Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବାଂଲାଦେଶଙ୍କୁ ଭାରତ ଦେଲା 230 ରନର ଟାର୍ଗେଟ

ବାଂଲାଦେଶଙ୍କୁ ଭାରତ ଦେଲା 230 ରନର ଟାର୍ଗେଟ

2022-03-22 06:20:22
14890
Share:
Facebook
Twitter
E-Mail
WhatsApp
Telegram
ବାଂଲାଦେଶଙ୍କୁ ଭାରତ ଦେଲା 230 ରନର ଟାର୍ଗେଟ

ନୂଆଦିଲ୍ଲୀ: ଆଇସିସି ମହିଳା ବିଶ୍ୱକପରେ ଏବେ ଭାରତ ଓ ବାଂଲାଦେଶ ମଧ୍ୟରେ ମ୍ୟାଚ ଚାଲିଛି । ପ୍ରଥମେ ବ୍ୟାଟିଂ କରି ଭାରତ ବାଂଲାଦେଶ ସମ୍ମୁଖରେ ବଡ଼ ଟାର୍ଗେଟ ଦେବାରେ ସମର୍ଥ ହୋଇନାହିଁ । ଭାରତ ପ୍ରଥମେ ବ୍ୟାଟିଂ କରି ୭ ୱିକେଟ ବିନିମୟରେ 229 ରନ କରିଛି  । ଫଳରେ ବାଂଲାଦେଶକୁ ଜିତିବା ପାଇଁ 230 ରନର ଲକ୍ଷ୍ୟ ଧାର୍ଯ୍ୟ କରିଛି  । ପୂର୍ବ ଦୁଇଟି ମ୍ୟାଚ ଭାରତ ହାରିଥିବାରୁ ଏହି ମ୍ୟାଚ ଜିତିବା ଅପରିହାର୍ଯ୍ୟ ହୋଇପଡ଼ିଛି  । ନଚେତ ଦଳ ବିଶ୍ୱକପରେ ନିଜର ଆଧିପତ୍ୟ ଜାହିର କରିବାରେ ବିଫଳ ହେବାର ଆଶଙ୍କା ରହିଛି ।

ଭାରତ ପକ୍ଷରୁ ଓପନର ସ୍ମୃତି ମନ୍ଧାନା ୫୧ ବଲରେ ୩୦ ରନ୍ କରିଥିବାବେଳେ ସେଫାଳୀ ବର୍ମା ୪୨ ବଲରେ ୪୨ରନ୍ କରିଥିଲେ  । ସେହିପରି ୟାସ୍ତିକା ଭାଟିୟା ୮୦ବଲରେ ୫୦ରନ୍, ହରମନ୍ପ୍ରୀତ୍ କୌର ୩୩ବଲରେ ୧୪ରନ୍, ରିଚା ଘୋଷ ୩୬ ବଲରେ ୨୬ରନ୍ କରିଥିଲେ । ସେହିପରି ପୂଜା ବସ୍ତ୍ରକର୨୯ବଲରେ ୨୨ ରନ୍ ଓ ସ୍ନେହା ରାଣା ୨୩ ବଲରେ ୨୭ ରନ କରିଥିଲେ  । 

ଅପରପକ୍ଷରେ ବାଂଲାଦେଶ ପକ୍ଷରୁ ଜାହାନାରା ଆଲାମ ଗୋଟିଏ ୱିକେଟ ନେଇଥିବାବେଳେ ନାହିଦା ଅଖତର ୨ଟି, ରୁମାନା ଅହମ୍ମଦ ୩ଟି ୱିକେଟ ନେବାରେ ସଫଳ ହୋଇଥିଲେ ।

Powered by Froala Editor

Tags India bangladesh world cup

Related articles Odisha News Lens 4.1

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    13988
    Oct 21, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13741
    Oct 21, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14509
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15782
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15384
    Oct 19, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14930
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15544
    Oct 20, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13408
    Oct 21, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15571
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13741
    Oct 21, 2026
  • ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14930
    Oct 20, 2026
  • ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15782
    Oct 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17842
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14958
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15436
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14780
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14875
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15877
    Sep 29, 2026

ବାଣିଜ୍ୟ

ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

ଫ୍ୟୁଚର ରେଡି ଓମେନ୍‌ ପ୍ରୋଗ୍ରାମ ଅଧୀନରେ ଏହି ସର୍ବପ୍ରଥମ ପ୍ରୟାସ ରଜୋନିବୃତ୍ତି ସଚେତନତାକୁ ଓଡ଼ିଶାର ଚାରିଟି ଜିଲ୍ଲାରେ ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହରାଞ୍ଚଳ ସମୁଦାୟଙ୍କ ନିକଟକୁ ଆଣିଛି

...

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14603
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15114
    Oct 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14509
    Oct 19, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13741
    Oct 21, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15782
    Oct 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In