Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭୟଙ୍କର ସ୍ଥିତି: କିଭ୍‌ରେ ଏପର୍ୟ୍ୟନ୍ତ ୨୨୮ ଲୋକଙ୍କ ମୃତ୍ୟୁ

ଭୟଙ୍କର ସ୍ଥିତି: କିଭ୍‌ରେ ଏପର୍ୟ୍ୟନ୍ତ ୨୨୮ ଲୋକଙ୍କ ମୃତ୍ୟୁ

2022-03-20 08:39:25
14822
Share:
Facebook
Twitter
E-Mail
WhatsApp
Telegram
ଭୟଙ୍କର ସ୍ଥିତି: କିଭ୍‌ରେ ଏପର୍ୟ୍ୟନ୍ତ ୨୨୮ ଲୋକଙ୍କ ମୃତ୍ୟୁ

କିଭ୍‌: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଜାରି ଥିବା ଯୁଦ୍ଧ ବନ୍ଦ ହେବା ପାଇଁ ସ୍ଥାୟୀ ରୂପେ କୌଣସି ସମାଧାନର ରାସ୍ତା ବାହାରି ପାରି ନାହିଁ । ବରଂ ୟୁକ୍ରେନ୍ ଉପରେ ଆକ୍ରମଣ କରିବା ପାଇଁ ରୁଷିଆ ନୂଆ ରଣନୀତି କରୁଛି । ୟୁକ୍ରେନ୍‌ର ରାଜଧାନୀ କିଭ୍‌ରେ ଏପର୍ୟ୍ୟନ୍ତ ୨୨୮ ଜଣ ଲୋକଙ୍କର ମୃତ୍ୟୁ ହୋଇସାରିଛି । ତେବେ ଯୁଦ୍ଧ ପୀଡିତ ଶିଶୁମାନଙ୍କୁ ପୋପ୍ ଫ୍ରାନ୍ସିସ ଭେଟିଛନ୍ତି । 

ପୋପ୍ ଫ୍ରାନ୍ସିସ ଭାଟିକାନ୍ ହସ୍ପିଟାଲରେ ୟୁକ୍ରେନ୍‌ର ଶିଶୁମାନଙ୍କୁ ଭେଟିଛନ୍ତି । ସୂଚନାଯୋଗ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ୟୁକ୍ରେନ୍‌ରୁ ଆସିଥିବା ୧୯ ଜଣ ଶିଶୁଙ୍କୁ ଏହି ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା । ୟୁକ୍ରେନ୍ ଦାବି କରିଛି ଯେ, ରୁଷିଆର ଆକ୍ରମଣରେ କିଭ୍‌ରେ ୨୨୮ ଜଣ ଲୋକଙ୍କର ମୃତ୍ୟୁ ହୋଇଛି । ମେୟର କାର୍ୟ୍ୟାଳୟ ପକ୍ଷରୁ ଜାରି ହୋଇଥିବା ବୟାନରେ କୁହାଯାଇଛି ଯେ କିଭ୍‌ରେ ରୁଷିଆ ଆକ୍ରମଣ ଯୋଗୁଁ ୪ ଜଣ ଶିଶୁଙ୍କର ମୃତ୍ୟୁ ହୋଇଛି ।
ଗତ ଫେବ୍ରୁଆରୀ ମାସ ୨୪ ତାରିଖ ଠାରୁ ଯୁଦ୍ଧ ଚାଲିଛି । ଯୁଦ୍ଧ ଦିନକୁ ଦିନ ଆହୁରି ଭୟଙ୍କର ସ୍ଥିତି ଆଡ଼କୁ ମୁହାଁଉଛି ।

Powered by Froala Editor

Tags War

Related articles Odisha News Lens 4.1

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15213
    Oct 01, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15108
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15058
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15664
    Oct 01, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15437
    Oct 01, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14965
    Oct 01, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14862
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14519
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    14873
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14965
    Oct 01, 2026
  • ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15664
    Oct 01, 2026
  • ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15151
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17142
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17831
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17796
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18211
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15251
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14022
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15761
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15328
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14702
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14684
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14388
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15956
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14965
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14519
    Oct 01, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14862
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In