Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ ...

  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ...

  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ...

  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ...

  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ...

  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ...

  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ...

  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ...

  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ ...

ରାଜ୍ୟ
Home ›› ରାଜ୍ୟ ››ଲକଡାଉନରେ ସୋମବାରରୁ ଶୁକ୍ରବାର ସକାଳ ୬ରୁ ୧୨ ସମୟରେ କ’ଣ ଖୋଲା ରହିବ ଜାଣନ୍ତୁ?

ଲକଡାଉନରେ ସୋମବାରରୁ ଶୁକ୍ରବାର ସକାଳ ୬ରୁ ୧୨ ସମୟରେ କ’ଣ ଖୋଲା ରହିବ ଜାଣନ୍ତୁ?

2021-05-02 05:41:02
15418
Share:
Facebook
Twitter
E-Mail
WhatsApp
Telegram
ଲକଡାଉନରେ ସୋମବାରରୁ ଶୁକ୍ରବାର ସକାଳ ୬ରୁ ୧୨ ସମୟରେ କ’ଣ ଖୋଲା ରହିବ ଜାଣନ୍ତୁ?

ଭୁବନେଶ୍ୱର: କରୋନା ସଂକ୍ରମଣ ଏବେ ସାଂଘାତିକ ସ୍ଥିତିରେ  । କରୋନା ଏବେ ବେକାବୁ  ତଥା ବେଲଗାମ ହୋଇଯାଇଛି । ଯାହାକୁ ନେଇ ସମସ୍ତେ ଉଦବିଗ୍ନ । ଭୟଭୀତ ।  କରୋନା ସଂକ୍ରମଣର ନିଆଁ ଏବେ ହୁତ ହୁତ ହୋଇ ଜଳୁଛି ।  କରୋନା ଶୃଙ୍ଖଳ ଭାଙ୍ଗିବାକୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଟ୍ୱିନ ସିଟି ଭୁବନେଶ୍ୱର ଓ କଟକରେ ଗୋଷ୍ଠୀ ସଂକ୍ରମଣ ଭଳି ପରିସ୍ଥିତି ସୃଷ୍ଟି କରିଛି  ।  ନାଇଟ କର୍ଫୁ୍ୟ ଓ ସପ୍ତାହାନ୍ତ ସଟଡାଉନ ସତ୍ତ୍ୱେ ସଂକ୍ରମଣ ଥମିବାର ନା ନେଉନି ।    ଏଭଳି ସ୍ଥିତିରେ କରୋନା ଚେନ ଭାଙ୍ଗିବାକୁ  ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଲା ଆସନ୍ତା ମେ’ ୫ରୁ ସାରାରାଜ୍ୟରେ ଲକଡାଉନ ଘୋଷଣା କରାଯାଇଛି । ମେ’ ୫ରୁ ୧୯ ତାରିଖ ପଯୟ୍ୟନ୍ତ ଲକଡାଉନ ଘୋଷଣା କରାଯାଇଛି ।  ତେବେ ଏହି ସମୟରେ କ’ଣ ଖୋଲା ରହିବ ଆସନ୍ତୁ ଜାଣିବା:
୧-ଲକଡାଉନ ବେଳେ ଜରୁରୀ ସେବା ଚାଲୁ ରଖିବାକୁ ଅନୁମତି ଦିଆଯାଇଛି । କେବଳ ଚାଲି ଚାଲି ପରିବା ପାଇଁ ଯାଇ ହେବ । ଘର ଠାରୁ ୫ଶହ ମିଟର ଦୂର ଯାଏଁ ଚାଲି ଚାଲି ପରିବା ଆଣି ହେବ ।  ସକାଳ ୬ରୁ ଦିନ ୧୨ ଯାଏ  ଚାଲି ଚାଲି ପରିବା ଆଣି  ହେବ । 
୨- ସ୍ୱାସ୍ଥ୍ୟ ସେବା ଓ ଅନ୍ୟ ଜରୁରୀ ସେବା ପାଇଁ କଟକଣା ନାହିଁ
୩- ହସ୍ପିଟାଲ, ନର୍ସିଂହୋମ ଓ ଔଷଧ ଦୋକାନ ଖୋଲା ରହିବ
୪- ରାସନ ଦୋକାନ ଗ୍ରୋସରୀ, ଫଳ ଦୋକାନ ଖୋଲା ରହିବ
୫- ମାଛ, ମାଂସ, ଅଣ୍ଡା ଓ କ୍ଷୀର ଦୋକାନ ଖୋଲା ରହିବ
୬- ସୋମବାରରୁ ଶୁକ୍ରବାର ସକାଳ ୬ରୁ ୧୨ ଏସବୁ ଖୋଲା ରହିବ 
୭- ରେଷ୍ଟୁରାଣ୍ଟ ଓ ଢାବା କେବଳ ଖାଦ୍ୟ ପାର୍ସଲ ଦେଇପାରିବେ
୮- ଫ୍ଲିପକାର୍ଡ, ଆମାଜନ, ଜୋମାଟୋ ଆଦିର ଡେଲିଭରି ବୟଙ୍କୁ ଅନୁମତି

Powered by Froala Editor

Tags Luckdown

Related articles Odisha News Lens 4.1

  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ
    ଦେଶ-ଦେଶାନ୍ତର

    ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ

    14362
    Sep 15, 2026
  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍
    ଦେଶ-ଦେଶାନ୍ତର

    ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    14120
    Sep 16, 2026
  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର  ଡ଼. ସଞ୍ଜୁକ୍ତା ପରାଶର
    ଦେଶ-ଦେଶାନ୍ତର

    ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    14015
    Sep 16, 2026
  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ
    ଦେଶ-ଦେଶାନ୍ତର

    ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ

    15551
    Sep 15, 2026
  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ

    13532
    Sep 16, 2026
  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

    15069
    Sep 16, 2026
  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା

    15633
    Sep 16, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...

    14766
    Sep 16, 2026
  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ
    ଦେଶ-ଦେଶାନ୍ତର

    ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

    15099
    Sep 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14766
    Sep 16, 2026
  • ଦେଶ-ଦେଶାନ୍ତର

    ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ

    14362
    Sep 15, 2026
  • ଦେଶ-ଦେଶାନ୍ତର

    ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

    15069
    Sep 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17098
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17780
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17765
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18170
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14560
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16183
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14713
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14022
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14830
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି

ଭୁବନେଶ୍ୱର  : ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଆଲୁମିନିୟମର ଆଲୁମିନା ବିଶୋଧନାଗାର ଆଖପା ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14647
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14317
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14082
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14712
    Sep 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

    15099
    Sep 16, 2026
  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ

    13532
    Sep 16, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14766
    Sep 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In