Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତରେ ‘Apple Pay’ ପ୍ରବେଶ

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ବିଶେଷ
Home ›› ବିଶେଷ ››ସନଷ୍ଟ୍ରୋକରୁ ରକ୍ଷା କରିଥାଏ ମାଠିଆ ପାଣି

ସନଷ୍ଟ୍ରୋକରୁ ରକ୍ଷା କରିଥାଏ ମାଠିଆ ପାଣି

2022-03-27 19:22:19
16552
Share:
Facebook
Twitter
E-Mail
WhatsApp
Telegram
ସନଷ୍ଟ୍ରୋକରୁ ରକ୍ଷା କରିଥାଏ ମାଠିଆ ପାଣି

ଖରାଦିନ ଆସିଛି ଏବେ ଏବେ ସୂର୍ଯ୍ୟଙ୍କର ପ୍ରତାପ ଏତେ ମାତ୍ରାରେ ବଢ଼ିଯାଇଛି ଯାହା ସହିବା ଅସହ୍ୟ ହୋଇପଡ଼ିଛି । ଖରାରେ ବାହାରକୁ ବାହାରିଲେ ସାଙ୍ଗରେ ପାଣି ବୋତଲକୁ ଛତା ନେଇଯିବାକୁ ପଡ଼ୁଛି । ଏବେ ଘରେ ଘରେ ଫ୍ରିଜରେ ଥଣ୍ଡା ପାଣି ଓ କୋଲଡ଼ି୍ରଙ୍କସର ଆସର ଜମିବ । କିନ୍ତୁ ବେଳେ ବେଳେ ଫ୍ରିଜ ପାଣି ପିଇବା ଦ୍ୱାରା ବିଭିନ୍ନ ସମସ୍ୟା ସୃଷ୍ଟି ହୋଇଥାଏ । ଯେପରି ଥଣ୍ଡା ହେବା, ତଣ୍ଟି ଦରଜ ହେବା, ମୁଣ୍ଡବିନ୍ଧା ହୋଇଥାଏ । ସବୁଠାରୁ ସହଜ ଓ ସ୍ୱାସ୍ଥ୍ୟପ୍ରଦ ଉପାୟ ହେଉଛି ମାଟି ମାଠିଆ ବା ହାଣ୍ଡିରେ ପାଣି ପିଇବା । ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆସିସାରିଛି। ଏମିତିକି ଅନେକ ସହରରେ ଏବେ ୩୫ ଡିଗ୍ରୀ ଉପରେ ରହୁଛି ତାପମାତ୍ରା। ପୁଣି ଖରାଦିନ ଆସିବା ମାତ୍ରେ ହିଁ ଲୋକମାନେ ନିଜ ନିଜ ଘରେ ଥଣ୍ଡା ପାଣି ରଖିବାର ବ୍ୟବସ୍ଥା କରନ୍ତି। ଏମିତିକି କିଛି ଲୋକ ଫ୍ରିଜ୍ ଓ ଏସି ମଧ୍ୟ କିଣିବାକୁ ଚିନ୍ତା କରନ୍ତି । ଅଧିକ ଲୋକ ଫ୍ରିଜ୍ ପାଣି ପିଇବାକୁ ପସନ୍ଦ କରନ୍ତି। ଖରା ଦିନ ଯେହେତୁ ଆସିଲାଣି ପାଣି ମଧ୍ୟ ଅଧିକ ପରିମାଣରେ ପିଇବା ଆବଶ୍ୟକ।

ତେଣୁ ଆପଣ ଫ୍ରିଜ ପାଣି ପିଇବା ଅପେକ୍ଷା ମାଟି ପାତ୍ରରେ ଜଳ ସଂରକ୍ଷଣ କରି ପିଇବା ଅଭ୍ୟାସ କରିବା ଦରକାର। କାରଣ ଏହି ମାଠିଆ ପାଣି ପିଇବାର ଅନେକ ଫାଇଦା ରହିଛି। ତେଣୁ ଇସ୍ପାତ ଏବଂ ପ୍ଲାଷ୍ଟିକ ପାତ୍ର ବଦଳରେ ଆପଣ ମାଟି ପାତ୍ରରେ ପାଣି ରଖି ପିଇବା ଦରକାର। ଏହି ପାଣି ପିଇବା ଦ୍ଵାରା ଅନେକ ସ୍ୱାସ୍ଥ୍ୟଗତ ଲାଭ ହେବ। ଏହି ମାଠିଆ ପାଣି ଆପଣଙ୍କୁ ଅନେକ ରୋଗରୁ ମୁକ୍ତି ଦେବ।

ପ୍ରାକୃତିକ ଥଣ୍ଡା ପ୍ରଭାବ ରହିଛି ଏହି ମାଟି ପାତ୍ରରେ:
ପୂର୍ବ କାଳରେ ଅନେକ, ଘରେ ପାଣି ଥଣ୍ଡା ହେବା ପାଇଁ ମାଟି କଳସୀ ଓ ମାଠିଆ ରଖୁଥିଲେ। ସେତେବେଳେ କୌଣସି ରେଫ୍ରିଜରେଟର ନଥିଲା। ତେଣୁ ମାଠିଆ ପାଣିକୁ ଅଧିକ ଥଣ୍ଡା କରିବାରେ ସାହାଯ୍ୟ କରୁଥିଲା। ଯେହେତୁ ମାଟି ହାଣ୍ଡିର ମୁହଁ ଅଧିକ ଗଭୀର ଥାଏ, ଏହା ଧୀରେ ଧୀରେ ଜଳକୁ ଥଣ୍ଡା କରେ ଯାହା ଅନ୍ୟ କୌଣସି ପାତ୍ର କରେନାହିଁ।

ଗଳା ପାଇଁ ଭଲ:
ଯେତେବେଳେ ଫ୍ରିଜ୍ ପାଣି ଅତ୍ୟଧିକ ଥଣ୍ଡା ଆପଣ ପିଅନ୍ତି, ତାହା ଆପଣଙ୍କ ଗଳା ପାଇଁ ଖରାପ ହୋଇଥାଏ। ତେଣୁ ଆପଣଙ୍କୁ କେବଳ ମାଟି ହାଣ୍ଡି ପାଣି ପିଇବା ଦରକାର। ଏହା ଗଳାର କୋମଳତାକୁ ମଧ୍ୟ କୌଣସି ଅସୁବିଧା ପହଞ୍ଚାଏ ନାହିଁ। ଗଳା ଜନିତ ରୋଗ ମଧ୍ୟ କରାଏନି ମାଠିଆ ପାଣି।

ସନଷ୍ଟ୍ରୋକରୁ ମଧ୍ୟ ରକ୍ଷା କରିଥାଏ:
ସନଷ୍ଟ୍ରୋକ ଏକ ସାଧାରଣ ସମସ୍ୟା ଯାହା ଗ୍ରୀଷ୍ମ ଋତୁରେ ଅନେକ ଲୋକଙ୍କୁ ଆଘାତ ଦେଇଥାଏ। ମାଟି ହାଣ୍ଡିରେ ଥିବା ପାଣିରୁ ଭିଟାମିନ୍ ଏବଂ ମିନେରାଲ୍ସ ଶରୀରର ଗ୍ଲୁକୋଜ୍ ସ୍ତରକୁ ବଜାୟ ରଖିବାରେ ସାହାଯ୍ୟ କରିବ ଏବଂ ଆପଣଙ୍କ ଶରୀରକୁ ଏକ କୋମଳ ଥଣ୍ଡା ପ୍ରଭାବ ମଧ୍ୟ ଦେବ । ତେଣୁ ଆପଣ ମାଠିଆ ପାଣି ପିଇବା ଦରକାର।

ପ୍ରକୃତିର ଆଲକାଇନ :
ମଣିଷ ଶରୀର ପ୍ରକୃତିର ଅମ୍ଳଯୁକ୍ତ ହୋଇଥିବାବେଳେ ମାଟି କ୍ଷାରୀୟ ବା ଆଲକାଇନ ଅଟେ। ଏହି କ୍ଷାରୀୟ ହାଣ୍ଡିରୁ ଜଳ ଯେତେବେଳେ ଆପଣ ପିଇବେ, ଏହା ଆପଣଙ୍କ ଶରୀରର ଅମ୍ଳକୁ ନିୟନ୍ତ୍ରଣ କରିଥାଏ। ଯାହା ଫଳରେ ଶରୀରରେ pH ବାଲାନ୍ସ ସୃଷ୍ଟି କରିବାରେ ସାହାଯ୍ୟ କରେ । ଏହି କାରଣରୁ ମାଠିଆ ପାଣି ପିଇବା ଦ୍ୱାରା ଅମ୍ଳତା ଏବଂ ପେଟ ଜନିତ ଅନେକ ସମସ୍ୟା ଦୂର ହୋଇଥାଏ ।

ମେଟାବୋଲିଜିମ୍ ବୃଦ୍ଧି କରେ:
ଯେତେବେଳେ ଆମେ ପ୍ଲାଷ୍ଟିକ୍ ବୋତଲରେ ଥିବା ପାଣି ପିଇଥାଉ, ଏଥିରେ ବିସଫେନୋଲ୍ A କିମ୍ବା BPA ଭଳି ବିଷାକ୍ତ ରାସାୟନିକ ପଦାର୍ଥ ରହିଥାଏ, ଯାହା ଶରୀରକୁ ଅନେକ ଉପାୟରେ କ୍ଷତି ପହଞ୍ଚାଇଥାଏ। ଏହା ଟେଷ୍ଟୋଷ୍ଟେରନ୍ ସ୍ତରକୁ ଡାଉନ୍ କରିଥାଏ । ଏହା ଏଣ୍ଡୋକ୍ରାଇନ୍ ବ୍ୟାଘାତକାରୀ ଭାବରେ ମଧ୍ୟ ଜଣାଶୁଣା। ଯେତେବେଳେକି, ମାଟି ପାତ୍ରରୁ ପାଣି ପିଇବା ଟେଷ୍ଟୋଷ୍ଟେରନ୍ ସ୍ତରକୁ ସନ୍ତୁଳିତ ରଖେ ଏବଂ ଆପଣଙ୍କ ଶରୀରର ମେଟାବୋଲିଜିମ୍ରେ ମଧ୍ୟ ଠିକ୍ ରଖେ। ତେଣୁ ବର୍ତ୍ତମାନ ଯେହେତୁ ଖରା ଦିନ ଆସିଲାଣି, ଆପଣଙ୍କୁ ଫ୍ରିଜ ପାଣି ବଦଳରେ ମାଠିଆ ପାଣି ପିଇବା ଦରକାର।

Powered by Froala Editor

Tags Clay pot water

Related articles Odisha News Lens 4.1

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14372
    Sep 29, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14835
    Sep 28, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14034
    Sep 28, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?
    ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15466
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14166
    Sep 28, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14131
    Sep 28, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14468
    Sep 29, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15647
    Sep 29, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14359
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15647
    Sep 29, 2026
  • ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14912
    Sep 29, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ...

    14468
    Sep 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17136
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18206
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14912
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13971
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15720
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15286
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14660
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14166
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14328
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14034
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14835
    Sep 28, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14131
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In