Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 10, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

  • ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ

  • ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ କଡା ...

  • ବାତିଲ ହେଲା ସବୁ ସେନାଧିକାରୀଙ୍କ ଛୁଟି

  • ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି, ...

  • 'ପାକିସ୍ତାନକୁ ପୁରା ଧ୍ୱଂସ କରିଦେବା ...

  • ଭାରତ-ପାକିସ୍ତାନ ଯୁଦ୍ଧ: ସଉଦି ଆରବ ସହ ...

  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ...

  • ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ...

  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭାରତରେ ପହଞ୍ଚିଲା ନବୀନଙ୍କ ମୃତଦେହ

ଭାରତରେ ପହଞ୍ଚିଲା ନବୀନଙ୍କ ମୃତଦେହ

2022-03-21 05:42:08
15140
Share:
Facebook
Twitter
E-Mail
WhatsApp
Telegram
ଭାରତରେ ପହଞ୍ଚିଲା ନବୀନଙ୍କ ମୃତଦେହ

ବାଙ୍ଗାଲୁର: ଯୁଦ୍ଧ କ୍ଷତିଗ୍ରସ୍ତ ୟୁକ୍ରେନର ଖାରକିଭ୍‌ରେ ବୋମାମାଡ଼ରେ ପ୍ରାଣ ହରାଇଥିବା ଭାରତୀୟ ଡାକ୍ତରୀ ଛାତ୍ର ନବୀନ ଶେଖରପ୍ପ୍ପାଙ୍କ ମୃତଦେହ ଆଜି ସକାଳେ ଭାରତରେ ପହଞ୍ଚିଛି । ମୃତ୍ୟୁର ଦୀର୍ଘ ୨୦ ଦିନ ପରେ ଭାରତ ଫେରିଛି  ନବୀନଙ୍କ ମୃତଦେହ ।  ଜନସମାଜର କଲ୍ୟାଣ ନିମନ୍ତେ ଅନ୍ତିମ ସଂସ୍କାର  ପରିବର୍ତ୍ତେ ପୁଅ ମୃତଦେହକୁ କର୍ଣ୍ଣାଟକ ମେଡିକାଲକୁ ହସ୍ତାନ୍ତର କରିବା ଲାଗି ନିଷ୍ପତ୍ତି ନେଇଛନ୍ତି  ପରିବାର ଲୋକ ।
ଦୁର୍ଭାଗ୍ୟବଶଃତ ୟୁକ୍ରେନ ଯୁଦ୍ଧରେ ଗତ ୧ ତାରିଖରେ ପ୍ରାଣ ହରାଇଥିଲେ ୨୧ ବର୍ଷୀୟ  ଭାରତୀୟ ଡାକ୍ତରୀ ଛାତ୍ର ନବୀନ ଶେଖରପ୍ପା । ନବୀନଙ୍କ ପାର୍ଥୀବ ଶରୀର ଭାରତ ଫେରାଇ ଆଣିବା ଲାଗି ଦୀର୍ଘ ଦିନ ହେଲା କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଥିଲା। ନବୀନଙ୍କ ପାର୍ଥୀବ ଶରୀରକୁ ନେଇ ଏକ ସ୍ୱତନ୍ତ୍ର ବିମାନ ଆଜି ଭୋର ୩ଟାରେ ବାଙ୍ଗାଲୁର ଏୟାରପୋର୍ଟରେ ପହଞ୍ଚିଥିଲା। ସେଠାରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ପାର୍ଥୀବ ଶରୀରରେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ଏହାପରେ   ଏକ ସୁସଜ୍ଜିତ ଗାଡ଼ିରେ ନବୀନଙ୍କ ମୃତଦେହ ତାଙ୍କ ପୈତୃକ ଗ୍ରାମ ଅଭିମୁଖେ ଯାଇଛି।
ନବୀନଙ୍କ ଘର କର୍ଣ୍ଣାଟକର ହାବେରି ଅଞ୍ଚଳରେ। ସେ ଖାରକିଭସ୍ଥିତ ଏକ ମେଡିକାଲ କଲେଜର ଶେଷ ବର୍ଷ ଛାତ୍ର ଥିଲେ। ଗତ ୧ ତାରିଖ ସକାଳେ ରୁଷିଆ ତରଫରୁ ଖାରକିଭ ଉପରେ ପ୍ରବଳ ବୋମାମାଡ଼ ହେଉଥିଲା। ଏହି ସମୟରେ ସେ ସଉଦା କିଣିବାକୁ ବାହାରକୁ ଯାଇଥିଲେ। ଖାରକିଭର ଗଭର୍ଣ୍ଣର ହାଉସ ନିକଟରେ ଥିବା ସୁପର ମାର୍କେଟରେ ନବୀନ ଲାଇନରେ ଛିଡ଼ା ହୋଇଥିବା ବେଳେ ହଠାତ୍‌ ବୋମା ମାଡ଼ରେ ତାଙ୍କ ଜୀବନ ଯାଇଥିଲା। ଏନେଇ ନବୀନଙ୍କ ପରିବାର ଲୋକଙ୍କୁ ଅବଗତ କରାଯାଇଥିଲା। ସେବେଠୁ ପୁଅର ମୃତଦେହ ଫେରିବା ବାଟକୁ ଅପେକ୍ଷା କରି ରହିଥିଲେ ପରିବାର ଲୋକ । ।

Powered by Froala Editor

Tags Deadbody of naveen

Related articles Odisha News Lens 4.1

  • ଭାରତ-ପାକିସ୍ତାନ ଯୁଦ୍ଧ: ସଉଦି ଆରବ ସହ ବନ୍ଧୁତାକୁ ମଜଭୁତ କରୁଛି ବାଂଲାଦେଶ
    ଦେଶ-ଦେଶାନ୍ତର

    ଭାରତ-ପାକିସ୍ତାନ ଯୁଦ୍ଧ: ସଉଦି ଆରବ ସହ ବନ୍ଧୁତାକୁ ମଜଭୁତ କରୁଛି ବାଂଲାଦେଶ

    15089
    May 09, 2025
  • ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର
    ଦେଶ-ଦେଶାନ୍ତର

    ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର

    14048
    May 08, 2025
  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା
    ବିଶେଷ

    ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

    14832
    May 10, 2025
  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼

    14901
    May 08, 2025
  • ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ
    ବିଶେଷ

    ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ

    14746
    May 10, 2025
  • ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ କଡା ନିର୍ଦ୍ଦେଶ ଦେଲେ ଜେପି ନଡ୍ଡା
    ଦେଶ-ଦେଶାନ୍ତର

    ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ କଡା ନିର୍ଦ୍ଦେଶ ଦେଲେ ଜେପି ନଡ୍ଡା

    14907
    May 09, 2025
  • 'ପାକିସ୍ତାନକୁ ପୁରା ଧ୍ୱଂସ କରିଦେବା ଦରକାର'
    ଦେଶ-ଦେଶାନ୍ତର

    'ପାକିସ୍ତାନକୁ ପୁରା ଧ୍ୱଂସ କରିଦେବା ଦରକାର'

    14523
    May 09, 2025
  • ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି, ଆତଙ୍କିତ ହୁଅନ୍ତୁ ନାହିଁ: ଆଇଓସିଏଲ୍‍ ପକ୍ଷରୁ ...
    ଦେଶ-ଦେଶାନ୍ତର

    ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି, ଆତଙ୍କିତ ହୁଅନ୍ତୁ ନାହିଁ: ଆଇଓସିଏଲ୍‍ ପକ୍ଷରୁ ...

    15708
    May 09, 2025
  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ...
    ଦେଶ-ଦେଶାନ୍ତର

    ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ...

    15082
    May 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର

    14048
    May 08, 2025
  • ବିଶେଷ

    ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

    14832
    May 10, 2025
  • ଦେଶ-ଦେଶାନ୍ତର

    ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ପ୍ରବେଶ ଉପରେ କଟକଣା ଜାରି

    15082
    May 09, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16594
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16879
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15430
    Apr 03, 2021

ବିଶେଷ

  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

    14832
    May 10, 2025
  • ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ

    14746
    May 10, 2025
  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14827
    May 08, 2025
  • ସନ୍ତୁଳିତ ଖାଦ୍ୟ ଖାଆନ୍ତୁ, ଡିିପ୍ରେସନରୁ ଦୂରେଇ ରୁହନ୍ତୁ

    14562
    May 07, 2025
  • ଘର ପରିସ୍ଥିତିକୁ ବଦଳାଇବ କ୍ରିଷ୍ଟାଲ୍‌ ଲୋଟସ୍‌

    14676
    May 07, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16255
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13970
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14763
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15291
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ କଡା ନିର୍ଦ୍ଦେଶ ଦେଲେ ଜେପି ନଡ୍ଡା

    14907
    May 09, 2025
  • ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ

    14746
    May 10, 2025
  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

    14832
    May 10, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In