Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

Home ›› ››ଇରାକରେ ଥିବା ଆମେରିକା ଦୂତବାସରେ ଘନଘନ ମିଜାଇଲ ଆକ୍ରମଣ

ଇରାକରେ ଥିବା ଆମେରିକା ଦୂତବାସରେ ଘନଘନ ମିଜାଇଲ ଆକ୍ରମଣ

2022-03-13 07:08:18
13927
Share:
Facebook
Twitter
E-Mail
WhatsApp
Telegram
ଇରାକରେ ଥିବା ଆମେରିକା ଦୂତବାସରେ ଘନଘନ ମିଜାଇଲ ଆକ୍ରମଣ

ଇରାକରେ ଥିବା ଆମେରିକା ଦୂତବାସ ଉପରେ ୬ଟି ମିସାଇଲ୍‌ ଆକ୍ରମଣ କରାଯାଇଛି । ଦୂତବାସ ଉପରେ ଘନଘନ ମିସାଇଲ୍‌ ମାଡ଼ ଫଳରେ ଦୂତବାସ ପରିସରରେ ଭୟଙ୍କର ନିଆଁ ଲାଗିଛି । ଇରାକୀ ସୁରକ୍ଷା ବଳ ଅଧିକାରୀ ଏନେଇ କହିଛନ୍ତି ଯେ ଶନିବାର ବିଳମ୍ୱିତ ରାତିରେ ହୋଇଥିବା ଆକ୍ରମଣରେ କେହି ଆହତ ହୋଇଥିବା ଖବର ଆସିନାହିଁ ଏବଂ ସହର କ୍ଷତିଗ୍ରସ୍ତ ହୋଇଛି ।

କିଛି ଇରାନୀ ଗଣମାଧ୍ୟମ ଏଜେନ୍ସି ରିପୋର୍ଟ ଅନୁସାରେ ଦୂରଗାମୀ କ୍ଷେପଣାସ୍ତ୍ର ବାଲିଷ୍ଟିକ୍‌ର ୬ଟି ମିସାଇଲ୍‌ ଇରାକ୍‌ର ଏରବିଲ୍‌ରେ ଥିବା ଆମେରିକାର ବାଣିଜ୍ୟିକ ଦୂତାବାସ ଉପରେ ମାଡ଼ ହୋଇଛି । ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡ଼ିଛି ଯେ ୬ ଫତେହ-୧୧୦ ମିସାଇଲ୍‌କୁ ସମ୍ଭବତଃ ତବ୍ରିଜ୍‌ ଇରାନ୍‌ର ଖସାବାଦ ବେସ୍‌ରୁ ଏରବିଲ୍‌ ଦିଗରେ ଲଞ୍ଚ କରାଯାଇଥିଲା । ଏହି ମିସାଇଲ୍‌ ମାଡ଼କୁ ନେଇ ଆମେରିକା ସେନା କୌଣସି ଟିପ୍ପଣୀ ରଖିବାକୁ ମନା କରିଦେଇଛନ୍ତି । ଏହି ମିସାଇଲ୍‌ କିଏ ମାଡ଼ କରିଛି ତାହା ଏ ପର୍ଯ୍ୟନ୍ତ ଜଣାପଡ଼ିନାହିଁ ।

ତେବେ ଇରାକର ଅଧିକାରୀମାନେ ଅଭିଯୋଗ କରିଛନ୍ତି ଯେ ଏହି ବାଲିଷ୍ଟିକ୍ ମିସାଇଲ୍‌ ଇରାନରୁ ନିକ୍ଷେପ କରାଯାଇଛି । ଏହି ଆକ୍ରମଣକୁ ଆମେରିକା ଦୃଢ଼ ଭାବରେ ନିନ୍ଦା କରିଛି । ଏହି ଘଟଣାର ଇରାକ ସରକାର ଏବଂ କୁର୍ଦ୍ଦ ଆଞ୍ଚଳିକ ସରକାର ଅନୁସନ୍ଧାନ କରୁଛନ୍ତି ।

Powered by Froala Editor

Tags misile

Related articles Odisha News Lens 4.1

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13689
    Feb 22, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14629
    Feb 22, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15285
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14840
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14547
    Feb 23, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ
    ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14815
    Feb 22, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15054
    Feb 23, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13626
    Feb 22, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13913
    Feb 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15285
    Feb 23, 2026
  • ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13913
    Feb 22, 2026
  • ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13626
    Feb 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16237
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15285
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16052
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14481
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15248
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15965
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15113
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14963
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14476
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16087
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14629
    Feb 22, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13913
    Feb 22, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14840
    Feb 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In