥିଲେ ମଧ୍ୟ ପ୍ରତିପକ୍ଷ ସେମାନଙ୍କ ବ୍ୟୁହ ଭାଙ୍ଗିବା ସହ ତଡ଼ିବାରେ ସଫଳ ହୋଇଛନ୍ତି। ୟୁକ୍ରେନ୍‌ ସେନା ନିୟନ୍ତ୍ରଣକୁ ଏହି ଦୁଇ ଅଞ୍ଚଳ ଫେରିଆସିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।

ୟୁକ୍ରେନ୍‌ ସେନା ଆକ୍ରମଣରେ ରୁଷିଆ ସୈନ୍ୟ ଛତ୍ରଭଙ୍ଗ ଦେଇଥିବା ସ୍ଥାନୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି। ଅପରପକ୍ଷରେ ଗତ ୧୬ ଦିନର ଯୁଦ୍ଧରେ ରୁଷିଆର ୧୨ହଜାର ସୈନ୍ୟ ନିହତ ହୋଇଥିବା ୟୁକ୍ରେନ୍‌ ପକ୍ଷରୁ ଦାବି କରାଯାଇଛି। ଏତଦ୍‌ ବ୍ୟତୀତ ୪୯ଟି ଯୁଦ୍ଧବିମାନ, ୮୧ ହେଲିକପ୍ଟର ଓ ୩୩୫ଟି ଟ୍ୟାଙ୍କ ଧ୍ବଂସ ପାଇଥିବା ସରକାରୀ ଭାବେ କୁହାଯାଇଛି। ପୁନଶ୍ଚ ରୁଷିଆ ସୈନ୍ୟ ଓ ଅସ୍ତ୍ରଶସ୍ତ୍ର ପରିବହନ ପାଇଁ ବ୍ୟବହୃତ ୧୧୦୫ଟି ଯୁଦ୍ଧଯାନ ସହ ୫୨୬ ଗାଡ଼ି, ୬୦ଟି ତେଲ ଟାଙ୍କି, ୧୨୩ କମାଣ, ଦୁଇଟି ନୌକା, ୫୬ ରକେଟ ଲଞ୍ଚର, ୨୯ବିମାନ ଧ୍ବସଂକାରୀ ଅସ୍ତ୍ର ଓ ୭ ଡ୍ରୋନ୍‌ ଧ୍ବଂସ ହୋଇଛି।

Powered by Froala Editor

Tags War

Related articles Odisha News Lens 4.1

  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ
    ଦେଶ-ଦେଶାନ୍ତର

    ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ

    14203
    Oct 09, 2025
  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ
    ଦେଶ-ଦେଶାନ୍ତର

    ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

    14796
    Oct 09, 2025
  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ
    ଦେଶ-ଦେଶାନ୍ତର

    ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ

    14190
    Oct 09, 2025
  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ
    ବିଶେଷ

    ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15435
    Oct 09, 2025
  • ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ
    ଦେଶ-ଦେଶାନ୍ତର

    ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ

    14083
    Oct 09, 2025
  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି
    ଦେଶ-ଦେଶାନ୍ତର

    ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି

    14472
    Oct 09, 2025
  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ
    ଦେଶ-ଦେଶାନ୍ତର

    ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ

    13752
    Oct 09, 2025
  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ
    ଦେଶ-ଦେଶାନ୍ତର

    ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    14965
    Oct 09, 2025
  • ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ
    ଦେଶ-ଦେଶାନ୍ତର

    ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

    14338
    Oct 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    14965
    Oct 09, 2025
  • ଦେଶ-ଦେଶାନ୍ତର

    ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ

    14190
    Oct 09, 2025
  • ଦେଶ-ଦେଶାନ୍ତର

    ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି

    14472
    Oct 09, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16868
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17229
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15683
    Apr 03, 2021

ବିଶେଷ

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15435
    Oct 09, 2025
  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13425
    Oct 09, 2025
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14056
    Oct 08, 2025
  • ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ

    14230
    Oct 06, 2025
  • ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ହୋଇଥାଏ ଶୁଭ

    15268
    Oct 06, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14260
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14058
    Sep 16, 2025
  • ଶସ୍ତା ହେଲା ସୁନା

    14388
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14957
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

    14796
    Oct 09, 2025
  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ

    14190
    Oct 09, 2025
  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ

    13752
    Oct 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In