Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇରାକରେ ଥିବା ଆମେରିକା ଦୂତବାସରେ ଘନଘନ ମିଜାଇଲ ଆକ୍ରମଣ

ଇରାକରେ ଥିବା ଆମେରିକା ଦୂତବାସରେ ଘନଘନ ମିଜାଇଲ ଆକ୍ରମଣ

2022-03-13 07:08:18
14083
Share:
Facebook
Twitter
E-Mail
WhatsApp
Telegram
ଇରାକରେ ଥିବା ଆମେରିକା ଦୂତବାସରେ ଘନଘନ ମିଜାଇଲ ଆକ୍ରମଣ

ଇରାକରେ ଥିବା ଆମେରିକା ଦୂତବାସ ଉପରେ ୬ଟି ମିସାଇଲ୍‌ ଆକ୍ରମଣ କରାଯାଇଛି । ଦୂତବାସ ଉପରେ ଘନଘନ ମିସାଇଲ୍‌ ମାଡ଼ ଫଳରେ ଦୂତବାସ ପରିସରରେ ଭୟଙ୍କର ନିଆଁ ଲାଗିଛି । ଇରାକୀ ସୁରକ୍ଷା ବଳ ଅଧିକାରୀ ଏନେଇ କହିଛନ୍ତି ଯେ ଶନିବାର ବିଳମ୍ୱିତ ରାତିରେ ହୋଇଥିବା ଆକ୍ରମଣରେ କେହି ଆହତ ହୋଇଥିବା ଖବର ଆସିନାହିଁ ଏବଂ ସହର କ୍ଷତିଗ୍ରସ୍ତ ହୋଇଛି ।

କିଛି ଇରାନୀ ଗଣମାଧ୍ୟମ ଏଜେନ୍ସି ରିପୋର୍ଟ ଅନୁସାରେ ଦୂରଗାମୀ କ୍ଷେପଣାସ୍ତ୍ର ବାଲିଷ୍ଟିକ୍‌ର ୬ଟି ମିସାଇଲ୍‌ ଇରାକ୍‌ର ଏରବିଲ୍‌ରେ ଥିବା ଆମେରିକାର ବାଣିଜ୍ୟିକ ଦୂତାବାସ ଉପରେ ମାଡ଼ ହୋଇଛି । ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡ଼ିଛି ଯେ ୬ ଫତେହ-୧୧୦ ମିସାଇଲ୍‌କୁ ସମ୍ଭବତଃ ତବ୍ରିଜ୍‌ ଇରାନ୍‌ର ଖସାବାଦ ବେସ୍‌ରୁ ଏରବିଲ୍‌ ଦିଗରେ ଲଞ୍ଚ କରାଯାଇଥିଲା । ଏହି ମିସାଇଲ୍‌ ମାଡ଼କୁ ନେଇ ଆମେରିକା ସେନା କୌଣସି ଟିପ୍ପଣୀ ରଖିବାକୁ ମନା କରିଦେଇଛନ୍ତି । ଏହି ମିସାଇଲ୍‌ କିଏ ମାଡ଼ କରିଛି ତାହା ଏ ପର୍ଯ୍ୟନ୍ତ ଜଣାପଡ଼ିନାହିଁ ।

ତେବେ ଇରାକର ଅଧିକାରୀମାନେ ଅଭିଯୋଗ କରିଛନ୍ତି ଯେ ଏହି ବାଲିଷ୍ଟିକ୍ ମିସାଇଲ୍‌ ଇରାନରୁ ନିକ୍ଷେପ କରାଯାଇଛି । ଏହି ଆକ୍ରମଣକୁ ଆମେରିକା ଦୃଢ଼ ଭାବରେ ନିନ୍ଦା କରିଛି । ଏହି ଘଟଣାର ଇରାକ ସରକାର ଏବଂ କୁର୍ଦ୍ଦ ଆଞ୍ଚଳିକ ସରକାର ଅନୁସନ୍ଧାନ କରୁଛନ୍ତି ।

Powered by Froala Editor

Tags misile

Related articles Odisha News Lens 4.1

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14794
    Oct 20, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15568
    Oct 19, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13263
    Oct 21, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13598
    Oct 21, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15246
    Oct 19, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15925
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15410
    Oct 20, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14371
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15646
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15410
    Oct 20, 2026
  • ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15434
    Oct 20, 2026
  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15925
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17841
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14822
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15421
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14765
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14860
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15861
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15113
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15823
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15568
    Oct 19, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15925
    Oct 19, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14371
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In