Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

Home ›› ››ଜିଓ ପକ୍ଷରୁ ଆଇପିଏଲ୍ ପ୍ରେମୀଙ୍କ ପାଇଁ ଦୁଇ ନୂଆ ପ୍ଲାନ୍ ଘୋଷଣା

ଜିଓ ପକ୍ଷରୁ ଆଇପିଏଲ୍ ପ୍ରେମୀଙ୍କ ପାଇଁ ଦୁଇ ନୂଆ ପ୍ଲାନ୍ ଘୋଷଣା

2022-03-27 07:02:55
22801
Share:
Facebook
Twitter
E-Mail
WhatsApp
Telegram
ଜିଓ ପକ୍ଷରୁ ଆଇପିଏଲ୍ ପ୍ରେମୀଙ୍କ ପାଇଁ ଦୁଇ ନୂଆ ପ୍ଲାନ୍ ଘୋଷଣା

- ଦୁଇ ନୂଆ ଦଳ ସମେତ ଦଶଟି ଦଳର ସହଯୋଗୀ ହେବାରେ ଜିଓ ଏକମାତ୍ର ବ୍ରାଣ୍ଡ୍‌

ଭୁବନେଶ୍ୱର: ଦେଶର ସର୍ବବୃହତ ଟେଲିକମ୍ ଅପରେଟର ଜିଓ ପକ୍ଷରୁ ଆଇପିଏଲ୍ ପ୍ରେମୀଙ୍କ ପାଇଁ ଉତ୍ସର୍ଗୀକୃତ ଦୁଇଟି ନୂଆ ପ୍ଲାନ୍ ଘୋଷଣା କରାଯାଛି । ଡିଜ୍‌ନି+ହଟ୍‌ଷ୍ଟାର୍ ମୋବାଇଲ୍ ସବ୍‌ସ୍କ୍ରିପ୍‌ସନ୍ ସହିତ ଦୁଇଟି ନୂଆ ମୋବାଇଲ୍ ପ୍ଲାନର ଶୁଭାରମ୍ଭ କରାଯାଇଛି, ୫୫-ଦିନିଆ ବୈଧତା ସହିତ ୫୫୫ ଟଙ୍କିଆ ଜିଓ କ୍ରିକେଟ୍ ଡାଟା ଆଡ୍‌-ଅନ୍ ପ୍ଲାନ୍ ଓ ୨୯୯୯ ଟଙ୍କିଆ ବାର୍ଷିକ ପ୍ଲାନ୍ ।

ନୂଆ ୫୫୫ ଟଙ୍କିଆ ଜିଓ କ୍ରିକେଟ୍ ଆଡ୍‌-ଅନ୍ ପ୍ୟାକ୍‌ରେ ବ୍ୟବହାରକାରୀମାନେ ଅସୀମିତ ଭଏସ୍‌, ୫୫ ଜିବିର ଅସୀମିତ ଡାଟା ସହିତ ଏକ ବର୍ଷର ଡିଜ୍‌ନି+ହଟ୍‌ଷ୍ଟାର୍ ମୋବାଇଲ୍ ସବ୍‌ସ୍କ୍ରିପ୍‌ସନ୍ ପାଇପାରିବେ । ବ୍ୟବହାରକାରୀମାନେ ସମସ୍ତ ଜିଓ ଆପ୍‌ର ମାଗଣା ବ୍ୟବହାର ସୁବିଧା ମଧ୍ୟ ପାଇପାରିବେ ।

ଅନ୍ୟ ନୂଆ ପ୍ଲାନଟି ହେଉଛି ୨୯୯୯ ଟଙ୍କିଆ ବାର୍ଷିକ ପ୍ଲାନ୍ ଯେଉଁଥିରେ ବ୍ୟବହାରକାରୀମାନେ ଦୈନିକ ୨.୫ ଜିବି ଡାଟା ସହିତ ଅସୀମିତ ଭଏସ୍ ଓ ଦୈନିକ ୧୦୦ ଏସ୍‌ଏମ୍‌ଏସ୍ ପାଇପାରିବେ । ୩୬୫ ଦିନର ବୈଧତା ସହିତ ଏଥିରେ ଜିଓ ଆପ୍ ଓ ଡିଜ୍‌ନି+ହଟ୍‌ଷ୍ଟାର ମୋବାଇଲ୍ ସବ୍‌ସ୍କ୍ରିପ୍‌ସନ୍ ୧ ବର୍ଷ ପାଇଁ ମାଗଣାରେ ମିଳିବ । ଡିଜ୍‌ନି+ହଟ୍‌ଷ୍ଟାର୍ ସହ ସହଯୋଗିତାରେ ଜିଓ ପକ୍ଷରୁ ବହୁ ସୁଲଭ ପ୍ରିପେଡ୍ ପ୍ଲାନର ଶୁଭାରମ୍ଭ କରାଯାଇଛି । ଏହି ପ୍ଳାନ୍ ନେଇଥିବା ବ୍ୟବହାରକାରୀମାନେ ମୋବାଇଲ୍‌, ଟିଭି ଓ ଅନ୍ୟାନ୍ୟ ଡିଭାଇସ୍‌ରେ ମ୍ୟାଚ୍‌ଗୁଡ଼ିକର ସିଧାସଳଖ ପ୍ରସାରଣ ଦେଖିପାରିବେ । 

ଡିଜ୍‌ନି+ହଟଷ୍ଟାର୍ ମୋବାଇଲ୍ ପ୍ଲାନ୍‌ରେ ବିନା କୌଣସି ଅତିରିକ୍ତ ଖର୍ଚରେ ଡିଜନି+ହଟ୍‌ଷ୍ଟାର୍ ମୋବାଇଲ୍ ସବ୍‌ସ୍କିପ୍‌ସନ୍ ଯୋଡ଼ି ହୋଇରହିଛି । ଡିଜ୍‌ନି+ହଟଷ୍ଟାର୍ ପ୍ରିମିୟମ୍ ସବ୍‌ସ୍କ୍ରିପ୍‌ସନ୍ ସହିତ ମଧ୍ୟ କିଛି ନିର୍ଦିଷ୍ଟ ପ୍ଲାନ୍ ଉପଲବ୍ଧ ରହିଛି । ବଡ଼ ପରଦାରେ ଆଇପିଏଲ୍ ମାଚ୍‌ର ସିଧା ପ୍ରସାରଣ ଦେଖିବାକୁ ପସନ୍ଦ କରୁଥିବା ଜିଓ ମୋବାଇଲ୍ ବ୍ୟବହାରକାରୀମାନଙ୍କ ପାଇଁ ୧୪୯୯ ଟଙ୍କା ଓ ୪,୧୯୯ ଟଙ୍କିଆ ପ୍ଲାନ୍ ସହ ମାଗଣାରେ ଡିଜ୍‌ନି+ହଟଷ୍ଟାର୍ ପ୍ରିମିୟମ୍ ସବ୍‌ସ୍କ୍ରିପ୍‌ସନ୍‌କୁ ନେଇ ଜିଓ ପକ୍ଷରୁ ପ୍ଲାନ୍ ଘୋଷଣା କରାଯାଇଛି । 

୯୯୯ ଟଙ୍କିଆ ଓ ତା’ଠାରୁ ବଡ଼ ପ୍ଲାନ୍ ନେଇଥିବା ଜିଓ ଫାଇବର୍ ବ୍ୟବହାରକାରୀମାନେ ବିନା କୌଣସି ଅତିରିକ୍ତ ଖର୍ଚ୍ଚରେ ଡିଜ୍‌ନି+ହଟ୍‌ଷ୍ଟାର୍ ଆପ୍ ଜରିଆରେ ସେମାନଙ୍କ ଟିଭି ସ୍କ୍ରିନ୍‌ରେ ସମସ୍ତ ମ୍ୟାଚ୍ ଦେଖିପାରିବେ ।

ଶନିବାର ଠାରୁ କ୍ରିକେଟ୍ ଋତୁ ଆରମ୍ଭ ହେଉଥିବା ବେଳେ ଜିଓ ହେଉଛି ଏକମାତ୍ର ବ୍ରାଣ୍ଡ୍ ଯାହା ଦୁଇଟି ନୂଆ ଟିମ୍‌-ଅହମ୍ମଦାବାଦ ଓ ଲକ୍ଷ୍ନୌ ସହିତ ସମସ୍ତ ଦଶ ଟିମ୍ ସହିତ ସହଯୋଗିତା ସ୍ଥାପନ କରିଛି । ଆଇପିଏଲ୍‌ର ୨୦୨୨ ସଂସ୍କରଣ ନୂତନ ଅବତାରରେ ପ୍ରତ୍ୟାବର୍ତନ କରିଛି ଯେଉଁଥିରେ ଏବେ ୧୦ଟି ଟିମ୍ ରହିଛନ୍ତି । ଜିଓ ଏହି ଖେଳ ସହିତ ନିବିଡ଼ ଭାବେ ଜଡ଼ିତ ରହିଛି । ଶୁଭାରମ୍ଭ ହେବା ପରଠାରୁ ଜିଓ ଏହାର ସମସ୍ତ ବ୍ୟବହାରକାରୀଙ୍କୁ ଅଦ୍ଭୂତପୂର୍ବ ମୂଲ୍ୟ ଓ ମନୋରଂଜନ ପ୍ରଦାନ କରିବା ଲାଗି ସମସ୍ତ ଆଇପିଏଲ୍ ଟିମ୍‌ର ଅଫିସିଆଲ୍ ପାର୍ଟନର ହୋଇରହିଛି ।

ଆଇପିଏଲ୍ ପ୍ରେମୀଙ୍କ ପାଇଁ ଜିଓର ଇଟଂରଆକ୍ଟିଭ୍ ଗେମ୍‌, ଜିଓ କ୍ରିକେଟ ପ୍ଲେ ଏଲଙ୍ଗ (ଜେସିପିଏ) ଆଇପିଏଲ୍ ୨୦୨୨ ପାଇଁ ଏହାର ଅଂଶଗ୍ରହଣକାରୀମାନଙ୍କ ନିମନ୍ତେ ବର୍ଦ୍ଧିତ ଓ ଉନ୍ନତ ରିୱାର୍ଡ ସହିତ ପ୍ରତ୍ୟାବର୍ତନ କରିଛି । ସମସ୍ତଙ୍କ ପାଇଁ ମାଗଣା ରହିଥିବା ଏକ ଗେମ୍ ଯେଉଁଥିରେ କ୍ରିକେଟ୍ ପ୍ରେମୀମାନେ ଗେମ୍‌ର ସ୍ୱତନ୍ତ୍ର ଚାଟ୍ ବାର୍‌ରେ ରହିଥିବା ଇମୋଜି ଷ୍ଟିକରଗୁଡ଼ିକ ଜରିଆରେ ନିଜର ଆବେଗ ପରିପ୍ରକାଶ କରିପାରିବେ । ତଥ୍ୟ (ଟ୍ରିଭିଆ) ପ୍ରେମୀମାନଙ୍କ ପାଇଁ କ୍ରିକେଟ୍ ଭିତିକ ପଜଲ୍‌ର ସୁବିଧା ରହିଛି ।

Powered by Froala Editor

Tags reliance jio

Related articles Odisha News Lens 4.1

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13446
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14193
    Jun 15, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15364
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14761
    Jun 16, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15102
    Jun 16, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14579
    Jun 16, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14466
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14583
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14626
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14761
    Jun 16, 2026
  • ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14193
    Jun 15, 2026
  • ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14836
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16930
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17547
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17596
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17990
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14626
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14330
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15044
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13646
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15529
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14856
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15470
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15219
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15700
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14466
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14626
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14761
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In