Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ବାଣିଜ୍ୟ
Home ›› ବାଣିଜ୍ୟ ››ଜିଓ ପକ୍ଷରୁ ଆଇପିଏଲ୍ ପ୍ରେମୀଙ୍କ ପାଇଁ ଦୁଇ ନୂଆ ପ୍ଲାନ୍ ଘୋଷଣା

ଜିଓ ପକ୍ଷରୁ ଆଇପିଏଲ୍ ପ୍ରେମୀଙ୍କ ପାଇଁ ଦୁଇ ନୂଆ ପ୍ଲାନ୍ ଘୋଷଣା

2022-03-27 07:02:55
22865
Share:
Facebook
Twitter
E-Mail
WhatsApp
Telegram
ଜିଓ ପକ୍ଷରୁ ଆଇପିଏଲ୍ ପ୍ରେମୀଙ୍କ ପାଇଁ ଦୁଇ ନୂଆ ପ୍ଲାନ୍ ଘୋଷଣା

- ଦୁଇ ନୂଆ ଦଳ ସମେତ ଦଶଟି ଦଳର ସହଯୋଗୀ ହେବାରେ ଜିଓ ଏକମାତ୍ର ବ୍ରାଣ୍ଡ୍‌

ଭୁବନେଶ୍ୱର: ଦେଶର ସର୍ବବୃହତ ଟେଲିକମ୍ ଅପରେଟର ଜିଓ ପକ୍ଷରୁ ଆଇପିଏଲ୍ ପ୍ରେମୀଙ୍କ ପାଇଁ ଉତ୍ସର୍ଗୀକୃତ ଦୁଇଟି ନୂଆ ପ୍ଲାନ୍ ଘୋଷଣା କରାଯାଛି । ଡିଜ୍‌ନି+ହଟ୍‌ଷ୍ଟାର୍ ମୋବାଇଲ୍ ସବ୍‌ସ୍କ୍ରିପ୍‌ସନ୍ ସହିତ ଦୁଇଟି ନୂଆ ମୋବାଇଲ୍ ପ୍ଲାନର ଶୁଭାରମ୍ଭ କରାଯାଇଛି, ୫୫-ଦିନିଆ ବୈଧତା ସହିତ ୫୫୫ ଟଙ୍କିଆ ଜିଓ କ୍ରିକେଟ୍ ଡାଟା ଆଡ୍‌-ଅନ୍ ପ୍ଲାନ୍ ଓ ୨୯୯୯ ଟଙ୍କିଆ ବାର୍ଷିକ ପ୍ଲାନ୍ ।

ନୂଆ ୫୫୫ ଟଙ୍କିଆ ଜିଓ କ୍ରିକେଟ୍ ଆଡ୍‌-ଅନ୍ ପ୍ୟାକ୍‌ରେ ବ୍ୟବହାରକାରୀମାନେ ଅସୀମିତ ଭଏସ୍‌, ୫୫ ଜିବିର ଅସୀମିତ ଡାଟା ସହିତ ଏକ ବର୍ଷର ଡିଜ୍‌ନି+ହଟ୍‌ଷ୍ଟାର୍ ମୋବାଇଲ୍ ସବ୍‌ସ୍କ୍ରିପ୍‌ସନ୍ ପାଇପାରିବେ । ବ୍ୟବହାରକାରୀମାନେ ସମସ୍ତ ଜିଓ ଆପ୍‌ର ମାଗଣା ବ୍ୟବହାର ସୁବିଧା ମଧ୍ୟ ପାଇପାରିବେ ।

ଅନ୍ୟ ନୂଆ ପ୍ଲାନଟି ହେଉଛି ୨୯୯୯ ଟଙ୍କିଆ ବାର୍ଷିକ ପ୍ଲାନ୍ ଯେଉଁଥିରେ ବ୍ୟବହାରକାରୀମାନେ ଦୈନିକ ୨.୫ ଜିବି ଡାଟା ସହିତ ଅସୀମିତ ଭଏସ୍ ଓ ଦୈନିକ ୧୦୦ ଏସ୍‌ଏମ୍‌ଏସ୍ ପାଇପାରିବେ । ୩୬୫ ଦିନର ବୈଧତା ସହିତ ଏଥିରେ ଜିଓ ଆପ୍ ଓ ଡିଜ୍‌ନି+ହଟ୍‌ଷ୍ଟାର ମୋବାଇଲ୍ ସବ୍‌ସ୍କ୍ରିପ୍‌ସନ୍ ୧ ବର୍ଷ ପାଇଁ ମାଗଣାରେ ମିଳିବ । ଡିଜ୍‌ନି+ହଟ୍‌ଷ୍ଟାର୍ ସହ ସହଯୋଗିତାରେ ଜିଓ ପକ୍ଷରୁ ବହୁ ସୁଲଭ ପ୍ରିପେଡ୍ ପ୍ଲାନର ଶୁଭାରମ୍ଭ କରାଯାଇଛି । ଏହି ପ୍ଳାନ୍ ନେଇଥିବା ବ୍ୟବହାରକାରୀମାନେ ମୋବାଇଲ୍‌, ଟିଭି ଓ ଅନ୍ୟାନ୍ୟ ଡିଭାଇସ୍‌ରେ ମ୍ୟାଚ୍‌ଗୁଡ଼ିକର ସିଧାସଳଖ ପ୍ରସାରଣ ଦେଖିପାରିବେ । 

ଡିଜ୍‌ନି+ହଟଷ୍ଟାର୍ ମୋବାଇଲ୍ ପ୍ଲାନ୍‌ରେ ବିନା କୌଣସି ଅତିରିକ୍ତ ଖର୍ଚରେ ଡିଜନି+ହଟ୍‌ଷ୍ଟାର୍ ମୋବାଇଲ୍ ସବ୍‌ସ୍କିପ୍‌ସନ୍ ଯୋଡ଼ି ହୋଇରହିଛି । ଡିଜ୍‌ନି+ହଟଷ୍ଟାର୍ ପ୍ରିମିୟମ୍ ସବ୍‌ସ୍କ୍ରିପ୍‌ସନ୍ ସହିତ ମଧ୍ୟ କିଛି ନିର୍ଦିଷ୍ଟ ପ୍ଲାନ୍ ଉପଲବ୍ଧ ରହିଛି । ବଡ଼ ପରଦାରେ ଆଇପିଏଲ୍ ମାଚ୍‌ର ସିଧା ପ୍ରସାରଣ ଦେଖିବାକୁ ପସନ୍ଦ କରୁଥିବା ଜିଓ ମୋବାଇଲ୍ ବ୍ୟବହାରକାରୀମାନଙ୍କ ପାଇଁ ୧୪୯୯ ଟଙ୍କା ଓ ୪,୧୯୯ ଟଙ୍କିଆ ପ୍ଲାନ୍ ସହ ମାଗଣାରେ ଡିଜ୍‌ନି+ହଟଷ୍ଟାର୍ ପ୍ରିମିୟମ୍ ସବ୍‌ସ୍କ୍ରିପ୍‌ସନ୍‌କୁ ନେଇ ଜିଓ ପକ୍ଷରୁ ପ୍ଲାନ୍ ଘୋଷଣା କରାଯାଇଛି । 

୯୯୯ ଟଙ୍କିଆ ଓ ତା’ଠାରୁ ବଡ଼ ପ୍ଲାନ୍ ନେଇଥିବା ଜିଓ ଫାଇବର୍ ବ୍ୟବହାରକାରୀମାନେ ବିନା କୌଣସି ଅତିରିକ୍ତ ଖର୍ଚ୍ଚରେ ଡିଜ୍‌ନି+ହଟ୍‌ଷ୍ଟାର୍ ଆପ୍ ଜରିଆରେ ସେମାନଙ୍କ ଟିଭି ସ୍କ୍ରିନ୍‌ରେ ସମସ୍ତ ମ୍ୟାଚ୍ ଦେଖିପାରିବେ ।

ଶନିବାର ଠାରୁ କ୍ରିକେଟ୍ ଋତୁ ଆରମ୍ଭ ହେଉଥିବା ବେଳେ ଜିଓ ହେଉଛି ଏକମାତ୍ର ବ୍ରାଣ୍ଡ୍ ଯାହା ଦୁଇଟି ନୂଆ ଟିମ୍‌-ଅହମ୍ମଦାବାଦ ଓ ଲକ୍ଷ୍ନୌ ସହିତ ସମସ୍ତ ଦଶ ଟିମ୍ ସହିତ ସହଯୋଗିତା ସ୍ଥାପନ କରିଛି । ଆଇପିଏଲ୍‌ର ୨୦୨୨ ସଂସ୍କରଣ ନୂତନ ଅବତାରରେ ପ୍ରତ୍ୟାବର୍ତନ କରିଛି ଯେଉଁଥିରେ ଏବେ ୧୦ଟି ଟିମ୍ ରହିଛନ୍ତି । ଜିଓ ଏହି ଖେଳ ସହିତ ନିବିଡ଼ ଭାବେ ଜଡ଼ିତ ରହିଛି । ଶୁଭାରମ୍ଭ ହେବା ପରଠାରୁ ଜିଓ ଏହାର ସମସ୍ତ ବ୍ୟବହାରକାରୀଙ୍କୁ ଅଦ୍ଭୂତପୂର୍ବ ମୂଲ୍ୟ ଓ ମନୋରଂଜନ ପ୍ରଦାନ କରିବା ଲାଗି ସମସ୍ତ ଆଇପିଏଲ୍ ଟିମ୍‌ର ଅଫିସିଆଲ୍ ପାର୍ଟନର ହୋଇରହିଛି ।

ଆଇପିଏଲ୍ ପ୍ରେମୀଙ୍କ ପାଇଁ ଜିଓର ଇଟଂରଆକ୍ଟିଭ୍ ଗେମ୍‌, ଜିଓ କ୍ରିକେଟ ପ୍ଲେ ଏଲଙ୍ଗ (ଜେସିପିଏ) ଆଇପିଏଲ୍ ୨୦୨୨ ପାଇଁ ଏହାର ଅଂଶଗ୍ରହଣକାରୀମାନଙ୍କ ନିମନ୍ତେ ବର୍ଦ୍ଧିତ ଓ ଉନ୍ନତ ରିୱାର୍ଡ ସହିତ ପ୍ରତ୍ୟାବର୍ତନ କରିଛି । ସମସ୍ତଙ୍କ ପାଇଁ ମାଗଣା ରହିଥିବା ଏକ ଗେମ୍ ଯେଉଁଥିରେ କ୍ରିକେଟ୍ ପ୍ରେମୀମାନେ ଗେମ୍‌ର ସ୍ୱତନ୍ତ୍ର ଚାଟ୍ ବାର୍‌ରେ ରହିଥିବା ଇମୋଜି ଷ୍ଟିକରଗୁଡ଼ିକ ଜରିଆରେ ନିଜର ଆବେଗ ପରିପ୍ରକାଶ କରିପାରିବେ । ତଥ୍ୟ (ଟ୍ରିଭିଆ) ପ୍ରେମୀମାନଙ୍କ ପାଇଁ କ୍ରିକେଟ୍ ଭିତିକ ପଜଲ୍‌ର ସୁବିଧା ରହିଛି ।

Powered by Froala Editor

Tags reliance jio

Related articles Odisha News Lens 4.1

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13509
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14767
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13792
    Oct 16, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14625
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14285
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13728
    Oct 16, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15455
    Oct 15, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14802
    Oct 16, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    13887
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14625
    Oct 15, 2026
  • ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    13887
    Oct 16, 2026
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14802
    Oct 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17185
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17879
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17829
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18250
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14767
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14622
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14728
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15730
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14404
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14285
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13980
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15102
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15809
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14625
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13728
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13805
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In