Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ...

  • ଏହି କାରଣରୁ କ୍ଷମା ମାଗିଲେ ବିଜେପି ...

  • ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ...

  • ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ...

  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

Home ›› ››ପୌର ଫଳାଫଳ(ଝାରସୁଗୁଡ଼ା ଜିଲ୍ଲା): କିଏ କେଉଁଠି ବିଜୟୀ ଓ ଆଗୁଆ ଜାଣନ୍ତୁ

ପୌର ଫଳାଫଳ(ଝାରସୁଗୁଡ଼ା ଜିଲ୍ଲା): କିଏ କେଉଁଠି ବିଜୟୀ ଓ ଆଗୁଆ ଜାଣନ୍ତୁ

2022-03-26 05:39:39
13592
Share:
Facebook
Twitter
E-Mail
WhatsApp
Telegram
ପୌର ଫଳାଫଳ(ଝାରସୁଗୁଡ଼ା ଜିଲ୍ଲା): କିଏ କେଉଁଠି ବିଜୟୀ ଓ ଆଗୁଆ ଜାଣନ୍ତୁ

ଭୁବନେଶ୍ୱର:  ଆଜି ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ସକାଳୁ ସକାଳୁ ଗଣତି ଆରମ୍ଭ ହୋଇଥିବା ବେଳେ ଦେଖାଦେଲାଣି ବିଜେଡି ଟ୍ରେଣ୍ଡ । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ରହିଛି । ତେବେ କିଏ କେଉଁଠି ବିଜୟୀ ଓ ଆଗୁଆ ଅଛନ୍ତି ସେ ସମ୍ପର୍କରେ ଜାଣନ୍ତୁ  ।

ପୌରାଧ୍ୟକ୍ଷ-(ଝାରସୁଗୁଡ଼ା ଜିଲ୍ଲା):
ଝାରସୁଗୁଡ଼ାରେ ବିଜେଡିର ରାଣୀ ହାତୀ ଆଗୁଆ
ବେଲପାହାଡ଼ରେ କଂଗ୍ରେସର ନିମାଇଁ ପଣ୍ଡା ଆଗୁଆ
ବ୍ରଜରାଜନଗରରେ ବିଜେଡିର ଯାଜ୍ଞସେନୀ ଓରାମ ଆଗୁଆ


ରାଜ୍ୟରେ ଚାଲିଛି ପୌର ଭୋଟ ଗଣତି । ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟ୍ ଗଣତି । ରାଜ୍ୟର ୫୮ଟି ଏନଏସି, ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ଭୋଟ ଗଣତି ଚାଲିଛି । ଭଦ୍ରକ ଜିଲ୍ଲାର ନବଗଠିତ ଧାମନଗର ଏନଏସିରେ ଭୋଟ ଗଣତି ହେବ ନାହିଁ । ୬ଟି ଓ୍ୱାର୍ଡରେ ପୁନଃ ମତଦାନ ହେବାକୁ ଥିବାରୁ ଏଠାରେ ଗଣତି ସ୍ଥଗିତ ରଖାଯାଇଛି । ପ୍ରତି ବିଜ୍ଞାପିତ ପରିଷଦ ଗଣତି କେନ୍ଦ୍ରରେ ୨ଟି ଟେବୁଲରେ କାଉଣ୍ଟିଂ ହେଉଛି ।
ତେବେ ବର୍ତ୍ତମାନର ୧୦୬ ପୌରପରିଷଦର  ଫଳାଫଳର ଟ୍ରେଣ୍ଡ ଅନୁଯାୟୀ ବିଜେଡି ୭୩ ପୌରପରିଷଦ ହାତେଇଛି । ସେହିପରି ବିଜେପି ୧୭, କଂଗ୍ରେସ ୦୬ ଓ ଅନ୍ୟାନ୍ୟ ୧୦ ପୌରପରିଷଦ ହାତେଇଥିବା ଜଣାଯାଇଛି ।

ପ୍ରକାଶ ଯେ ପୌର ପରିଷଦରେ ୫ଟି ଟେବୁଲ ଏବଂ ମହାନଗର ନିଗମରେ ୧୨ଟି ଟେବୁଲରେ ଭୋଟ ଗଣତି ହେଉଛି । କାଉନସିଲର ଓ କର୍ପୋରେଟରଙ୍କ ପାଇଁ ଯେତିକି ଟେବୁଲର ବ୍ୟବସ୍ଥା ହୋଇଛି ସେହି ସ୍ଥାନରେ ସେତିକି ଟେବୁଲରେ ପୌରଧ୍ୟକ୍ଷ ଓ ମେୟରଙ୍କ ପାଇଁ ଭୋଟ ଗଣତି ହେଉଛି । ପ୍ରତି ଗଣତି କେନ୍ଦ୍ରରେ ସିସିଟିଭି କିମ୍ବା ଭିଡିଓଗ୍ରାଫିର ବ୍ୟବସ୍ଥା ହୋଇଛି । ତିନିଥାକିଆ ସୁରକ୍ଷା ବ୍ୟବସ୍ଥାରେ ଇଭିଏମ ଗଣତି ପୂର୍ବରୁ ପ୍ରଥମେ ପୋଷ୍ଟଲ ବାଲଟ ଗଣତି ଚାଲିଛି । ପ୍ରତି ୱାର୍ଡର ଗଣତି ପରେ ଫଳ ଘୋଷଣା ହେବ । ସେହିପରି ମେୟର ଓ ପୌରଧ୍ୟକ୍ଷଙ୍କ ପ୍ରତ୍ୟେକ ରାଉଣ୍ଡ ପରେ ଫଳାଫଳ ଘୋଷଣା କରାଯିବ । ପ୍ରତି ଟେବୁଲରେ ଜଣେ ଲେଖାଏଁ କାଉଣ୍ଟିଂ ସୁପରଭାଇଜର, ଜଣେ ସହକାରୀ ନିୟୋଜିତ ରହିଛନ୍ତି ।

Powered by Froala Editor

Tags Election result

Related articles Odisha News Lens 4.1

  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ
    ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13547
    Apr 21, 2026
  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

    14641
    Apr 21, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା
    ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    14104
    Apr 21, 2026
  • ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ - ଆଇସିସିସିଡି ...
    ଦେଶ-ଦେଶାନ୍ତର

    ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ - ଆଇସିସିସିଡି ...

    14399
    Apr 22, 2026
  • ଏହି କାରଣରୁ କ୍ଷମା ମାଗିଲେ ବିଜେପି ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଏହି କାରଣରୁ କ୍ଷମା ମାଗିଲେ ବିଜେପି ମନ୍ତ୍ରୀ

    14220
    Apr 22, 2026
  • ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ଅମିତ୍ ଶାହା
    ଦେଶ-ଦେଶାନ୍ତର

    ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ଅମିତ୍ ଶାହା

    15238
    Apr 22, 2026
  • ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ଅଧିକାରୀଙ୍କ ଝିଅକୁ ସନ୍ଦେହଜନକ ପରିସ୍ଥିତିରେ ହତ୍ୟା
    ଦେଶ-ଦେଶାନ୍ତର

    ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ଅଧିକାରୀଙ୍କ ଝିଅକୁ ସନ୍ଦେହଜନକ ପରିସ୍ଥିତିରେ ହତ୍ୟା

    14241
    Apr 22, 2026
  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ
    ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15364
    Apr 21, 2026
  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ
    ଦେଶ-ଦେଶାନ୍ତର

    ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

    15590
    Apr 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    14104
    Apr 21, 2026
  • ଦେଶ-ଦେଶାନ୍ତର

    ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ଅମିତ୍ ଶାହା

    15238
    Apr 22, 2026
  • ଦେଶ-ଦେଶାନ୍ତର

    ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ଅଧିକାରୀଙ୍କ ଝିଅକୁ ସନ୍ଦେହଜନକ ପରିସ୍ଥିତିରେ ହତ୍ୟା

    14241
    Apr 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17429
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17483
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17842
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16312
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14366
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13862
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16176
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15871
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16227
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15348
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15081
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15581
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13879
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

    14641
    Apr 21, 2026
  • ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ଅଧିକାରୀଙ୍କ ଝିଅକୁ ସନ୍ଦେହଜନକ ପରିସ୍ଥିତିରେ ହତ୍ୟା

    14241
    Apr 22, 2026
  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15364
    Apr 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In