Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

  • ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ...

  • ଆଜିଠୁ ଟ୍ରେନ ଟିକେଟ ମୂଲ୍ୟ ବୃଦ୍ଧି

  • ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ...

  • ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ...

  • ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ...

  • ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’

  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ...

  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ...

  • ରାସାୟନିକ କାରଖାନାରେ ବଡ ବିସ୍ଫୋରଣ, ୧୦ ...

ରାଜ୍ୟ
Home ›› ରାଜ୍ୟ ››କୋଟିଆ ବିବାଦ: ଆନ୍ଧ୍ରପ୍ରଦେଶକୁ ଶକ୍ତ ଝଟକା ଦେଲେ ସୁପ୍ରିମକୋର୍ଟ

କୋଟିଆ ବିବାଦ: ଆନ୍ଧ୍ରପ୍ରଦେଶକୁ ଶକ୍ତ ଝଟକା ଦେଲେ ସୁପ୍ରିମକୋର୍ଟ

2022-03-22 04:38:37
15297
Share:
Facebook
Twitter
E-Mail
WhatsApp
Telegram
କୋଟିଆ ବିବାଦ:  ଆନ୍ଧ୍ରପ୍ରଦେଶକୁ ଶକ୍ତ ଝଟକା ଦେଲେ ସୁପ୍ରିମକୋର୍ଟ


ଭୁବନେଶ୍ୱର: ସୀମାବର୍ତ୍ତୀ କୋଟିଆ ଗ୍ରାମପୁଞ୍ଜରେ ଓଡ଼ିଶା ସରକାର ଦ୍ୱାରା ପଂଚାୟତ ନିର୍ବାଚନ କରାଯିବା ସହ ଅନ୍ୟାନ୍ୟ ସରକାରୀ କାର୍ୟ୍ୟକ୍ରମକୁ ବିରୋଧ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ଆନ୍ଧ୍ରପ୍ରଦେଶକୁ ଶକ୍ତ ଝଟକା ଲାଗିଛି। ଆନ୍ଧ୍ରପ୍ରଦେଶ ସରକାରଙ୍କ ରିଟ୍ ପିଟିସନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଥିବା ଜଣାପଡ଼ିଛି। ଆବେଦନକାରୀ କୁନେଟ୍ଟି କୁସେମ୍ମା ତାଙ୍କ ପିଟିସନରେ କୋଟିଆ ଗ୍ରାମ ପୁଞ୍ଜକୁ ଆନ୍ଧ୍ରପ୍ରଦେଶର ବୋଲି ଘୋଷଣା ପାଇଁ ଅନୁରୋଧ କରିଥିଲେ ।ଆବେଦନକାରୀ ନିଜକୁ ବିବାଦୀୟ କୋଟିଆ ଗ୍ରାମ ପୁଞ୍ଜରେ ଆନ୍ଧ୍ରପ୍ରଦେଶର ନିର୍ବାଚିତ ପଂଚାୟତ ସମିତି ପ୍ରତିନିଧି ବୋଲି ଦର୍ଶାଇବା ସହ କୋଟିଆ ଗ୍ରାମପୁଞ୍ଜକୁ ଆନ୍ଧ୍ରପ୍ରଦେଶର ବୋଲି ଘୋଷଣା ପାଇଁ ଅନୁରୋଧ କରିଥିଲେ ।
ତେବେ ଓଡ଼ିଶା ସରକାରଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ଓକିଲ ଶିବଶଙ୍କର ମିଶ୍ର ଯୁକ୍ତି ବାଢ଼ି କହିଥିଲେ ଯେ ଓଡ଼ିଶା ସରକାରଙ୍କ ଦ୍ୱାରା କୋଟିଆରେ ସଫଳତାର ସହ ପଂଚାୟତ ନିର୍ବାଚନ ସମ୍ପନ୍ନ ହୋଇଛି । ଆନ୍ଧ୍ର ପ୍ରଦେଶ ବିରୁଦ୍ଧରେ ସୁପ୍ରିମକୋର୍ଟରେ ଓରିଜିନାଲ ସୁଟ୍ ମାମଲା ବିଚାରଧୀନ ରହିଛି । ତେବେ ୨୦୨୧ରେ ଏହି ବିବାଦୀୟ ଗ୍ରାମପୁଞ୍ଜରେ ଆନ୍ଧ୍ରପ୍ରଦେଶର ଅଧିକାରୀମାନେ ସ୍ଥାନୀୟ ନିର୍ବାଚନ କରାଇଥିବାରୁ ସେମାନଙ୍କ ବିରୁଦ୍ଧରେ ଅଦାଲତ ଅବମାନନା ମାମଲା ରୁଜୁ କରିବାକୁ ଅନୁରୋଧ କରିଥିଲେ ।
ତେବେ ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ଆନ୍ଧ୍ରପ୍ରଦେଶ ପକ୍ଷରୁ ଦାଏର ପିଟିସନକୁ ସୁପ୍ରିମକୋର୍ଟ ଖାରଜ କରିଥିବା ଜଣାପଡ଼ିଛି ।

Powered by Froala Editor

Tags Kotia

Related articles Odisha News Lens 4.1

  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....
    ବିଶେଷ

    ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    15042
    Jun 30, 2025
  • ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ନେଇଥିଲେ ଶେଫାଳୀ
    ମନୋରଞ୍ଜନ

    ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ନେଇଥିଲେ ଶେଫାଳୀ

    14669
    Jul 01, 2025
  •  ଆଜିଠୁ ଟ୍ରେନ ଟିକେଟ ମୂଲ୍ୟ ବୃଦ୍ଧି
    ଦେଶ-ଦେଶାନ୍ତର

    ଆଜିଠୁ ଟ୍ରେନ ଟିକେଟ ମୂଲ୍ୟ ବୃଦ୍ଧି

    13484
    Jul 01, 2025
  • ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’
    ଦେଶ-ଦେଶାନ୍ତର

    ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’

    14375
    Jun 30, 2025
  • ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ

    14815
    Jun 30, 2025
  • ରାସାୟନିକ କାରଖାନାରେ ବଡ ବିସ୍ଫୋରଣ, ୧୦ ମୃତ
    ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ବଡ ବିସ୍ଫୋରଣ, ୧୦ ମୃତ

    13583
    Jun 30, 2025
  • ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ଯୌତୁକ ପାଇଁ ଜୀବନ ହାରିଦେଲା ଝିଅ
    ଦେଶ-ଦେଶାନ୍ତର

    ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ଯୌତୁକ ପାଇଁ ଜୀବନ ହାରିଦେଲା ଝିଅ

    15627
    Jun 30, 2025
  • ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ଟି. ରାଜା ସିଂହ
    ଦେଶ-ଦେଶାନ୍ତର

    ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ଟି. ରାଜା ସିଂହ

    13653
    Jun 30, 2025
  • ହେରା ଫେରି ବିବାଦ ଶେଷ, ଫେରିବେ ପରେଶ
    ମନୋରଞ୍ଜନ

    ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

    15080
    Jul 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ବଡ ବିସ୍ଫୋରଣ, ୧୦ ମୃତ

    13583
    Jun 30, 2025
  • ମନୋରଞ୍ଜନ

    ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

    15080
    Jul 01, 2025
  • ଦେଶ-ଦେଶାନ୍ତର

    ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ଟି. ରାଜା ସିଂହ

    13653
    Jun 30, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16598
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16715
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17029
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15519
    Apr 03, 2021

ବିଶେଷ

  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    15042
    Jun 30, 2025
  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ

    15430
    Jun 30, 2025
  • ଦିନକୁ କେତେ ଥର ପିଇବେ ଗ୍ରୀନ୍‌-ଟି ?

    15665
    Jun 29, 2025
  • ଡାଇବେଟିସ୍‌ ରୋଗୀ ଖାଇପାରିବେ ଏହି ମିଠା

    15558
    Jun 29, 2025
  • ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା

    15980
    Jun 28, 2025

ବାଣିଜ୍ୟ

ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

ହଜାର ହଜାର ସଂଖ୍ୟାରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଚଳିତ ବର୍ଷ ଐଶ୍ୱରୀୟ ଯାତ୍ରାରେ ଭକ୍ତମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି

ପୁରୀ: ପୁରୀ ରଥଯାତ୍ରା ଭାରତର ଅନ୍ୟତମ ସର୍ବାଧିକ ପୂଜ୍ୟ ଆଧ୍ୟ ...

  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15562
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15540
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15009
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14830
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

    15080
    Jul 01, 2025
  • ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ନେଇଥିଲେ ଶେଫାଳୀ

    14669
    Jul 01, 2025
  • ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’

    14375
    Jun 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In