Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏୟାରଟେଲର ନୂଆ ରିଚାର୍ଜ ପ୍ଲାନ୍‌, ...

  • ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ୍ ...

  • ଧରାପଡ଼ିଲା ତେଜସ୍ଵୀ ଯାଦବଙ୍କ ମିଛ

  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ...

  • ବହୁ ଉପାଦେୟ ମେଥିପାଣି

  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ...

  • ବଢ଼ିବାରେ ଲାଗିଛି ଅନିଲ ଅମ୍ବାନୀଙ୍କ ...

  • କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ...

  • ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ...

  • ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ...

ରାଜ୍ୟ
Home ›› ରାଜ୍ୟ ››ପୌର ଫଳାଫଳ(ଝାରସୁଗୁଡ଼ା ଜିଲ୍ଲା): କିଏ କେଉଁଠି ବିଜୟୀ ଓ ଆଗୁଆ ଜାଣନ୍ତୁ

ପୌର ଫଳାଫଳ(ଝାରସୁଗୁଡ଼ା ଜିଲ୍ଲା): କିଏ କେଉଁଠି ବିଜୟୀ ଓ ଆଗୁଆ ଜାଣନ୍ତୁ

2022-03-26 05:39:39
13563
Share:
Facebook
Twitter
E-Mail
WhatsApp
Telegram
ପୌର ଫଳାଫଳ(ଝାରସୁଗୁଡ଼ା ଜିଲ୍ଲା): କିଏ କେଉଁଠି ବିଜୟୀ ଓ ଆଗୁଆ ଜାଣନ୍ତୁ

ଭୁବନେଶ୍ୱର:  ଆଜି ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ସକାଳୁ ସକାଳୁ ଗଣତି ଆରମ୍ଭ ହୋଇଥିବା ବେଳେ ଦେଖାଦେଲାଣି ବିଜେଡି ଟ୍ରେଣ୍ଡ । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ରହିଛି । ତେବେ କିଏ କେଉଁଠି ବିଜୟୀ ଓ ଆଗୁଆ ଅଛନ୍ତି ସେ ସମ୍ପର୍କରେ ଜାଣନ୍ତୁ  ।

ପୌରାଧ୍ୟକ୍ଷ-(ଝାରସୁଗୁଡ଼ା ଜିଲ୍ଲା):
ଝାରସୁଗୁଡ଼ାରେ ବିଜେଡିର ରାଣୀ ହାତୀ ଆଗୁଆ
ବେଲପାହାଡ଼ରେ କଂଗ୍ରେସର ନିମାଇଁ ପଣ୍ଡା ଆଗୁଆ
ବ୍ରଜରାଜନଗରରେ ବିଜେଡିର ଯାଜ୍ଞସେନୀ ଓରାମ ଆଗୁଆ


ରାଜ୍ୟରେ ଚାଲିଛି ପୌର ଭୋଟ ଗଣତି । ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟ୍ ଗଣତି । ରାଜ୍ୟର ୫୮ଟି ଏନଏସି, ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ଭୋଟ ଗଣତି ଚାଲିଛି । ଭଦ୍ରକ ଜିଲ୍ଲାର ନବଗଠିତ ଧାମନଗର ଏନଏସିରେ ଭୋଟ ଗଣତି ହେବ ନାହିଁ । ୬ଟି ଓ୍ୱାର୍ଡରେ ପୁନଃ ମତଦାନ ହେବାକୁ ଥିବାରୁ ଏଠାରେ ଗଣତି ସ୍ଥଗିତ ରଖାଯାଇଛି । ପ୍ରତି ବିଜ୍ଞାପିତ ପରିଷଦ ଗଣତି କେନ୍ଦ୍ରରେ ୨ଟି ଟେବୁଲରେ କାଉଣ୍ଟିଂ ହେଉଛି ।
ତେବେ ବର୍ତ୍ତମାନର ୧୦୬ ପୌରପରିଷଦର  ଫଳାଫଳର ଟ୍ରେଣ୍ଡ ଅନୁଯାୟୀ ବିଜେଡି ୭୩ ପୌରପରିଷଦ ହାତେଇଛି । ସେହିପରି ବିଜେପି ୧୭, କଂଗ୍ରେସ ୦୬ ଓ ଅନ୍ୟାନ୍ୟ ୧୦ ପୌରପରିଷଦ ହାତେଇଥିବା ଜଣାଯାଇଛି ।

ପ୍ରକାଶ ଯେ ପୌର ପରିଷଦରେ ୫ଟି ଟେବୁଲ ଏବଂ ମହାନଗର ନିଗମରେ ୧୨ଟି ଟେବୁଲରେ ଭୋଟ ଗଣତି ହେଉଛି । କାଉନସିଲର ଓ କର୍ପୋରେଟରଙ୍କ ପାଇଁ ଯେତିକି ଟେବୁଲର ବ୍ୟବସ୍ଥା ହୋଇଛି ସେହି ସ୍ଥାନରେ ସେତିକି ଟେବୁଲରେ ପୌରଧ୍ୟକ୍ଷ ଓ ମେୟରଙ୍କ ପାଇଁ ଭୋଟ ଗଣତି ହେଉଛି । ପ୍ରତି ଗଣତି କେନ୍ଦ୍ରରେ ସିସିଟିଭି କିମ୍ବା ଭିଡିଓଗ୍ରାଫିର ବ୍ୟବସ୍ଥା ହୋଇଛି । ତିନିଥାକିଆ ସୁରକ୍ଷା ବ୍ୟବସ୍ଥାରେ ଇଭିଏମ ଗଣତି ପୂର୍ବରୁ ପ୍ରଥମେ ପୋଷ୍ଟଲ ବାଲଟ ଗଣତି ଚାଲିଛି । ପ୍ରତି ୱାର୍ଡର ଗଣତି ପରେ ଫଳ ଘୋଷଣା ହେବ । ସେହିପରି ମେୟର ଓ ପୌରଧ୍ୟକ୍ଷଙ୍କ ପ୍ରତ୍ୟେକ ରାଉଣ୍ଡ ପରେ ଫଳାଫଳ ଘୋଷଣା କରାଯିବ । ପ୍ରତି ଟେବୁଲରେ ଜଣେ ଲେଖାଏଁ କାଉଣ୍ଟିଂ ସୁପରଭାଇଜର, ଜଣେ ସହକାରୀ ନିୟୋଜିତ ରହିଛନ୍ତି ।

Powered by Froala Editor

Tags Election result

Related articles Odisha News Lens 4.1

  • ବଢ଼ିବାରେ ଲାଗିଛି ଅନିଲ ଅମ୍ବାନୀଙ୍କ ଅଡୁଆ, ସମନ ଜାରି କଲା ଇଡି
    ଦେଶ-ଦେଶାନ୍ତର

    ବଢ଼ିବାରେ ଲାଗିଛି ଅନିଲ ଅମ୍ବାନୀଙ୍କ ଅଡୁଆ, ସମନ ଜାରି କଲା ଇଡି

    14881
    Aug 01, 2025
  •  ବହୁ ଉପାଦେୟ ମେଥିପାଣି
    ବିଶେଷ

    ବହୁ ଉପାଦେୟ ମେଥିପାଣି

    14894
    Aug 02, 2025
  • ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ଜାଣନ୍ତୁ କ’ଣ?

    15289
    Aug 01, 2025
  • କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    14305
    Aug 01, 2025
  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ...
    ବାଣିଜ୍ୟ

    ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ...

    14073
    Aug 01, 2025
  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....
    ବିଶେଷ

    ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....

    14862
    Aug 02, 2025
  • ଧରାପଡ଼ିଲା ତେଜସ୍ଵୀ ଯାଦବଙ୍କ ମିଛ
    ଦେଶ-ଦେଶାନ୍ତର

    ଧରାପଡ଼ିଲା ତେଜସ୍ଵୀ ଯାଦବଙ୍କ ମିଛ

    14675
    Aug 02, 2025
  • ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ଓ ରାଣୀଙ୍କ ନାଁ ତାଲିକାର ଆଗରେ
    ମନୋରଞ୍ଜନ

    ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ଓ ରାଣୀଙ୍କ ନାଁ ତାଲିକାର ଆଗରେ

    14674
    Aug 01, 2025
  •  ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ୍ କିଷାନ୍ ନିଧିର ୨୦ତମ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ୍ କିଷାନ୍ ନିଧିର ୨୦ତମ କିସ୍ତି ଟଙ୍କା

    13833
    Aug 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ଜାଣନ୍ତୁ କ’ଣ?

    15289
    Aug 01, 2025
  • ଦେଶ-ଦେଶାନ୍ତର

    ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ୍ କିଷାନ୍ ନିଧିର ୨୦ତମ କିସ୍ତି ଟଙ୍କା

    13833
    Aug 02, 2025
  • ବିଶେଷ

    ବହୁ ଉପାଦେୟ ମେଥିପାଣି

    14894
    Aug 02, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16650
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16763
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17088
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15569
    Apr 03, 2021

ବିଶେଷ

  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....

    14862
    Aug 02, 2025
  • ବହୁ ଉପାଦେୟ ମେଥିପାଣି

    14894
    Aug 02, 2025
  • ଏମିତି କଲେ ଘରୁ ଦୂରେଇ ଯିବେ ଝିଟିପିଟି

    14559
    Jul 31, 2025
  • ଉପକାରୀ ଗୁଣରେ ଭରପୁର ଭିଟାମିନ୍‌-ଇ’

    14491
    Jul 31, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    15181
    Jul 30, 2025

ବାଣିଜ୍ୟ

ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

ନୂଆଦିଲ୍ଲୀ: ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନି ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ଭାବରେ ଶ୍ରୀ କେ ଜେ ପଟେଲଙ୍କ ନାମ ଘୋଷଣା କରିଛନ୍ତି । ଶ୍ରୀ ପଟେଲ ଡାଇରେକ୍ଟର, ଟେକ୍‌ନିକାଲ, ଇଫ୍&z ...

  • ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

    14258
    Jul 28, 2025
  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14720
    Jul 28, 2025
  • ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

    14811
    Jul 25, 2025
  • ନ୍ୟୁବର୍ଗ ପଲ୍ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ, ଏଥିରେ ରହିଛି, ସହରର ପ୍ରଥମ ଉନ୍ନତ ପେଟ୍-ସିଟି (PET-CT) ବ୍ୟବସ୍ଥା

    14157
    Jul 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଧରାପଡ଼ିଲା ତେଜସ୍ଵୀ ଯାଦବଙ୍କ ମିଛ

    14675
    Aug 02, 2025
  • ବଢ଼ିବାରେ ଲାଗିଛି ଅନିଲ ଅମ୍ବାନୀଙ୍କ ଅଡୁଆ, ସମନ ଜାରି କଲା ଇଡି

    14881
    Aug 01, 2025
  • କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    14305
    Aug 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In