Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ...

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ...

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ

  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ...

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ...

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

Home ›› ››ହୃଦୟକୁ ଛୁଉଁଛି ‘ଦି କାଶ୍ମୀର ଫାଇଲ୍ସ’, ବକ୍ସ ଅଫିସରେ ରେକର୍ଡ

ହୃଦୟକୁ ଛୁଉଁଛି ‘ଦି କାଶ୍ମୀର ଫାଇଲ୍ସ’, ବକ୍ସ ଅଫିସରେ ରେକର୍ଡ

2022-03-14 16:15:01
14865
Share:
Facebook
Twitter
E-Mail
WhatsApp
Telegram
ହୃଦୟକୁ ଛୁଉଁଛି ‘ଦି କାଶ୍ମୀର ଫାଇଲ୍ସ’, ବକ୍ସ ଅଫିସରେ ରେକର୍ଡ

ବକ୍ସ ଅଫିସରେ ରେକର୍ଡ ସୃଷ୍ଟି କରିଛି ଚଳଚ୍ଚିତ୍ର ‘ଦି କାଶ୍ମୀର ଫାଇଲ୍ସ’ । ଏହି ଚଳଚ୍ଚିତ୍ର ପ୍ରେକ୍ଷାଳୟରେ ରିଲିଜ ହେବା ପୂର୍ବରୁ ଅନେକ ବିବାଦ ଘେରକୁ ଆସିଥିଲା । କଶ୍ମୀରୀ ପଣ୍ଡିତଙ୍କ ନରସଂହାରର ଏମିତି ଏକ ସତ୍ୟ ଘଟଣା ଯାହାକୁ ଏତେ ବର୍ଷ ପର୍ଯ୍ୟନ୍ତ କୌଣସି ନିର୍ଦ୍ଦେଶକ ଦେଖାଇବାକୁ ସାହାସ କରି ପାରିନଥିଲେ। କିନ୍ତୁ ଏହା କରି ଦେଖାଇଛନ୍ତି ବିବେକ ଅଗ୍ନିହୋତ୍ରୀ। ଫିଲ୍ମରେ କଶ୍ମୀରର ସବୁଠୁ ଗମ୍ଭୀର ଏବଂ ସମ୍ବେଦନଶୀଳ ପ୍ରସଙ୍ଗକୁ ଦର୍ଶକଙ୍କ ସାମ୍ନାରେ ରଖିଛନ୍ତି। ସ୍ଵାଧୀନତା ପରେ ଘାଟିରେ ଯେଉଁ ଘଟଣା ଘଟିଥିଲା ତାହା ହୃଦୟ ବିଦାରକ ଥିଲା। ହେଲେ ଏହାକୁ ପରଦାରେ ଦେଖାଇବା ସେତେଟା ସହଜ କାମ ନଥିଲା। ମାତ୍ର ଚଳଚ୍ଚିତ୍ରଟି ରିଲିଜ୍ ହେବା ଦିନଠାରୁ ଫିଲ୍ମ ଆଶା ଠାରୁ ଭଲ ପ୍ରଦର୍ଶନ କରୁଛି ।

‘ଦ କଶ୍ମୀର ଫାଇଲ୍ସ’କୁ ଲୋକେ ହୃଦୟରୁ ବେଶ୍ ପ୍ରଶଂସା କରୁଛନ୍ତି। କେବଳ ଏତିକି ନୁହେଁ ଦର୍ଶକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ସୀମିତ ସ୍କ୍ରିନ ସହିତ ରିଲିଜ୍ ହୋଇଥିବା ଏହି ଫିଲ୍ମ ପାଇଁ ସ୍କ୍ରିନ ସଂଖ୍ୟା ବଢାଇ ଦିଆଯାଇଛି।

ପ୍ରଭାସଙ୍କ ଷ୍ଟାରର ଫିଲ୍ମ ‘ରାଧେ ଶ୍ୟାମ’ ଏବଂ ‘ଦ କଶ୍ମୀର ଫାଇଲ୍ସ’ ଗୋଟିଏ ଦିନ ମାର୍ଚ୍ଚ ୧୧ରେ ରିଲିଜ୍ ହୋଇଥିଲା। ଖବର ମୁତାବକ ପ୍ରଭାସଙ୍କ ଫିଲ୍ମ ରାଧେ ଶ୍ୟାମ କାରଣରୁ ଏହି ଫିଲ୍ମକୁ କେବଳ ୬୫୦ ସ୍କ୍ରିନ ସହିତ ଦେଶବ୍ୟାପୀ ରିଲିଜ୍ କରାଯାଇଥିଲା। ଏମିତିରେ ଦର୍ଶକଙ୍କ କହିବା କଥା ଏକ ଭଲ ଫିଲ୍ମ ଏବଂ ଜରୁରୀ ଫିଲ୍ମ ହୋଇଥିବା ପରେ ମଧ୍ୟ ଏହାକୁ ଏତେ କମ ସ୍କ୍ରିନରେ କାହିଁକି ପ୍ରଦର୍ଶିତ କରାଯାଉଛି। ତେଣୁ ଦର୍ଶକଙ୍କ ଦାବି ପରେ ରବିବାର ପର୍ଯ୍ୟନ୍ତ ଫିଲ୍ମର ସ୍କ୍ରିନ ସଂଖ୍ୟା ୬୫୦ରୁ ବଢାଯାଇ ୨୦୦୦ କରି ଦିଆଯାଇଛି। ଏହି ଚଳଚ୍ଚିତ୍ର ରବିବାର ଦିନ ପ୍ରାୟ ୧୪ କୋଟି ଆୟ କରିଛି। ରବିବାର ହୋଇଥିବା ଆୟ ପରେ ଏହା ନିଜେ ହିଁ ନିଜର ଏକ ସ୍ୱତନ୍ତ୍ର ରେକର୍ଡ ସୃଷ୍ଟି କରିଛି। କରୋନା ପରେ ଏହା ପ୍ରଥମ ସୁପରହିଟ୍‍ ଚଳଚ୍ଚିତ୍ର ବୋଲି କୁହାଯାଉଛି।

ଅନ୍ୟପଟେ ହରିୟାଣା, ଗୁଜରାଟ ଏବଂ ମଧ୍ୟ ପ୍ରଦେଶରେ ଏହି ଫିଲ୍ମକୁ ରାଜ୍ୟରେ ଟ୍ୟାକ୍ସ ଫ୍ରି କରିଛନ୍ତି। ଏହି ଫିଲ୍ମରେ ଅନୁପମ ଖେର ଏବଂ ମିଥୁନ ଚକ୍ରବର୍ତ୍ତୀଙ୍କ ଅଭିନୟକୁ ଦର୍ଶକେ ଖୁବ୍ ପ୍ରଶଂସା କରୁଛନ୍ତି। ଫିଲ୍ମରେ ପଲ୍ଲବି ଯୋଶୀ, ଦର୍ଶନ କୁମାର, ଚିନ୍ମୟ ମଣ୍ଡଲେକର, ପୁନିତ ଇସର ପରି ବରିଷ୍ଠ କଳାକାର ପ୍ରଶଂସନୀୟ ଅଭିନୟ କରିଛନ୍ତି। 

Powered by Froala Editor

Tags the kasmir files

Related articles Odisha News Lens 4.1

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ
    ଦେଶ-ଦେଶାନ୍ତର

    ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    14952
    May 12, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...
    ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...

    13505
    May 12, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ
    ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    14915
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15222
    May 11, 2026
  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ
    ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14187
    May 12, 2026
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...
    ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...

    13892
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା
    ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13857
    May 12, 2026
  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    14089
    May 12, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15562
    May 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    14915
    May 12, 2026
  • ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15562
    May 12, 2026
  • ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ଉଦୟାନିଧି ଷ୍ଟାଲିନ

    13505
    May 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15414
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16091
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14533
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15502
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15239
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15134
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13948
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    14952
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13857
    May 12, 2026
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

    13892
    May 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In