Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ...

  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ...

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ ...

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

ରାଜ୍ୟ
Home ›› ରାଜ୍ୟ ›› ନେତା ବାଛୁଛନ୍ତି ସହରବାସୀ, ୯ଟା ସୁଦ୍ଧା ୧୦% ମତଦାନ

ନେତା ବାଛୁଛନ୍ତି ସହରବାସୀ, ୯ଟା ସୁଦ୍ଧା ୧୦% ମତଦାନ

2022-03-24 05:41:02
14458
Share:
Facebook
Twitter
E-Mail
WhatsApp
Telegram
 ନେତା ବାଛୁଛନ୍ତି ସହରବାସୀ, ୯ଟା ସୁଦ୍ଧା ୧୦% ମତଦାନ


ଭୁବନେଶ୍ୱର: ଆଜି ଆରମ୍ଭ ହୋଇଛି ପୌର ନିର୍ବାଚନ ପାଇଁ ଭୋଟିଂ  । ନେତା ବାଛୁଛନ୍ତି ସହରବାସୀ  । ଏନଏସି, ପୌର ଏବଂ ମହାନଗର ନିଗମର ୧୭ ଶହ ୩୭ ୱାର୍ଡରେ ନିର୍ବାଚନ ଆରମ୍ଭ ହୋଇଛି  । ରାଜ୍ୟର ୫୯ଟି ଏନଏସି, ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ଆରମ୍ଭ ହୋଇଛି ଭୋଟ  । ୪ ହଜାର ୩୭୩ ବୁଥରେ ମତଦାନ ସାବ୍ୟସ୍ତ କରୁଛନ୍ତି ମୋଟ ୪୦ ଲକ୍ଷରୁ ଅଧିକ ଭୋଟର  । ଅପରାହ୍ନ ୫ଟା ଯାଏ ଚାଲିବ ଭୋଟ ଗ୍ରହଣ  । ଚଳିତ ପୌର ନିର୍ବାଚନରେ ପ୍ରତି ବୁଥରେ ଦୁଇଟି ଇଭିଏମ୍ ରହିଛି  । ଗୋଟିଏ କାଉନସିଲର ବା କର୍ପୋରେଟରଙ୍କ ପାଇଁ ଏବଂ ଅନ୍ୟଟି ଅଧ୍ୟକ୍ଷ ବା ମେୟରଙ୍କ ପାଇଁ ରହିଛି  ।


ଆଜି ସକାଳ ୯ଟା ସୁଦ୍ଧା ୧୦% ପ୍ରତିଶତ ମତଦାନ ହୋଇଛି । ଏନେଇ ଏସଇସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଯେହେତୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଜାରି ରହିବ, ମତଦାନ ଉସôାହଜନକ ରହିବ ବୋଲି ଆଶା କରାଯାଉଛି ।
ଅନ୍ୟପଟେ, ଅନେକ ସ୍ଥାନରେ ଇଭିଏମ୍ ତ୍ରୁଟି ଥିବା ଯୋଗୁଁ ମତଦାନ ବିଳମ୍ବ ହୋଇଥିବାବେଳେ କିଛି ସ୍ଥାନରେ ଭୋଟର ତାଲିକାରେ ତ୍ରୁଟି ଥିବା କାରଣରୁ  ଭୋଟ ଦାନ ବନ୍ଦ ରହିଛି ।

ଆଜି ସକାଳୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଚାଲିଚାଲି ଆସି ବିଏମସି ୫୩ ନମ୍ବର ୱାର୍ଡରେ ନିଜ ମତଦାନ ସାବ୍ୟସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଭୋଟ ଦାନ ପାଇଁ ବୁଥରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାିଥିଲା । ନବୀନ ନିବାସରୁ ୧୦୦ମିଟର ଦୂରରେ ବୁଥ୍ ଥିବାରୁ ମୁଖ୍ୟମନ୍ତ୍ରୀ ଚାଲିଚାଲି ଆସି ଭୋଟ ଦେଇଛନ୍ତି । 

Powered by Froala Editor

Tags Election

Related articles Odisha News Lens 4.1

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14077
    Aug 20, 2026
  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର
    ଦେଶ-ଦେଶାନ୍ତର

    ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13857
    Aug 21, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14253
    Aug 20, 2026
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14755
    Aug 21, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13671
    Aug 20, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14792
    Aug 20, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର
    ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15024
    Aug 21, 2026
  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...
    ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...

    14521
    Aug 21, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...
    ବାଣିଜ୍ୟ

    ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...

    13912
    Aug 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14067
    Aug 20, 2026
  • ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14077
    Aug 20, 2026
  • ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14792
    Aug 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17045
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17667
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17714
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15024
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15981
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13899
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14927
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14700
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15842
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14000
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14386
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13857
    Aug 21, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14253
    Aug 20, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14792
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In