Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ୟୁକ୍ରେନକୁ ସହାୟତା କରିବ ଆମେରିକା

ୟୁକ୍ରେନକୁ ସହାୟତା କରିବ ଆମେରିକା

2022-03-15 06:57:48
13951
Share:
Facebook
Twitter
E-Mail
WhatsApp
Telegram
ୟୁକ୍ରେନକୁ ସହାୟତା କରିବ ଆମେରିକା

କିଭ୍‌: ଥମୁନି ୟୁକ୍ରେନ୍‌-ରୁଷ ଯୁଦ୍ଧ । ଆଜି ୨୦ ଦିନରେ ମଧ୍ୟ ଦୁଇ ଦେଶ ମଧ୍ୟରେ ଲଢ଼େଇ ଜରିରହିଛି । ଏହାରି ଭିତରେ ଆମେରିକା ୟୁକ୍ରେନକୁ ସହାୟତା କରିବା ନେଇ ଘୋଷଣା କରିଛି । ପୂର୍ବରୁ ଆମେରିକା ୟୁକ୍ରେନକୁ ସହାୟତା ନକରିବା ନେଇ କହିଥିବା ବେଳେ ବର୍ତ୍ତମାନ ରୁଷିଆ ବିରୋଧରେ ୟୁକ୍ରେନ୍‌ ସହ ଆମେରିକା ଛିଡ଼ାହେବ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏନେଇ ଏକ ଟ୍ବିଟ୍‌ କରିଥିବା ଦେଖିବାକୁ ମିଳିଛି । ଟ୍ବିଟରେ ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର ଆମେରିକା ଯୋଗାଇବ ବୋଲି ସେ ସ୍ପଷ୍ଟ କରିଛନ୍ତି ।  ବାଇଡେନଙ୍କ ସୂଚନା ଅନୁସାରେ ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର ଯୋଗାଇବା ନେଇ ସେ ଘୋଷଣା କରିଛନ୍ତି । ଖାଲି ସେତିକି ନୁ‌ହେଁ  ୟୁକ୍ରେନ୍‌ ଶରଣାର୍ଥୀଙ୍କୁ ଆମେରିକାରେ ପ୍ରବେଶ କରିବାକୁ ଅନୁମତି ଦେବାକୁ ସେ କହିଥିବା କହିଛନ୍ତି । ତାହା ସହ ଅର୍ଥ, ଖାଦ୍ୟ ଓ ଅନ୍ୟ ସହାୟତା ଦେବାକୁ ୟୁକ୍ରେନକୁ ପ୍ରତିଶ୍ରୁତି ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ।

ଅନ୍ୟପଟେ ରୁଷ ମଧ୍ୟ ଯୁଦ୍ଧକୁ ଆହୁରି ତୀବ୍ରତ୍ତର କରିବାକୁ ଉଦ୍ୟମ କରୁଛି । ଚୀନଠାରୁ ଅସ୍ତ୍ରଶନ୍ତ୍ରର ସହାୟତା ମାଗୁଛି । ଚୀନ ଏନେଇ ତାର ବିବୃତି ରଖିନଥିବା ବେଳେ ସାରା ବିଶ୍ବ ଏହି ଦୁଇ ଦେଶର ଯୁଦ୍ଧ ଉପରେ ନଜର ରଖିଛି । ସେପଟେ ୟୁକ୍ରେନର ପ୍ରାୟ ସମସ୍ତ ସହରରେ ଘନଘନ ଆକ୍ରମଣ କରୁଛି ରୁଷ । ଆଜି ବି ୟୁକ୍ରେନର ଖାରକିଭ୍‌ ସହର ସହ ଅନ୍ୟାନ୍ୟ ସହରରେ ମିଶାଇଲ ମାଡ଼ କରୁଛି । ଆଜିର ଆକ୍ରମଣରେ ୟୁକ୍ରେନର ବହୁ ଧନଜୀବନ ସହ ସମ୍ପତ୍ତି ନଷ୍ଟ ହୋଇଛି । ୟୁକ୍ରେନ୍‌ ବି ରୁଷର ୬ଟି ଲଢ଼ୁଆ ଗାଡ଼ି ନଷ୍ଟ କରିବା ସହ ୧୦୦ ସୈନିକଙ୍କୁ ହତ୍ୟାକରିଥିବା ଦାବି କରିଛି ।

Powered by Froala Editor

Tags Russia Ukraine war

Related articles Odisha News Lens 4.1

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14018
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13883
    Sep 03, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15741
    Sep 03, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13434
    Sep 04, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14698
    Sep 03, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13825
    Sep 04, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14854
    Sep 04, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13791
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15502
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13434
    Sep 04, 2026
  • ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ...

    14698
    Sep 03, 2026
  • ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15741
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17722
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18141
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13624
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14508
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14811
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14765
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14101
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13791
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14324
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15209
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14727
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13434
    Sep 04, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15741
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14854
    Sep 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In