Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

ରାଜ୍ୟ
Home ›› ରାଜ୍ୟ ›› ହେଲା ମିଛ ଧରା ପରୀକ୍ଷା, କାନ୍ଦିଲେ ଠକ ଡାକ୍ତର

ହେଲା ମିଛ ଧରା ପରୀକ୍ଷା, କାନ୍ଦିଲେ ଠକ ଡାକ୍ତର

2022-03-17 07:46:31
15504
Share:
Facebook
Twitter
E-Mail
WhatsApp
Telegram
 ହେଲା ମିଛ ଧରା ପରୀକ୍ଷା, କାନ୍ଦିଲେ ଠକ ଡାକ୍ତର

ଭୁବନେଶ୍ୱର: ନକଲି ଡାକ୍ତରଙ୍କର ହେଲା ମିଛ ଧରା ପରୀକ୍ଷା । ସତ ମିଛର ପରୀକ୍ଷାରେ ୫ ଘଣ୍ଟାରେ ୫୦ରୁ ଅଧିକ ପ୍ରଶ୍ନର ସାମ୍ନା କଲେ ରସକିଆ ନକଲି ଡାକ୍ତର ରମେଶ ସ୍ୱାଇଁ । ଗୁଡ଼ାଇ ତୁଡ଼ାଇ ପ୍ରଶ୍ନ ବେଳେ ତିନି ଥର ପାଣି ପିଇବା ସହ କାନ୍ଦି ମଧ୍ୟ ପକାଇଥିଲେ ଧୃତ ରମେଶ ।
ରମେଶଙ୍କୁ ରିମାଣ୍ଡରେ ନେଇ ପଚରାଉଚରା ପରେ ତାଙ୍କ କଥାରେ ତାଳମେଳ ରହୁ ନ ଥିବାରୁ ଲାଏ ଡିଟେକ୍ସନ ଟେଷ୍ଟ ପାଇଁ ଅନୁମତି ମାଗିଥିଲେ ଭୁବନେଶ୍ୱର ଡିସିପି। କୋର୍ଟଙ୍କ ଅନୁମତି ପରେ ଗତକାଲି ଧୃତ ରମେଶଙ୍କର ହୋଇଥିଲା ମିଛ ଧରା ପରୀକ୍ଷା । ଏଥିନିମନ୍ତେ ଝାଡପଡା ଜେଲ୍‌ରୁ କଡା ସୁରକ୍ଷାରେ ମହିଳା ଥାନା ପୁଲିସ୍‌ ଅଣା ଯାଇଥିଲା। ଏହାପରେ ରାଜ୍ୟ ଫୋରେନସିକ କାର୍ୟ୍ୟାଳୟର ଲାଏ ଡିଟେକ୍ସନ ବିଭାଗରେ ଦୀର୍ଘ ୫ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିଲା ସତ ମିଛର ପରୀକ୍ଷା ।
ଅନେକ ପ୍ରଶ୍ନରେ କେତେ ସତ ଉଗାରିଛନ୍ତି ରମେଶ ତାହାର ରିପୋର୍ଟ ଖୁବ୍‌ଶୀଘ୍ର ଆସିଲେ ଲୋକଲୋଚନକୁ ଆସିବ ସବୁ ସତ ।
ରମେଶଙ୍କ କଳା କାରନାମା ବାବଦରେ କମିଶନରେଟ ପୁଲିସ୍‌ ତାଙ୍କ ପ୍ରଥମ ସ୍ତ୍ରୀଙ୍କୁ ଆଣି ଗୁଡ଼ାଇତୁଡ଼ାଇ ପଚାରୁଥିବା ବେଳେ ଏବେ ପୁଲିସ୍‌ ପଞ୍ଝାରେ ପଡ଼ିଛି ତାଙ୍କ ଡ୍ରାଇଭର ପପୁ। ପପୁକୁ ନୟାଗଡ଼ ଜିଲ୍ଲା ରଣପୁରରୁ ଉଠାଇ ଆଣି ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି ପୁଲିସ୍‌  । ରମେଶଙ୍କ ଠକେଇ ମାମଲାରେ ପପୁର ସଂପୃକ୍ତି ନେଇ ପ୍ରମାଣ ପାଇଥିବା ପୁଲିସ୍‌ ତାକୁ ଖୋଜୁଥିଲା। ରମେଶ  ଏକାଧିକ ମହିଳାଙ୍କୁ ପ୍ରେମ ଜାଲରେ ଫସାଇ ବିବାହ କରିଥିବା ଷଡ଼ଯନ୍ତ୍ରରେ ତାଙ୍କ ଡ୍ରାଇଭର ସିଧାସଳଖ ଜଡ଼ିତ ଥିବା ପୁଲିସ୍‌ ପ୍ରମାଣ ପାଇଲା ପରେ ତାକୁ ଧରିବାକୁ ଉଦ୍ୟମ କରୁଥିଲା । ଚାକିରୀ ଦେବାକୁ କହି ରମେଶ ଟଙ୍କା ଠକେଇ କରିଥିବା ମାମଲାରେ ମଧ୍ୟସ୍ଥି ସାଜିଥିଲା ଡ୍ରାଇଭର ପପୁ । ହେଲେ ରମେଶ ଗିରଫ ହେବା ପରଠୁ ଫେରାର ଥିବା ପପୁକୁ ଶେଷରେ ମାଡ଼ି ବସିଛି ପୁଲିସ୍‌। ଏବେ ପପୁଠୁ ସତ ଉଗାରି ପୁଲିସ୍‌ ନକଲି ଡାକ୍ତରଙ୍କ ଅଧିକ ଗୁମର ଖୋଲିବାକୁ ଜୋରଦାର ଚେଷ୍ଟା କରିବ ।

ନକଲି ଡକ୍ଟର ରମେଶ  ସ୍ୱାଇଁ ଏକାଧିକ ମହିଳାଙ୍କୁ ପ୍ରେମ ଜାଲରେ ଫସାଇ ବିବାହ କରିଥିବା ଷଡ଼ଯନ୍ତ୍ରରେ ରମେଶଙ୍କ ଡ୍ରାଇଭର ସିଧାସଳଖ ଜଡ଼ିତ ଥିବା ପୁଲିସ୍‌ ପ୍ରମାଣ ପାଇଲା ପରେ ତାକୁ ଧରିବାକୁ ଉଦ୍ୟମ କରୁଥିଲା । ଏମିତିକି   ଚାକିରୀ ଦେବାକୁ କହି ରମେଶ ଟଙ୍କା ଠକେଇ କରିଥିବା ମାମଲାରେ ମଧ୍ୟସ୍ଥି ସାଜିଥିଲା ଡ୍ରାଇଭର ପପୁ । ଏବେ ଡ୍ରାଇଭର ଧରାପଡ଼ିବା ପରେ ପୁଲିସ୍‌ ନକଲି ଡାକ୍ତରଙ୍କ ଗୁମର ଖୋଲିବାକୁ ଜୋରଦାର ଚେଷ୍ଟା କରିବ ।

Powered by Froala Editor

Tags Fake doctor

Related articles Odisha News Lens 4.1

  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14570
    Jul 02, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    16000
    Jul 02, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14915
    Jul 03, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14825
    Jul 04, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15099
    Jul 02, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13736
    Jul 04, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15516
    Jul 03, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15630
    Jul 04, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13662
    Jul 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13736
    Jul 04, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14570
    Jul 02, 2026
  • ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15516
    Jul 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16964
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17575
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17627
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18024
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14915
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14552
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14321
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15939
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15812
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15807
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15697
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13801
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14909
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ଉଦ୍ଧବ ଠାକ୍‌ରେ

    14825
    Jul 04, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    16000
    Jul 02, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15630
    Jul 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In