Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ...

  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

  • ଆକ୍ରମଣ କଲେ ଇରାନକୁ ପୃଥିବୀରୁ ...

  • ରଚିତଙ୍କ ହାତ ଧରିବେ ହୁମା

  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା ...

  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ...

Home ›› ››ଭାରତ ସହ ସୀମା ବିବାଦକୁ ତୀବ୍ର କରିଛି ଚାଇନା, ପ୍ରତିଷ୍ଠା କଲା ୬୨୪ ଗାଁ

ଭାରତ ସହ ସୀମା ବିବାଦକୁ ତୀବ୍ର କରିଛି ଚାଇନା, ପ୍ରତିଷ୍ଠା କଲା ୬୨୪ ଗାଁ

2022-03-22 08:18:19
14223
Share:
Facebook
Twitter
E-Mail
WhatsApp
Telegram
ଭାରତ ସହ ସୀମା ବିବାଦକୁ ତୀବ୍ର କରିଛି ଚାଇନା, ପ୍ରତିଷ୍ଠା କଲା ୬୨୪ ଗାଁ


ନୂଆଦିଲ୍ଲୀ : ଭାରତ ସହ ସୀମା ବିବାଦକୁ ତୀବ୍ର କରିଛି ଚାଇନା  । ଭାରତ ସମୀାରେ ଚାଇନା ୬୨୪ଟି ଗାଁ ପ୍ରତିଷ୍ଠା କରିଛି  । ଯେଉଁଠି ବିଜୁଳି, ପାଣି, ଇଂଟରନେଟ, ଭଲ ସଡ଼କ ସହ ଅତ୍ୟାଧୁନିକ ବ୍ୟବସ୍ଥା ରହିଛି  । ଭାରତର ବିବାଦୀୟ ସୀମାରେ ଚାଇନା ଗାଁ ବସାଇଛି  ।

୨୦୧୭ରେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନିର୍ଦ୍ଦେଶରେ ଏହି ଗ୍ରାମ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲା  । ଚାଇନାର ସରକାରୀ ୱେବସାଇଟରେ ଏହି ଗ୍ରାମ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି  । ଭାରତ ନିର୍ବାଚନ ଓ ଘରୋଇ ରାଜନୀତିରେ ବ୍ୟସ୍ତଥିବାବେଳେ ଚାଇନା ଏଭଳି କାର୍ଯ୍ୟ କରିଛି  । 

ଚାଇନା ଏହି ନୂଆ ଗ୍ରାମରେ ହସପିଟାଲ ସହ ଚାଷବାସର ବି ସୁବିଧା କରିଛି  । ଏଠାରୁ ଉତ୍ପାଦିତ ସାମଗ୍ରୀ କିଭଳି ଚାଇନା ବଜାରକୁ ଯିବ ତାହାର ବି ବ୍ୟବସ୍ଥା କରାଯାଇଛି  । ଖୁବଶୀଘ୍ର ଏଠାରେ ମଧ୍ୟମ ଶିଳ୍ପ ପ୍ରତିଷ୍ଠା କରାଯିବାକୁ ଯୋଜନା କରାଯାଇଛି  ।

ସେହିପରି ଏହି ସୀମାରେ ରହିବା ପାଇଁ ଚାଇନା ଲୋକମାନଙ୍କୁ ଲାଂଚ ବି ଦେଇଛି  । ଟଙ୍କାର ପ୍ରଲୋଭନ ଦେଖାଇ ସେଠାରେ ବସବାସ କରିବାକୁ ଚାଇନା ଲୋକଙ୍କୁ କୁହାଯାଉଛି  । ପୂର୍ବରୁ ଅରୁଣାଚଳ ପ୍ରଦେଶ ସୀମାରେ ବି ଚାଇନା ଗ୍ରାମ କରିଥିବା ଜଣାପଡ଼ିଥିଲା  ।

Powered by Froala Editor

Tags China village in India border

Related articles Odisha News Lens 4.1

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ
    ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15505
    May 05, 2026
  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍
    ଦେଶ-ଦେଶାନ୍ତର

    ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14922
    May 05, 2026
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13536
    May 06, 2026
  •  ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ

    14093
    May 05, 2026
  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ
    ଦେଶ-ଦେଶାନ୍ତର

    ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ

    14003
    May 05, 2026
  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ
    ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15151
    May 06, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13709
    May 05, 2026
  • ରଚିତଙ୍କ ହାତ ଧରିବେ ହୁମା
    ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    15085
    May 05, 2026
  • କେମିତି ଦୂର କରିବେ ଟେନ୍‌ସନ୍‌
    ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14831
    May 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ

    14130
    May 05, 2026
  • ଦେଶ-ଦେଶାନ୍ତର

    ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14922
    May 05, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13709
    May 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17458
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17508
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17865
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16338
    Apr 03, 2021

ବିଶେଷ

  • କେମିତି ଦୂର କରିବେ ଟେନ୍‌ସନ୍‌

    14831
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15080
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13872
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14094
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14284
    Apr 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15377
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15113
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15610
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13926
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13709
    May 05, 2026
  • ରଚିତଙ୍କ ହାତ ଧରିବେ ହୁମା

    15085
    May 05, 2026
  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15151
    May 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In