Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ...

  • ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ...

  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

  • ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

  • ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ...

  • ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ...

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ...

  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମମତା ୭ ହଜାର ଭୋଟରେ ପଛୁଆ

ମମତା ୭ ହଜାର ଭୋଟରେ ପଛୁଆ

2021-05-02 05:55:38
14223
Share:
Facebook
Twitter
E-Mail
WhatsApp
Telegram
ମମତା ୭ ହଜାର ଭୋଟରେ ପଛୁଆ

କୋଲକାତା : ସାରା ଦେଶର ନଜର ଏବେ ନନ୍ଦୀଗ୍ରାମ ଉପରେ  । ଜିଦରେ ମମତା ବାନାର୍ଜୀ ନିଜ ମୂଳ ଆସନ ଛାଡ଼ି ନନ୍ଦୀଗ୍ରାମରେ ଲଢ଼ିଥିବାବେଳେ ଏକଦା ତାଙ୍କର ଏକାନ୍ତ ଅନୁଗତ ଥିବା ଶୁଭେନ୍ଦୁ ଅଧିକାରୀ ତାଙ୍କ ବିରୋଧରେ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି  । ଏବେ ପୋଷ୍ଟାଲ ଭୋଟ ଗଣତି ସରିଥିବାବେଳେ ଇଭିଏମ ଗଣତି ବି ଆରମ୍ଭ ହୋଇଯାଇଛି  । ଶୁଭେନ୍ଦୁ ନିଜ ପ୍ରତିଦ୍ୱନ୍ଦ୍ୱୀ ମମତାଙ୍କ ଠାରୁ ପ୍ରାୟ ୭ ହଜାରରୁ ଉଦ୍ଧ୍ୱର୍ ଭୋଟରେ ଆଗୁଆ ଅଛନ୍ତି  । ଆହୁରି ବହୁ ରାଉଣ୍ଡ ଭୋଟ ଗଣତି ହେବାର ଥିବାରୁ ନନ୍ଦୀଗ୍ରାମର ଜନତା କାହା ସପକ୍ଷରେ ଭୋଟ ଦେଇଛନ୍ତି ତାହାର ସ୍ପଷ୍ଟ ଚିତ୍ର ଆସିପାରିନାହିଁ  । 

ସୂଚନାଯୋଗ୍ୟଯେ, ପଶ୍ଚିମବଙ୍ଗରେ ୨୯୨ ଆସନ ଥିବାବେଳେ ପୋଷ୍ଟାଲ ଭୋଟ ଗଣତିରେ ମମତାଙ୍କ ଟିଏମସି ୮୭ ଓ ବିଜେପି ୮୦ ଆସନରେ ଆଗରେ ରହିଛି । ଯେତେବେଳେକି କଂଗ୍ରେସ ଓ ବାମ ମେଂଟ ୪ ଆସନରେ ଆଗୁଆ ରହିଛି  । ନନ୍ଦୀଗ୍ରାମ ହେଉଛି ଶୁଭେନ୍ଦୁଙ୍କ ଗଡ଼  । ଉଭୟ ବାଜିମାତ କରିବା ନେଇ ଦୃଢ଼ ଆଶାବାଦୀ ରହିଛନ୍ତି  । ବିଜେପି ମଧ୍ୟ ନନ୍ଦୀଗ୍ରାମ ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦେଇଥିଲା  ।
ସୂଚନାଯୋଗ୍ୟଯେ, ୨୦୧୬ ବିଧାନସଭା ନିର୍ବାଚନରେ ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଟିଏମସିକୁ ୨୧୧ ଆସନ ମିଳିଥିବାବେଳେ ସିପିଏମକୁ ୨୬ ଆସନରେ ସନ୍ତୁଷ୍ଟ ରହିବାକୁ ପଡ଼ିଥିଲା  । ସେହିପରି କଂଗ୍ରେସକୁ ୪୪, ଭାରତୀୟ ଜନତା ପାର୍ଟିକୁ ୩, ଅଲ ଇଣ୍ଡିଆ ଫରୱାଡର଼୍ ବ୍ଲକକୁ ୨, ଆରଏସପିକୁ ୩ ଆସନ ମିଳିଥିଲା  ।

Powered by Froala Editor

Tags Election result

Related articles Odisha News Lens 4.1

  • ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ
    ଦେଶ-ଦେଶାନ୍ତର

    ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ

    14062
    Aug 27, 2026
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook
    ଦେଶ-ଦେଶାନ୍ତର

    ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

    14184
    Aug 27, 2026
  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର
    ଦେଶ-ଦେଶାନ୍ତର

    ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

    15464
    Aug 27, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....
    ବିଶେଷ

    ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14303
    Aug 27, 2026
  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ
    ଦେଶ-ଦେଶାନ୍ତର

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

    14870
    Aug 26, 2026
  • ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ଏବଂ କୋ-ପାଇଲଟ୍‌ଙ୍କ ମୃତ
    ଦେଶ-ଦେଶାନ୍ତର

    ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ଏବଂ କୋ-ପାଇଲଟ୍‌ଙ୍କ ମୃତ

    14636
    Aug 27, 2026
  • ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ
    ଦେଶ-ଦେଶାନ୍ତର

    ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ

    14737
    Aug 27, 2026
  • ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ
    ଦେଶ-ଦେଶାନ୍ତର

    ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ

    15528
    Aug 27, 2026
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି
    ଦେଶ-ଦେଶାନ୍ତର

    ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି

    15696
    Aug 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

    15464
    Aug 27, 2026
  • ବିଶେଷ

    ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14303
    Aug 27, 2026
  • ଦେଶ-ଦେଶାନ୍ତର

    ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

    15109
    Aug 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17054
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17689
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17727
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18124
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14303
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13867
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15265
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15624
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16153
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14450
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15978
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14013
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14278
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ଏବଂ କୋ-ପାଇଲଟ୍‌ଙ୍କ ମୃତ

    14636
    Aug 27, 2026
  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

    15464
    Aug 27, 2026
  • ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ

    14062
    Aug 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In