Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ...

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ...

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ...

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

ରାଜନୀତି
Home ›› ରାଜନୀତି ››ରାଜ୍ୟସଭା ନିର୍ବାଚନ ପାଇଁ ରାଘବ, ହରଭଜନଙ୍କ ସହ ୪ ଜଣଙ୍କ ନାଁ ଘୋଷଣା କଲା ଆପ୍‌

ରାଜ୍ୟସଭା ନିର୍ବାଚନ ପାଇଁ ରାଘବ, ହରଭଜନଙ୍କ ସହ ୪ ଜଣଙ୍କ ନାଁ ଘୋଷଣା କଲା ଆପ୍‌

2022-03-21 14:25:11
15468
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟସଭା ନିର୍ବାଚନ ପାଇଁ ରାଘବ, ହରଭଜନଙ୍କ ସହ ୪ ଜଣଙ୍କ ନାଁ ଘୋଷଣା କଲା ଆପ୍‌

ପଞ୍ଜାବ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରି ସରକାର ଗଢିଥିବା  ଆମ୍ ଆଦମୀ ପାର୍ଟି ରାଜ୍ୟସଭା ଆସନ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ପୂର୍ବତନ କ୍ରିକେଟର ହରଭଜନ ସିଂହ, ଆଇଆଇଟି ପ୍ରଫେସର ସନ୍ଦୀପ ପାଠକ, ଶିକ୍ଷାବିତ ଅଶୋକ କୁମାର ମିତ୍ତଲ ଏବଂ ଦିଲ୍ଲୀ ବିଧାୟକ ରାଘବ ଚଡ୍ଡା ରାଜ୍ୟସଭା ଯିବେ। ଆମଆଦୀମ ପାର୍ଟି ପକ୍ଷରୁ ମନୋନିତ ହୋଇଥିବା ଏହି ୪ ଜଣ ପଞ୍ଜାବ ବିଧାନସଭାରୁ ସଂସଦର ଉପର ଗୃହକୁ ଯିବେ ବୋଲି ସୂଚନା ମିଳିଛି ।

ରାଘବ ଚଡ୍ଡା ୨୦୨୦ରେ ରାଜେନ୍ଦ୍ର ନଗର ଆସନରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ । ଏହାପୂର୍ବରୁ ଦଳର କୋଷାଧ୍ୟକ୍ଷ ଭାବେ ସେ କାମ କରିଥିଲେ । ପଞ୍ଜାବ ନିର୍ବାଚନରେ ଦଳ ତାଙ୍କୁ ପ୍ରଭାରୀ ଦାୟିତ୍ୱ ଦେଇଥିଲା । ସେହିପରି ପ୍ରଫେସର ସନ୍ଦୀପ ପଞ୍ଜାବରେ ଦଳର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିଲେ । ସେ ଆଇଆଇଟିରେ ପଦାର୍ଥ ବିଜ୍ଞାନର ଜଣେ ଜଣାଶୁଣା ପ୍ରଫେସର । ପୂର୍ବରୁ ହରଭଜନ ସିଂହଙ୍କ ନାମ ଘୋଷଣା କରିଥିଲା ଆପ୍‌ ।

ଆସନ୍ତା ଏପ୍ରିଲ ୯ରେ ରାଜ୍ୟସଭାରେ ୫ଟି ଆସନ ଖାଲି ହେଉଛି। ମାର୍ଚ୍ଚ ୩୧ରେ ରାଜ୍ୟ ସଭା ନିର୍ବାଚନ ଥିବା ବେଳେ ଆପ୍‌ ପ୍ରାର୍ଥୀ ଘୋଷଣା କରିଛି ।

Powered by Froala Editor

Tags raghab-harvajan

Related articles Odisha News Lens 4.1

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14116
    Sep 03, 2026
  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15353
    Sep 05, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15842
    Sep 03, 2026
  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮  ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14213
    Sep 05, 2026
  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି
    ଦେଶ-ଦେଶାନ୍ତର

    ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14333
    Sep 05, 2026
  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି
    ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13454
    Sep 05, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14957
    Sep 04, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13928
    Sep 04, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13540
    Sep 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15842
    Sep 03, 2026
  • ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15482
    Sep 05, 2026
  • ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14213
    Sep 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17724
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18142
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13708
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14519
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14822
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14775
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14111
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13880
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14411
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15298
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14798
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13454
    Sep 05, 2026
  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14333
    Sep 05, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15842
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In