Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

ରାଜ୍ୟ
Home ›› ରାଜ୍ୟ ››ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

2022-03-16 09:00:05
13682
Share:
Facebook
Twitter
E-Mail
WhatsApp
Telegram
ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର : ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କ ପକ୍ଷରୁ କଡା ଆଭିମୁଖ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ  ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେମାନଙ୍କ ମଧ୍ୟରେ  ୩ ଜଣ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ,ପୁଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ରହିଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହି ୬ ଜଣଙ୍କ ମଧ୍ୟରୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ବାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ୩ ଜଣ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ରହିଛନ୍ତି। ଏମାନଙ୍କ ମଧ୍ୟରୁ ସରୋଜ କୁମାର ଦାସଙ୍କ କାର୍ଯ୍ୟଶୈଳୀ ଆଦୌ ସନ୍ତୋଷଜନକ ନ ଥିଲା ଏବଂ ତାଙ୍କର ଅତୀତର ରେକର୍ଡରୁ ଜଣାଯାଇଛି, କାର୍ଯ୍ୟ କ୍ଷେତ୍ରରେ ଅତ୍ୟନ୍ତ ଅପାରଗ ଥିଲେ। ତାଙ୍କ କାର୍ଯ୍ୟଶୈଳୀରେ ଅସଙ୍ଗତି, ନିଷ୍ଠାର ଅଭାବ ଏବଂ ଅପାରଗତା ଯୋଗୁ ସେ ଜଣେ ସରକାରୀ ଅଧିକାରୀ ଭାବେ ଦାୟିତ୍ବ ତୁଲାଇବା ଜନସ୍ବାର୍ଥର ପରିପନ୍ଥୀ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ନିର୍ବାହୀ ଯନ୍ତ୍ରୀ ଶ୍ରୀ ଦୟାନିଧି ସାମଲଙ୍କ କାର୍ଯ୍ୟକଳାପ ମଧ୍ୟ ସନ୍ତୋଷଜନକ ନ ଥିଲା । ତାଙ୍କର କାର୍ଯ୍ୟକଳାପ ଜଣେ ଦାୟିତ୍ବବାନ ସରକାରୀ କର୍ମଚାରୀଙ୍କ କାର୍ଯ୍ୟର ପରିପନ୍ଥୀ ଓ ଜନସ୍ବାର୍ଥ ବିରୋଧୀ। ଏହାସହିତ ଅପାରଗତା ଓ ଅସାଧୁତା ଆଦି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ନିର୍ବାହୀ ଯନ୍ତ୍ରୀ  ଶ୍ରୀ କରୁଣାକର ଘଡାଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଜଣେ ଯୋଗାଣକାରୀଙ୍କୁ ସେ ଅନୁଚିତ ଅନୁଗ୍ରହ ପ୍ରଦର୍ଶନ କରିଥିଲେ। ତାଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ନୁହେଁ ଏବଂ ତାଙ୍କ ବିରୁଦ୍ଧରେ ଅସାଧୁତାର ପ୍ରମାଣ ମଧ୍ୟ ରହିଛି । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଅନୁଗୁଳ ଜିଲ୍ଲା ପୁଲିସ ଇନ୍‌ସପେକ୍ଟର ଶ୍ରୀ ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।ନୂଆପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ଶ୍ରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍‌କୁ ପଠାଯାଇଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ମିସ୍‌ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ। ସେ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ବର୍ତ୍ତମାନ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

Powered by Froala Editor

Tags Retirement

Related articles Odisha News Lens 4.1

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15341
    Jul 30, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14085
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15329
    Jul 30, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14044
    Jul 30, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14070
    Jul 31, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15302
    Jul 31, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    13840
    Jul 31, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    14995
    Jul 30, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14076
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15469
    Jul 31, 2026
  • ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15341
    Jul 30, 2026
  • ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    14995
    Jul 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17008
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17614
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17666
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18064
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14070
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14323
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15948
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15834
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15488
    Jul 22, 2026

ବାଣିଜ୍ୟ

ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

ଭୁବନେଶ୍ୱରରେ ରପ୍ତାନି ଆଉଟରିଚ୍ ଆଲୋଚନାଚକ୍ର ଆୟୋଜନ କରିବାକୁ ଏଫଆଇଇଓ ସହିତ ସହଭାଗୀତା କଲା ଏକ୍ଜିମ ବ୍ୟାଙ୍କ, ଓଡ଼ିଶାର ବାଣିଜ୍ୟ ଓ ପୁଞ୍ଜିନିବେଶ ସାମର୍ଥ୍ୟ ଉପରେ ଗବେଷଣା ଅଧ୍ୟୟନ ରିପୋର୍ଟ ପ୍ରକାଶ କଲା

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13915
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15028
    Jul 28, 2026
  • ଫିକା ପଡିବ ସୁନାର ଚମକ

    14129
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15763
    Jul 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14044
    Jul 30, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14070
    Jul 31, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ସମାଲୋଚନା।

    15302
    Jul 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In