Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ...

  • ଶସ୍ତା ହେଲା ଏଲପିଜି ସିଲିଣ୍ଡର

  • ବାଣ ତିଆରି କାରଖାନାରେ ହଠାତ୍‌ ବିସ୍ପୋରଣ, ...

  • ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

  • ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ...

  • ଆଜିଠୁ ଟ୍ରେନ ଟିକେଟ ମୂଲ୍ୟ ବୃଦ୍ଧି

  • ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ...

  • ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ...

  • ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ...

  • ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’

ରାଜ୍ୟ
Home ›› ରାଜ୍ୟ ››ପ୍ରତିଷ୍ଠା ହେବ ଆଦର୍ଶ ବରପୁତ୍ର ଗ୍ରାମ: ରାଜ୍ୟପାଳ

ପ୍ରତିଷ୍ଠା ହେବ ଆଦର୍ଶ ବରପୁତ୍ର ଗ୍ରାମ: ରାଜ୍ୟପାଳ

2022-03-25 07:27:05
14439
Share:
Facebook
Twitter
E-Mail
WhatsApp
Telegram
ପ୍ରତିଷ୍ଠା ହେବ ଆଦର୍ଶ ବରପୁତ୍ର ଗ୍ରାମ: ରାଜ୍ୟପାଳ


ଭୁବନେଶ୍ୱର:  ରାଜ୍ୟର ଐତିହ୍ୟ ଓ ସଂସ୍କୃତିର ସୁରକ୍ଷା ପାଇଁ ଆଦର୍ଶ ବରପୁତ୍ର ଗ୍ରାମ ପ୍ରତିଷ୍ଠା ହେବ ।  ବରପୁତ୍ର ଗ୍ରାମ ପାଇଁ ୧୧୭ ଜଣ ବିଶିଷ୍ଟ ବ୍ୟକ୍ତିଙ୍କ ତାଲିକା ସଂକଳିତ ହୋଇଛି ବୋଲି  ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି ।  ଆଜିଠୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଥିବାବେଳେ ରାଜ୍ୟପାଳ ଗୃହରେ ନିଜର ଅଭିଭାଷଣ ରଖି ଏହା କହିଛନ୍ତି ।

ଏହି ଅବରରେ ସେ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ କହିଛନ୍ତି ଯେ ୨୦୨୧ରେ ଆଇନଶୃଙ୍ଖଳା ପରିସ୍ଥିତି  ମୋଟାମୋଟି ଶାନ୍ତିପୂର୍ଣ୍ଣ ।  ରାଜ୍ୟରେ ବାମପନ୍ଥୀ ଉଗ୍ରବାଦକୁ ଦୃଢତାର ସହ ଦମନ କରାଯାଉଛି ।  ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଜିଲ୍ଲା ସଂଖ୍ୟା ୨୧ରୁ ଖସି ୧୦ରେ ପହଞ୍ଚିଛି ।  ପୁଲିସ ପଦକ୍ଷେପ ପାଇଁ ପ୍ରାୟ ୫୮ ଜଣ ମାଓବାଦୀ ନିହତ ହୋଇଛନ୍ତି ।  ୧୯୪ ମାଓବାଦୀଙ୍କୁ ଗିରଫ କରାଯାଇଛି ଓ ୧୦୮ ଜଣ ଆତ୍ମସମର୍ପଣ କରିଛନ୍ତି । 

ସେହିପରି ୨୦୨୧ରୁ ୨୬୭ ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ନାମରେ ମାମଲା ରୁଜୁ କରାଯାଇଛି  ।  ୧୫୧ ଅନୈତିକ, ଅପାରଗ ଓ ଅସାଧୁ କର୍ମଚାରୀଙ୍କୁ ବିଦା କରାଯାଇଛି ବୋଲି ରାଜ୍ୟପାଳ ନିଜ ଅଭିଭାଷଣରେ କହିଛନ୍ତି  ।

ଏହାଛଡ଼ା ସେ କହିଛନ୍ତି ଯେ ରାଜ୍ୟର ପ୍ରତି ଲୋକଙ୍କୁ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ଦିଆଯାଉଛି ।  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଜରିଆରେ  ମାଗଣାରେ ସେବା ଦିଆଯାଉଛି ।  କ୍ୟାପିଟାଲ ହସ୍ପିଟାଲରେ ପିଜିଆଇ ପାଇଁ ସରକାର ମଞ୍ଜୁର କରିଛନ୍ତି ।  କରୋନା ମୁକାବିଲା ପାଇଁ ୫ କୋଟିରୁ ଅଧିକ ଟିକା ଦିଆଗଲାଣି ।  କରୋନା ଟେଷ୍ଟିଂ ପାଇଁ ବ୍ଲକସ୍ତରରେ ବି ବ୍ୟବସ୍ଥା କରାଯାଇଛି ।  ୩୦ ଜିଲ୍ଲାକୁ ରେଳ ସଂଯୋଗ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ।  ସଡ଼କ ନିର୍ମାଣ ଓ ପରିବହନ କ୍ଷେତ୍ରରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଇଛି ।  ଏବେ ଓଡ଼ିଶା ଏକ ବିଦୁ୍ୟତ ବଳକା ରାଜ୍ୟ ହୋଇପାରିଛି ।  କୋଭିଡରେ ଲୋକଙ୍କୁ କାମ ଦେବାକୁ ୨୧ କୋଟି ଶ୍ରମ ଦିବସ କରାଯାଇଛି ।  କର୍ମସଂସ୍ଥାନ ହରାଇଥିବା ପ୍ରବାସୀ ଶ୍ରମିକଙ୍କ ପାଇଁ ପ୍ୟାକେଜ ଘୋଷଣା  ହୋଇଛି ।  ଚାଷୀମାନଙ୍କୁ କାଳିଆ ଯୋଜନାରେ ସହାୟତା ଯୋଗାଇ ଦିଆଯାଉଛି ।  ୨୦୨୦-୨୧ରେ ୫୭ ଲକ୍ଷ  ଚାଷୀ ପରିବାରକୁ ସହାୟତା ମିଳିଛି ।  ବଳରାମ ଯୋଜନାରେ ଭୂମିହୀନ, ଭାଗଚାଷୀଙ୍କୁ ସହାୟତା ଦିଆଯାଉଛି ।  ଚାଷୀଙ୍କୁ ୫୦ ହଜାର ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଛି । 

ସବୁ କଚ୍ଚା ଘରକୁ ପକ୍କା ଘର କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ । ବିଜୁ ପକ୍କା ଘର ଯୋଜନାରେ ୩୧ ଲକ୍ଷ  ପକ୍କା ଘର ଯୋଗଇ ଦିଆଗଲାଣି ।  ବିଜୁ ପକ୍କା ଘର ପାଇଥିବା ହିତାଧିକାରୀଙ୍କୁ ଘର ମରାମତି ସହାୟତା ମିଳିଛି ।  ମରାମତି ପାଇଁ ହିତାଧିକାରୀ ପିଛା ୩ ହଜାର ଟଙ୍କା ପ୍ରଦାନ କରାଯାଇଛି ।  ମରାମତି ବାବଦରେ ମୋଟ ୧୪୪୦ କୋଟି ବ୍ୟୟ କରାଯାଇଛି ।  ମହିଳାଙ୍କୁ ସଶକ୍ତ କରିବାକୁ ମିଶନ ଶକ୍ତିକୁ ତ୍ୱରାନ୍ୱିତ କରାଯାଇଛି । ରାଜ୍ୟରେ ୬ଲକ୍ଷ ଏସଏଚଜିରେ ୧୭ ଲକ୍ଷରୁ ଅଧିକ ସଦସ୍ୟା ରହିଛନ୍ତି ବୋଲି ରାଜ୍ୟପାଳ କହିଛନ୍ତି ।  

ଏହି ସ୍ୱଳ୍ପକାଳୀନ ବଜେଟ ଅଧିବେଶନ ମାର୍ଚ୍ଚ ୩୧ ତାରିଖ ଯାଏଁ ଚାଲିବ । ଏହି ୭ ଦିନ ମଧ୍ୟରେ ରବିବାର ଛୁଟି ଦିନ ପଡୁଥିବାର ଅନ୍ୟ ୬ ଦିନ ଗୃହକାର୍ୟ୍ୟ ଚାଲିବ । ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିରୋଧୀ । ବଜେଟ ଅଧିବେଶନର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ପହଞ୍ଚିଛନ୍ତି । କୋଭିଡ ସ୍ଥିତି ସ୍ୱାଭାବିକ ହେବା ପରେ ଅଧିବେଶନର ପ୍ରଥମ ଦିବସରେ ମୁଖ୍ୟମନ୍ତ୍ରୀ ବିଧାନସଭା ଆସିଛନ୍ତି ।

କାର୍ୟ୍ୟସୂଚୀ ଅନୁଯାୟୀ, ୨୮ ତାରିଖ ଯାଏଁ ମୋଟ ୩ ଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଗୃହରେ ଆଲୋଚନା ହେବ । ୩୦ରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଉପସ୍ଥାପନ କରିବେ । ୩୧ ତାରିଖରେ ଭୋଟ ଅନ୍ ଆକାଉଣ୍ଟ ଜରିଆରେ ଗୃହରେ ବ୍ୟୟ ମଞ୍ଜୁର ବିଲ୍ ପାରିତ କରାଯିବ । 

Powered by Froala Editor

Tags Assembly

Related articles Odisha News Lens 4.1

  • ହେରା ଫେରି ବିବାଦ ଶେଷ, ଫେରିବେ ପରେଶ
    ମନୋରଞ୍ଜନ

    ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

    15085
    Jul 01, 2025
  • ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ

    13618
    Jul 01, 2025
  • ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ଟି. ରାଜା ସିଂହ
    ଦେଶ-ଦେଶାନ୍ତର

    ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ଟି. ରାଜା ସିଂହ

    13658
    Jun 30, 2025
  • ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ନେଇଥିଲେ ଶେଫାଳୀ
    ମନୋରଞ୍ଜନ

    ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ନେଇଥିଲେ ଶେଫାଳୀ

    14674
    Jul 01, 2025
  • ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ

    14820
    Jun 30, 2025
  • ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’
    ଦେଶ-ଦେଶାନ୍ତର

    ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’

    14380
    Jun 30, 2025
  • ଶସ୍ତା ହେଲା ଏଲପିଜି ସିଲିଣ୍ଡର
    ଦେଶ-ଦେଶାନ୍ତର

    ଶସ୍ତା ହେଲା ଏଲପିଜି ସିଲିଣ୍ଡର

    14267
    Jul 01, 2025
  • ବାଣ ତିଆରି କାରଖାନାରେ ହଠାତ୍‌ ବିସ୍ପୋରଣ, ୫ ମୃତ
    ଦେଶ-ଦେଶାନ୍ତର

    ବାଣ ତିଆରି କାରଖାନାରେ ହଠାତ୍‌ ବିସ୍ପୋରଣ, ୫ ମୃତ

    15125
    Jul 01, 2025
  • ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ଯୌତୁକ ପାଇଁ ଜୀବନ ହାରିଦେଲା ଝିଅ
    ଦେଶ-ଦେଶାନ୍ତର

    ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ଯୌତୁକ ପାଇଁ ଜୀବନ ହାରିଦେଲା ଝିଅ

    15632
    Jun 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ

    14820
    Jun 30, 2025
  • ଦେଶ-ଦେଶାନ୍ତର

    ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ

    13618
    Jul 01, 2025
  • ମନୋରଞ୍ଜନ

    ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

    15085
    Jul 01, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16598
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16715
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17029
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15519
    Apr 03, 2021

ବିଶେଷ

  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    15047
    Jun 30, 2025
  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ

    15435
    Jun 30, 2025
  • ଦିନକୁ କେତେ ଥର ପିଇବେ ଗ୍ରୀନ୍‌-ଟି ?

    15667
    Jun 29, 2025
  • ଡାଇବେଟିସ୍‌ ରୋଗୀ ଖାଇପାରିବେ ଏହି ମିଠା

    15560
    Jun 29, 2025
  • ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା

    15980
    Jun 28, 2025

ବାଣିଜ୍ୟ

ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

ହଜାର ହଜାର ସଂଖ୍ୟାରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଚଳିତ ବର୍ଷ ଐଶ୍ୱରୀୟ ଯାତ୍ରାରେ ଭକ୍ତମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି

ପୁରୀ: ପୁରୀ ରଥଯାତ୍ରା ଭାରତର ଅନ୍ୟତମ ସର୍ବାଧିକ ପୂଜ୍ୟ ଆଧ୍ୟ ...

  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15562
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15540
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15009
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14830
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

    15085
    Jul 01, 2025
  • ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ଯୌତୁକ ପାଇଁ ଜୀବନ ହାରିଦେଲା ଝିଅ

    15632
    Jun 30, 2025
  • ବାଣ ତିଆରି କାରଖାନାରେ ହଠାତ୍‌ ବିସ୍ପୋରଣ, ୫ ମୃତ

    15125
    Jul 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In