Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ...

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ...

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ...

  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ...

  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବୈଜୟନ୍ତ ପଣ୍ଡାଙ୍କ ଦମଦାର ପ୍ରଦର୍ଶନ

ବୈଜୟନ୍ତ ପଣ୍ଡାଙ୍କ ଦମଦାର ପ୍ରଦର୍ଶନ

2021-05-02 06:25:28
14493
Share:
Facebook
Twitter
E-Mail
WhatsApp
Telegram
ବୈଜୟନ୍ତ ପଣ୍ଡାଙ୍କ ଦମଦାର ପ୍ରଦର୍ଶନ

ଗୌହ୍ୱାଟୀ : ଶୀର୍ଷକଟି ନିଶ୍ଚିତ ଭାବେ ସମସ୍ତଙ୍କୁ ଚକିତ କରୁଥିବ  । ଓଡ଼ିଶାରେ ତ ନିର୍ବାଚନ ନଥିଲା ତେବେ ବୈଜୟନ୍ତ ପଣ୍ଡା କିଭଳି ଦମଦାର ପ୍ରଦର୍ଶନ କଲେ ? ଏମିତି ପ୍ରଶ୍ନ ଉଠିବା ସ୍ୱାଭାବିକ  । ତେବେ ଆସାମରେ ବିଜେପି ସରକାର ଗଢ଼ିବା ନିଶ୍ଚିତ ହୋଇଯାଇଛି  । ଆସାମ ଦାୟିତ୍ୱରେ ରହିଛନ୍ତି ବୈଜୟନ୍ତ ପଣ୍ଡା  । ଗତ କିଛି ମାସ ଧରି ସେ ଆସାମରେ ହିଁ ରହିଥିଲେ । ତେଣୁ ଦାୟିତ୍ୱରେ ଥିବାରୁ ବିଜୟର ଶ୍ରେୟ ତାଙ୍କ ପାଖକୁ ମଧ୍ୟ କିଛି ମାତ୍ରାରେ ଯିବ  ।

ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ ଆସାମରେ ଏବେ ବିଜେପି ୫୬ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୨୮ ଆସନରେ ଆଗୁଆ ରହିଛି  । ସେହିପରି ଏଆଇୟୂଡିଏମଏଫ ୧୧, ଏଜିପି ୧୦, ବିପିଏଫ ୨, ୟୂପିପି ୭ ଆସନରେ ଅଗ୍ରଣୀ ଲାଭ କରିଛନ୍ତି  ।

ଆସାମରେ ପୂର୍ବରୁ ବିଜେପିର ସରକାର ଥିଲା  । ତେବେ ଏନଆରସି ଲାଗୁ ହେବା ପରେ ସେଠାରେ ବିଜେପିର ଦବଦବା କମିଥିବା କୁହାଯାଉଥିଲା  । କିନ୍ତୁ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଦୃଢ଼ ସଂଗଠନ ବିଜେପିର ଭୋଟ ହାର ବଢ଼ାଇବାରେ ସମର୍ଥ ହୋଇଛି  ।

୨୦୧୬ ଆସାମ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିକୁ ୬୦ ଆସନ ମିଳିଥିବାବେଳେ ଆସାମ ଗଣ ପରିଷଦକୁ ୧୪ ଆସନ ମିଳିଥିଲା  । ସେହିପରି ବୋଡେ଼ାଲାଣ୍ଡ ପିପୁଲସ ଫ୍ରଂଟକୁ ୧୨ ଆସନ ମିଳିଥିଲା  । ଅପରପକ୍ଷରେ କଂଗ୍ରେସକୁ ୨୬ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା  । ଅଲ ଇଣ୍ଡିଆ ୟୂନାଇଟେଡ ଡେମୋକ୍ରାଟିକ ଫ୍ରଂଟ ୧୩ ଆସନ ପାଇଥିଲା  ।

Powered by Froala Editor

Tags Baijayanta panda

Related articles Odisha News Lens 4.1

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ
    ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    13859
    Oct 12, 2026
  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14383
    Oct 12, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14396
    Oct 12, 2026
  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14659
    Oct 12, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13994
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13825
    Oct 11, 2026
  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା
    ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    14810
    Oct 12, 2026
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ
    ଦେଶ-ଦେଶାନ୍ତର

    ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14231
    Oct 12, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13984
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14383
    Oct 12, 2026
  • ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14396
    Oct 12, 2026
  • ଦେଶ-ଦେଶାନ୍ତର

    ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14659
    Oct 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17174
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17864
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17820
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18238
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14521
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14627
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15632
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14306
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16042
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15799
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15028
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15550
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14027
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14383
    Oct 12, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14396
    Oct 12, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13825
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In