Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ...

  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ...

  • ସଂସ୍କୃତ ଜ୍ଞାନ ସହ ଆଧୁନିକ ପ୍ରଯୁକ୍ତିର ...

  • ବିଜୁଳି ବିଲ୍ ଭରିବାକୁ ଭିକ ମାଗୁଛି ରୋବଟ

  • ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ...

  • ସିକ୍କିମର ରିମ୍ବି ଅଞ୍ଚଳରେ ଭୂସ୍ଖଳନ, ...

  • ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ...

  • ଇତିହାସ ରଚିଲେ ୱୁଶୁ ଖେଳାଳି ରୋଶିବିନା

  • ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ

  • ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, ...

ରାଜ୍ୟ
Home ›› ରାଜ୍ୟ ››ମାଓ ପ୍ରଭାବିତ ଜିଲ୍ଲା ସଂଖ୍ୟା ୧୦କୁ ହ୍ରାସ: ରାଜ୍ୟପାଳ

ମାଓ ପ୍ରଭାବିତ ଜିଲ୍ଲା ସଂଖ୍ୟା ୧୦କୁ ହ୍ରାସ: ରାଜ୍ୟପାଳ

2022-03-25 07:25:40
14834
Share:
Facebook
Twitter
E-Mail
WhatsApp
Telegram
ମାଓ ପ୍ରଭାବିତ ଜିଲ୍ଲା ସଂଖ୍ୟା ୧୦କୁ ହ୍ରାସ: ରାଜ୍ୟପାଳ

ଭୁବନେଶ୍ୱର:  ଆଜିଠୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି । ତେବେ ପ୍ରଥମେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୃହରେ ନିଜର ଅଭିଭାଷଣ ରଖିଛନ୍ତି । 

ଏହି ଅବରରେ ସେ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ କହିଛନ୍ତି ଯେ ୨୦୨୧ରେ ଆଇନଶୃଙ୍ଖଳା ପରିସ୍ଥିତି  ମୋଟାମୋଟି ଶାନ୍ତିପୂର୍ଣ୍ଣ ।  ରାଜ୍ୟରେ ବାମପନ୍ଥୀ ଉଗ୍ରବାଦକୁ ଦୃଢତାର ସହ ଦମନ କରାଯାଉଛି ।  ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଜିଲ୍ଲା ସଂଖ୍ୟା ୨୧ରୁ ଖସି ୧୦ରେ ପହଞ୍ଚିଛି ।  ପୁଲିସ ପଦକ୍ଷେପ ପାଇଁ ପ୍ରାୟ ୫୮ ଜଣ ମାଓବାଦୀ ନିହତ ହୋଇଛନ୍ତି ।  ୧୯୪ ମାଓବାଦୀଙ୍କୁ ଗିରଫ କରାଯାଇଛି ଓ ୧୦୮ ଜଣ ଆତ୍ମସମର୍ପଣ କରିଛନ୍ତି । 

ସେହିପରି ୨୦୨୧ରୁ ୨୬୭ ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ନାମରେ ମାମଲା ରୁଜୁ କରାଯାଇଛି  ।  ୧୫୧ ଅନୈତିକ, ଅପାରଗ ଓ ଅସାଧୁ କର୍ମଚାରୀଙ୍କୁ ବିଦା କରାଯାଇଛି ବୋଲି ରାଜ୍ୟପାଳ ନିଜ ଅଭିଭାଷଣରେ କହିଛନ୍ତି  ।

ଏହାଛଡ଼ା ସେ କହିଛନ୍ତି ଯେ ରାଜ୍ୟର ପ୍ରତି ଲୋକଙ୍କୁ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ଦିଆଯାଉଛି ।  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଜରିଆରେ  ମାଗଣାରେ ସେବା ଦିଆଯାଉଛି ।  କ୍ୟାପିଟାଲ ହସ୍ପିଟାଲରେ ପିଜିଆଇ ପାଇଁ ସରକାର ମଞ୍ଜୁର କରିଛନ୍ତି ।  କରୋନା ମୁକାବିଲା ପାଇଁ ୫ କୋଟିରୁ ଅଧିକ ଟିକା ଦିଆଗଲାଣି ।  କରୋନା ଟେଷ୍ଟିଂ ପାଇଁ ବ୍ଲକସ୍ତରରେ ବି ବ୍ୟବସ୍ଥା କରାଯାଇଛି ।  ୩୦ ଜିଲ୍ଲାକୁ ରେଳ ସଂଯୋଗ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ।  ସଡ଼କ ନିର୍ମାଣ ଓ ପରିବହନ କ୍ଷେତ୍ରରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଇଛି ।  ଏବେ ଓଡ଼ିଶା ଏକ ବିଦୁ୍ୟତ ବଳକା ରାଜ୍ୟ ହୋଇପାରିଛି ।  କୋଭିଡରେ ଲୋକଙ୍କୁ କାମ ଦେବାକୁ ୨୧ କୋଟି ଶ୍ରମ ଦିବସ କରାଯାଇଛି ।  କର୍ମସଂସ୍ଥାନ ହରାଇଥିବା ପ୍ରବାସୀ ଶ୍ରମିକଙ୍କ ପାଇଁ ପ୍ୟାକେଜ ଘୋଷଣା  ହୋଇଛି ।  ଚାଷୀମାନଙ୍କୁ କାଳିଆ ଯୋଜନାରେ ସହାୟତା ଯୋଗାଇ ଦିଆଯାଉଛି ।  ୨୦୨୦-୨୧ରେ ୫୭ ଲକ୍ଷ  ଚାଷୀ ପରିବାରକୁ ସହାୟତା ମିଳିଛି ।  ବଳରାମ ଯୋଜନାରେ ଭୂମିହୀନ, ଭାଗଚାଷୀଙ୍କୁ ସହାୟତା ଦିଆଯାଉଛି ।  ଚାଷୀଙ୍କୁ ୫୦ ହଜାର ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଛି । 

ସବୁ କଚ୍ଚା ଘରକୁ ପକ୍କା ଘର କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ । ବିଜୁ ପକ୍କା ଘର ଯୋଜନାରେ ୩୧ ଲକ୍ଷ  ପକ୍କା ଘର ଯୋଗଇ ଦିଆଗଲାଣି ।  ବିଜୁ ପକ୍କା ଘର ପାଇଥିବା ହିତାଧିକାରୀଙ୍କୁ ଘର ମରାମତି ସହାୟତା ମିଳିଛି ।  ମରାମତି ପାଇଁ ହିତାଧିକାରୀ ପିଛା ୩ ହଜାର ଟଙ୍କା ପ୍ରଦାନ କରାଯାଇଛି ।  ମରାମତି ବାବଦରେ ମୋଟ ୧୪୪୦ କୋଟି ବ୍ୟୟ କରାଯାଇଛି ।  ମହିଳାଙ୍କୁ ସଶକ୍ତ କରିବାକୁ ମିଶନ ଶକ୍ତିକୁ ତ୍ୱରାନ୍ୱିତ କରାଯାଇଛି । ରାଜ୍ୟରେ ୬ଲକ୍ଷ ଏସଏଚଜିରେ ୧୭ ଲକ୍ଷରୁ ଅଧିକ ସଦସ୍ୟା ରହିଛନ୍ତି ବୋଲି ରାଜ୍ୟପାଳ କହିଛନ୍ତି ।

Powered by Froala Editor

Tags Assembly

Related articles Odisha News Lens 4.1

  • ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, କେତେ ମିଳିବ ଦରମା ଜାଣନ୍ତୁ....
    ଦେଶ-ଦେଶାନ୍ତର

    ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, କେତେ ମିଳିବ ଦରମା ଜାଣନ୍ତୁ....

    15348
    Sep 25, 2026
  • ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ
    ଦେଶ-ଦେଶାନ୍ତର

    ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ

    14922
    Sep 25, 2026
  • ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ବ୍ୟବସାୟୀ
    ଦେଶ-ଦେଶାନ୍ତର

    ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ବ୍ୟବସାୟୀ

    13775
    Sep 25, 2026
  • ବିଜୁଳି ବିଲ୍ ଭରିବାକୁ ଭିକ ମାଗୁଛି ରୋବଟ
    ଦେଶ-ଦେଶାନ୍ତର

    ବିଜୁଳି ବିଲ୍ ଭରିବାକୁ ଭିକ ମାଗୁଛି ରୋବଟ

    14168
    Sep 26, 2026
  • ସିକ୍କିମର ରିମ୍ବି ଅଞ୍ଚଳରେ ଭୂସ୍ଖଳନ, ପର୍ବତ ଢାଲରୁ ପ୍ରବାହିତ ହେଉଛି ବହୁ ପରିମାଣରେ ...
    ଦେଶ-ଦେଶାନ୍ତର

    ସିକ୍କିମର ରିମ୍ବି ଅଞ୍ଚଳରେ ଭୂସ୍ଖଳନ, ପର୍ବତ ଢାଲରୁ ପ୍ରବାହିତ ହେଉଛି ବହୁ ପରିମାଣରେ ...

    13491
    Sep 25, 2026
  •  ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ପଶ୍ଚିମବଙ୍ଗରେ ବ୍ୟୟ କରିଛି ବିଜେପି
    ଦେଶ-ଦେଶାନ୍ତର

    ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ପଶ୍ଚିମବଙ୍ଗରେ ବ୍ୟୟ କରିଛି ବିଜେପି

    14719
    Sep 25, 2026
  • ଇତିହାସ ରଚିଲେ ୱୁଶୁ ଖେଳାଳି ରୋଶିବିନା
    ଖେଳ ଖବର

    ଇତିହାସ ରଚିଲେ ୱୁଶୁ ଖେଳାଳି ରୋଶିବିନା

    14796
    Sep 25, 2026
  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି
    ଦେଶ-ଦେଶାନ୍ତର

    ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି

    13584
    Sep 26, 2026
  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର
    ଦେଶ-ଦେଶାନ୍ତର

    ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15488
    Sep 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୁଳି ବିଲ୍ ଭରିବାକୁ ଭିକ ମାଗୁଛି ରୋବଟ

    14168
    Sep 26, 2026
  • ଦେଶ-ଦେଶାନ୍ତର

    ସିକ୍କିମର ରିମ୍ବି ଅଞ୍ଚଳରେ ଭୂସ୍ଖଳନ, ପର୍ବତ ଢାଲରୁ ପ୍ରବାହିତ ହେଉଛି ବହୁ ପରିମାଣରେ କାଦୁଅ ଏବଂ ଭଗ୍ନାବଶେଷ

    13491
    Sep 25, 2026
  • ଦେଶ-ଦେଶାନ୍ତର

    ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15488
    Sep 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17127
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17813
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17785
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18197
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15622
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15184
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14561
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14799
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16429
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14422
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15617
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15381
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14671
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, କେତେ ମିଳିବ ଦରମା ଜାଣନ୍ତୁ....

    15348
    Sep 25, 2026
  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15488
    Sep 26, 2026
  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି

    13584
    Sep 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In