Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ...

  • ମୋଦୀଙ୍କୁ ହତ୍ୟା ଧମକ

  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ...

  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ...

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ...

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ...

  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ...

  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ...

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

ରାଜ୍ୟ
Home ›› ରାଜ୍ୟ ››ଆଠଗଡରେ ଇଭିଏମ୍ ତ୍ରୁଟି, ମତଦାନ ବିଳମ୍ବ

ଆଠଗଡରେ ଇଭିଏମ୍ ତ୍ରୁଟି, ମତଦାନ ବିଳମ୍ବ

2022-03-24 05:38:02
13807
Share:
Facebook
Twitter
E-Mail
WhatsApp
Telegram
ଆଠଗଡରେ ଇଭିଏମ୍ ତ୍ରୁଟି, ମତଦାନ ବିଳମ୍ବ


ଆଠଗଡ: ଆଜି ଆରମ୍ଭ ହୋଇଛି ପୌର ନିର୍ବାଚନ ପାଇଁ ଭୋଟିଂ  । ନେତା ବାଛୁଛନ୍ତି ସହରବାସୀ  । ଏନଏସି, ପୌର ଏବଂ ମହାନଗର ନିଗମର ୧୭ ଶହ ୩୭ ୱାର୍ଡରେ ନିର୍ବାଚନ ଆରମ୍ଭ ହୋଇଛି  । ରାଜ୍ୟର ୫୯ଟି ଏନଏସି, ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ଆରମ୍ଭ ହୋଇଛି ଭୋଟ  । ୪ ହଜାର ୩୭୩ ବୁଥରେ ମତଦାନ ସାବ୍ୟସ୍ତ କରୁଛନ୍ତି ମୋଟ ୪୦ ଲକ୍ଷରୁ ଅଧିକ ଭୋଟର  । ଅପରାହ୍ନ ୫ଟା ଯାଏ ଚାଲିବ ଭୋଟ ଗ୍ରହଣ  । ଚଳିତ ପୌର ନିର୍ବାଚନରେ ପ୍ରତି ବୁଥରେ ଦୁଇଟି ଇଭିଏମ୍ ରହିଛି  । ଗୋଟିଏ କାଉନସିଲର ବା କର୍ପୋରେଟରଙ୍କ ପାଇଁ ଏବଂ ଅନ୍ୟଟି ଅଧ୍ୟକ୍ଷ ବା ମେୟରଙ୍କ ପାଇଁ ରହିଛି  ।

ଆଠଗଡରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମତଦାନ ବାଧାପ୍ରାପ୍ତ ହୋଇଛି । ୩ନମ୍ବର ୱାର୍ଡର ୩ ନଂ ବୁଥରେ ଇଭିଏମ୍ ଅଟଳ ଯୋଗୁଁ ଭୋଟିଂରେ ବିଳମ୍ବ ହୋଇଛି ।
ସେହିପରି ନୂଆପଡ଼ା ଓ ରାଜଧାନୀ ଭୁବନେଶ୍ୱରରେ ଏଭଳି ସମସ୍ୟା ସାମନାକୁ ଆସିଛି  । ନୂଆପଡ଼ା ଏନଏସିର ୧୨ ନଂ ବୁଥରେ ଇଭିଏମ ଅଚଳ ହୋଇଥିବା ଅଭିଯୋଗ ହୋଇଛି  ।  ବୁଥର କାଉନସିଲର ପଦବୀ ପାଇଁ ଉଦ୍ଧିଷ୍ଟ ଇଭିଏମ କାମ କରୁନି  ।  ଫଳରେ ଭୋଟ କେନ୍ଦ୍ର ବାହାରେ ୫୦୦ରୁ ଊଦ୍ଧ୍ୱର୍ ଭୋଟର ମତଦାନ ପାଇଁ ଅପେକ୍ଷା କରିଥିବା ଜଣାଯାଇଛି  ।

ଭୁବନେଶ୍ୱରରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ମତଦାନ ବିଳମ୍ବ ହୋଇଛି  ।  ବିଏମସିର ୪୧ ନମ୍ବର ୱାର୍ଡର ୪୩୨ ନମ୍ବର ବୁଥରେ ମତଦାନ ବିଳମ୍ବ ହୋଇଛି  ।  ଏହାଛଡ଼ା ନୟାପଲ୍ଲୀର ୪୦୮ ନମ୍ବର  ବୁଥରେ ମଧ୍ୟ ମତଦାନ ବିଳମ୍ବ ହୋଇଛି  ।

Powered by Froala Editor

Tags Election

Related articles Odisha News Lens 4.1

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13523
    Jul 05, 2026
  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ
    ଦେଶ-ଦେଶାନ୍ତର

    ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    13984
    Jul 05, 2026
  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ
    ଦେଶ-ଦେଶାନ୍ତର

    ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ

    14785
    Jul 05, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14954
    Jul 04, 2026
  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13565
    Jul 05, 2026
  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ
    ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14781
    Jul 05, 2026
  • ମୋଦୀଙ୍କୁ ହତ୍ୟା ଧମକ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ହତ୍ୟା ଧମକ

    15026
    Jul 05, 2026
  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି
    ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13511
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ
    ରାଜନୀତି

    ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14251
    Jul 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13511
    Jul 05, 2026
  • ଦେଶ-ଦେଶାନ୍ତର

    ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13523
    Jul 05, 2026
  • ଦେଶ-ଦେଶାନ୍ତର

    ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    13984
    Jul 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16964
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17575
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17627
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18024
    Sep 06, 2023

ବିଶେଷ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    14971
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15041
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14569
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14335
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15953
    Jun 26, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15828
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15697
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13801
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14910
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ଉଦ୍ଧବ ଠାକ୍‌ରେ

    14954
    Jul 04, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    14971
    Jul 05, 2026
  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14781
    Jul 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In