Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ...

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦୁଇ ବର୍ଷ ପରେ ହଟିବ କୋଭିଡ୍ ନିୟମ, କିନ୍ତୁ ମାସ୍କ ବାଧ୍ୟତାମୂଳକ

ଦୁଇ ବର୍ଷ ପରେ ହଟିବ କୋଭିଡ୍ ନିୟମ, କିନ୍ତୁ ମାସ୍କ ବାଧ୍ୟତାମୂଳକ

2022-03-23 15:02:54
14089
Share:
Facebook
Twitter
E-Mail
WhatsApp
Telegram
ଦୁଇ ବର୍ଷ ପରେ ହଟିବ କୋଭିଡ୍ ନିୟମ, କିନ୍ତୁ ମାସ୍କ ବାଧ୍ୟତାମୂଳକ

ଦୁଇ ବର୍ଷ ପରେ ମହାମାରୀ କଟକଣା ହଟାଇବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି ।ସଂକ୍ରମିତଙ୍କ ସଂଖ୍ୟା, ଦୈନିକ ସଂକ୍ରମଣ ହାର କମିବାରୁ ଏନେଇ ନିଷ୍ପତ୍ତି ନିଆଯାଇଛି। ପରିସ୍ଥିତି ଦେଖି କଟକଣା ହଟାଇବାକୁ ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ କେନ୍ଦ୍ର ଗୃହ ସଚିବ ଚିଠି ଲେଖିଛନ୍ତି। ଫେବ୍ରୁଆରୀ ୨୫ ପରେ ଆଉ ସାନି କଟକଣା ଲଗାଇନି ଗୃହ ମନ୍ତ୍ରାଳୟ। କେବଳ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଗାଇଡଲାଇନ ମାନିବାକୁ ପରାମର୍ଶ ଦିଆଯାଇଛି।

ଚିଠିରେ କେନ୍ଦ୍ରୀୟ ଗୃହ ସଚିବ ଅଜୟ ଭଲ୍ଲା ଉଲ୍ଲେଖ କରିଛନ୍ତି, ଗତ ୨୪ ମାସରେ ମହାମାରୀ ପାଇଁ ବିିଭିନ୍ନ ବ୍ୟବସ୍ଥା ଓ କ୍ଷମତାକୁ ବୃଦ୍ଧି କରାଯାଇଛି। ଏଥିରେ ନମୁନା ପରୀକ୍ଷା, ନଜର ରଖିବା , କଣ୍ଟାକ୍ଟ ଟ୍ରେସିଂ, ଚିିିକିତ୍ସା, ଟିକାକରଣ, ସ୍ୱାସ୍ଥ୍ୟ କ୍ଷେତ୍ରରେ ଆହୁରି ଉନ୍ନତି କରାଯାଇଛି। ଲୋକଙ୍କୁ ସଚେତନ କରାଯାଇଛି। ସେହି ଅନୁଯାୟୀ କୋଭିଡ୍ ସଂକ୍ରାନ୍ତୀୟ ସବୁ କଟଣାକୁ ହଟାଇବାକୁ କେନ୍ଦ୍ର ନିଷ୍ପତ୍ତି ନେଇଛି।

କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ମାର୍ଚ୍ଚ ୩୧ ପରେ ଦେଶରେ କୋଭିଡ୍‌ ନିରାପତ୍ତା ପାଇଁ ମାର୍ଚ୍ଚ ୩୧ ପରେ ଆଉ ବିପର୍ଯ୍ୟୟ ପରିଚାଳନା ଆକ୍ଟ ଲାଗୁ ହେବ ନାହିଁ। କିନ୍ତୁ ସର୍ବସାଧାରଣରେ ସାମାଜିକ ଦୂରତା ବଜାୟ ରଖିବା, ମାସ୍କ ପିନ୍ଧିବା ଅନିର୍ବାଯ୍ୟ ବୋଲି କୁହାଯାଇଛି। ସେହିପରି କୋଭିଡ ସଂକ୍ରାନ୍ତ ନେଇ ଆଉ ବିପର୍ଯ୍ୟୟ ପରିଚାଳନା ଆକ୍ଟ ମଧ୍ୟ ଲାଗୁ ହେବ ନାହିଁ। ଏହି ଆଇନ୍‌ର ଅବଧି ‌ଆସନ୍ତା ମାର୍ଚ୍ଚ ୩୧ରେ ସରିବ।



Powered by Froala Editor

Tags covid

Related articles Odisha News Lens 4.1

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ
    ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15092
    Jul 27, 2026
  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ
    ଦେଶ-ଦେଶାନ୍ତର

    ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15482
    Jul 27, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା  ‘ଦ ଓଡିସି’
    ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13576
    Jul 27, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...
    ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...

    13684
    Jul 26, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...
    ବାଣିଜ୍ୟ

    କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...

    14378
    Jul 28, 2026
  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14466
    Jul 27, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13696
    Jul 27, 2026
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ
    ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13499
    Jul 27, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13767
    Jul 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13499
    Jul 27, 2026
  • ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15092
    Jul 27, 2026
  • ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13696
    Jul 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17002
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17607
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17659
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18060
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15737
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15388
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16047
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14299
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14571
    Jul 15, 2026

ବାଣିଜ୍ୟ

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

ଭୁବନେଶ୍ୱର: ଅଧିକାଂଶ ଲୋକଙ୍କର ବିଶ୍ୱାସ ଯେ ସେମାନେ ପ୍ରତ୍ୟେକ ଦିନ କେବଳ କିଛି ପରିମାଣର ଜଳ ବ୍ୟବହାର କରନ୍ତି । କିନ୍ତୁ ବାସ୍ତବତା ହେଉଛି ଯେ ସକାଳେ ପ୍ରଥମ ଗ୍ଲାସ ପିଇବା ଏବଂ ଖାଦ୍ୟ ପ୍ରସ୍ତୁତି ଠାରୁ ଆରମ୍ଭ କରି ...

  • ଫିକା ପଡିବ ସୁନାର ଚମକ

    13696
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15755
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15928
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15299
    Jul 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧ: ଅମିତ୍ ଶାହ

    13684
    Jul 26, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13576
    Jul 27, 2026
  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14466
    Jul 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In