Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

ରାଜ୍ୟ
Home ›› ରାଜ୍ୟ ›› ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

2022-03-14 04:55:56
14679
Share:
Facebook
Twitter
E-Mail
WhatsApp
Telegram
 ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ଭୁବନେଶ୍ୱର: ଅକ୍ସନ ମୋଡରେ ଭିଜିଲାନ୍ସ । ଗତ କିଛି ଦିନ ହେବ ଅନେକ ସରକାରୀ ବାବୁମାନେ ଭିଜିଲାନ୍ସ ଜାଲରେ ଫସିଛନ୍ତି । ତେବେ ଆଜି ଭୁବନେଶ୍ୱରରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଭିଜିଲାନ୍ସ ହାବୁଡରେ ପଡିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆର୍ ଆଣ୍ଡ ବି ଡିଭିଜନ ଫୋର୍ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ ମିଶ୍ରଙ୍କ ଘର ଭିଜିଲାନ୍ସ ରେଡ୍ କରୁଛି ।


ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଚଢାଉ ଜାରି ରଖିଛି । ଭୁବନେଶ୍ୱର, ଢେଙ୍କାନାଳ ଓ ତାଳଚେରର ୬ଟି ସ୍ଥାନରେ ରେଡ୍ ଜାରି ରହିଥିବା ସୂଚନା ମିଳିଛି ।
ଗତ କିଛି ଦିନ ହେବ ସେ ଭିଜିଲାନ୍ସ ସ୍କାନରରେ ଥିଲେ । ସେ ରହୁଥିବା ସ୍ଥାନରୁ ନଗଦ ୮୩ଲକ୍ଷ ଟଙ୍କା ଜବତ୍ ହୋଇଛି । ସେ ଘର ତିଆରି ପାଇଁ ଟଙ୍କା ଆଣି ଥିଲେ ବୋଲି କହିଛନ୍ତି ।

Powered by Froala Editor

Tags vigilance

Related articles Odisha News Lens 4.1

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15169
    Jun 20, 2026
  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14495
    Jun 20, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14208
    Jun 21, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15464
    Jun 21, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15056
    Jun 20, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13864
    Jun 20, 2026
  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15314
    Jun 21, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13473
    Jun 21, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15515
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15314
    Jun 21, 2026
  • ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14495
    Jun 20, 2026
  • ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15169
    Jun 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16936
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17555
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17605
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17998
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14208
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15362
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14275
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15722
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14938
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14867
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15479
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15229
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13473
    Jun 21, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14208
    Jun 21, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ

    15515
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In