Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ ...

  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ...

  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ...

  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

ମନୋରଞ୍ଜନ
Home ›› ମନୋରଞ୍ଜନ ››‘ଜଙ୍ଗଲ କ୍ରାଏ’କୁ ଦାଦା ସାହେବ ଫାଲକେ ଆନ୍ତର୍ଜାତିକ ଚଳଚ୍ଚିତ୍ର ପୁରସ୍କାର

‘ଜଙ୍ଗଲ କ୍ରାଏ’କୁ ଦାଦା ସାହେବ ଫାଲକେ ଆନ୍ତର୍ଜାତିକ ଚଳଚ୍ଚିତ୍ର ପୁରସ୍କାର

2021-05-02 16:17:45
14833
Share:
Facebook
Twitter
E-Mail
WhatsApp
Telegram
‘ଜଙ୍ଗଲ କ୍ରାଏ’କୁ ଦାଦା ସାହେବ ଫାଲକେ ଆନ୍ତର୍ଜାତିକ ଚଳଚ୍ଚିତ୍ର ପୁରସ୍କାର

କିସ୍‍ ରଗ୍‍ବୀ ଉପରେ ଆଧାରିତ ଚଳଚ୍ଚିତ୍ର ‘ଜଙ୍ଗଲ କ୍ରାଏ’କୁ ଦାଦା ସାହେବ ଫାଲ୍‍କେ ଆନ୍ତର୍ଜାତିକ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି । ଏକାଦଶ ଦାଦା ସାହେବ ଫାଲ୍‍କେ ଫିଲ୍ମ ଫେଷ୍ଟିଭଲ ୨୦୨୧ ଅବସରରେ ଜୁରୀ ବର୍ଗରେ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ଜଙ୍ଗଲ କ୍ରାଏକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । କିସ୍‍ର ୧୨ଜଣ ଛାତ୍ରଙ୍କୁ ନେଇ ଗଠିତ କିସ୍‍ ରଗ୍‍ବୀ ଦଳ ୨୦୦୭ରେ ଇଂଲଣ୍ଡରେ ଯେଭଳି ୧୪ବର୍ଷରୁ କମ୍‍ ଆନ୍ତର୍ଜାତୀୟ ରଗ୍‍ବୀ ଚାମ୍ପିଅନ୍‍ ହେଲେ ତା ଉପରେ ଏକ ନିଛକ ପ୍ରେରଣାଦାୟୀ ସତ୍ୟ କାହାଣୀ ଉପରେ ଆଧାରିତ ଚଳଚ୍ଚିତ୍ର ହେଉଛି ‘ଜଙ୍ଗଲ କ୍ରାଏ’ । 

୩୦ ହଜାର ଜନଜାତି ଛାତ୍ରଛାତ୍ରୀଙ୍କୁ ନେଇ ଗଢ଼ି ଉଠିଥିବା କିସ୍‍ ଅନୁଷ୍ଠାନ ଶିକ୍ଷା, କ୍ରୀଡ଼ା ସହ ଅନ୍ୟାନ୍ୟ କ୍ଷେତ୍ରରେ ନିଜର ପାରଦର୍ଶିତ ଦେଖାଇ ଆସିଛି ଏବଂ ଏହି ପ୍ରକ୍ରିୟା ଜାରି ରହିଛି । କିସରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ କିସରେ କ୍ରୀଡ଼ା ସହିତ ଅନ୍ୟାନ୍ୟ ଅନେକ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯାଇଛି । ୨୦୦୫ ମସିହାରେ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କିସରେ ରଗ୍‍ବୀକୁ ସୁଯୋଗ ଦେଇଥିଲେ । ୨୦୦୭ରେ କିସ୍‍ର ୧୨ ଛାତ୍ରଙ୍କୁ ନେଇ ଗଠିତ ଭାରତୀୟ ୧୪ବର୍ଷରୁ କମ୍‍ ରଗ୍‍ବୀ ଦଳ ଆନ୍ତର୍ଜାତିକ ରଗ୍‍ବୀ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ପ୍ରତିଷ୍ଠାତା ଶ୍ରୀ ସାମନ୍ତ ଏକ ଚ୍ୟାଲେଞ୍ଜ ନେଇ ଏହି ରଗ୍‍ବୀ ଦଳକୁ ଲଂଲଣ୍ଡ ପଠାଇଥିଲେ । ଲଂଲଣ୍ଡରେ କିସ୍‍ ରଗ୍‍ବୀ ଦଳ ଅତି ଚମତ୍କାର ଭାବେ ପ୍ରଦର୍ଶନ କରି ବିଶ୍ୱ ଚାମ୍ପିଅନ୍‍ ହୋଇଥିଲା ।  ଏହା ଥିଲା କିସ୍‍ ରଗ୍‍ବୀ ସଫଳତାର ପ୍ରଥମ ସୋପାନ । ସେଦିନର ଶ୍ରୀ ସାମନ୍ତଙ୍କ ସେହି ଦୂରଦୃଷ୍ଟିକୁ ଆଜି ସମସ୍ତେ ପ୍ରଶଂସା କରୁଛନ୍ତି ।

ମୋଟାମୋଟି ଉପରେ ସୁଯୋଗ ମିଳିଲେ କୌଣସି କାର୍ଯ୍ୟ ଅସାଧ୍ୟ ରହିଯିବ ନାହିଁ ଏବଂ କ୍ରୀଡ଼ା ଓ ଶିକ୍ଷା ଜରିଆରେ ଦାରିଦ୍ର‌୍ୟ ଦୂରୀକରଣ ସହ ଛାତ୍ରଛାତ୍ରୀଙ୍କୁ ଦେଶ ଗଠନରେ ବ୍ରତୀ କରିଥାଏ ବୋଲି ‘ଜଙ୍ଗଲ କ୍ରାଏ’ ଚଳଚ୍ଚିତ୍ର ପ୍ରମାଣ କରିଥାଏ । ଯାହା କିସ୍‍ ଜରିଆରେ ହିଁ ସମ୍ଭବ ହୋଇପାରୁଛି ବୋଲି ପ୍ରଯୋଜକ ପ୍ରଶାନ୍ତ ସାହ ଓ ନିର୍ଦ୍ଦେଶକ ସାଗର ବାଲାରି ଅନୁଭବ କରିଥିଲେ । ଜଙ୍ଗଲ କ୍ରାଏର ସଫଳତାରେ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ ପ୍ରଯୋଜକ ପ୍ରଶାନ୍ତ ସାହ ଓ ନିର୍ଦ୍ଦେଶକ ସାଗର ବାଲାରିଙ୍କୁ ଅଭିନନ୍ଦନ ଜଣାଇ କହିଛନ୍ତି, ସେମାନେ କିସ୍‍ର ସ୍ୱପ୍ନକୁ ସାକାର କରି ଏହା ଉପରେ ଏକ ଚଳଚ୍ଚିତ୍ର ନର୍ମାଣ କରିପାରିଛନ୍ତି । ଏହା ସହିତ ଚଳଚ୍ଚିତ୍ର ଚୟନକାରୀଙ୍କୁ ମଧ୍ୟ ଶ୍ରୀ ସାମନ୍ତ ଧନ୍ୟବାଦ ଜଣାଇ କହିଛନ୍ତି ୨୦୦୭ରେ ଇଂଲଣ୍ଡରେ କିସ୍‍ ରଗ୍‍ବୀ ଦଳ ଯେଭଳି ସମସ୍ତ ଭୌଗୋଳିକ, ସାଂସ୍କୃତିକ ଓ କୌଶଳଗତ ବାଧାବିଘ୍ନକୁ ସାହସର ସହ ଅତିକ୍ରମ କରି ବିଶ୍ୱ ଚାମ୍ପିଅନ୍‍ ହେବା ସହ ଜନଜାତି ପିଲାମାନେ ଯେଭଳି ନାଁ କମେଇଥିଲେ ତାହା ହିଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା ।

Powered by Froala Editor

Tags kiit , kiss

Related articles Odisha News Lens 4.1

  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା
    ଦେଶ-ଦେଶାନ୍ତର

    ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା

    14196
    Oct 03, 2025
  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

    14792
    Oct 03, 2025
  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    16020
    Sep 30, 2025
  •  ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14307
    Oct 01, 2025
  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ

    14482
    Oct 03, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...
    ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...

    14466
    Oct 01, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି
    ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14436
    Oct 03, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    14053
    Sep 30, 2025
  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ
    ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14543
    Oct 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ଜାଣନ୍ତୁ ?

    14466
    Oct 01, 2025
  • ଦେଶ-ଦେଶାନ୍ତର

    କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

    14792
    Oct 03, 2025
  • ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14543
    Oct 03, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16759
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16861
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17218
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15673
    Apr 03, 2021

ବିଶେଷ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14543
    Oct 03, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14436
    Oct 03, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15577
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14673
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    15105
    Sep 29, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14249
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14047
    Sep 16, 2025
  • ଶସ୍ତା ହେଲା ସୁନା

    14376
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14948
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    16020
    Sep 30, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ଜାଣନ୍ତୁ ?

    14466
    Oct 01, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14436
    Oct 03, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In