Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 10, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୩ ...

ରାଜ୍ୟ
Home ›› ରାଜ୍ୟ ››ଭାରତ ବନ୍ଦ ପ୍ରଭାବ, ୨ଦିନ ଘୁଞ୍ଚିଲା ପରୀକ୍ଷା

ଭାରତ ବନ୍ଦ ପ୍ରଭାବ, ୨ଦିନ ଘୁଞ୍ଚିଲା ପରୀକ୍ଷା

2022-03-28 06:14:11
14888
Share:
Facebook
Twitter
E-Mail
WhatsApp
Telegram
ଭାରତ ବନ୍ଦ ପ୍ରଭାବ, ୨ଦିନ ଘୁଞ୍ଚିଲା ପରୀକ୍ଷା

ଭୁବନେଶ୍ୱର:  ଆଜି ଓ ଆସନ୍ତା  କାଲି୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ ସବୁଆଡେ ଦେଖିବାକୁ ମିଳିଛି । ଆନେ୍ଦାଳନକାରୀମାନେ ବିଭିନ୍ନ ରାଜପଥ ସମେତ ରେଳ ଲାଇନ୍କୁ ବି ଅବରୋଧ କରିଥିବା ବେଳେ ଯାତାୟତ ବାଧାପ୍ରାପ୍ତ ହେଉଛି । ଏହାକୁ ଆଖି ଆଗରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି ।
ଉକôଳ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ  । ପରବର୍ତ୍ତୀ ସମୟରେ ନୂତନ ତାରିଖ ଘୋଷଣା କରାଯିବ ବୋଲି ସୂଚନା ମିଳିଛି  । ସେହିପରି ଆଜି ରେଭେନ୍ସା ବିଶ୍ୱବିଦ୍ୟାଳୟର ସମସ୍ତ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ଭାରତ ବନ୍ଦ ଡାକରା ଦୃଷ୍ଟିରୁ ପରୀକ୍ଷା ସ୍ଥଗିତ ପାଇଁ ନୋଟିସ୍ ଜାରି କରିଛନ୍ତି କର୍ତ୍ତୃପକ୍ଷ  ।
ସେହିପରି ଆଜି ଏବଂ ଆସନ୍ତାକାଲି ରମାଦେବୀ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି । ଏ ନେଇ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ମଧ୍ୟ ସମସ୍ତ ପରୀକ୍ଷାକୁ ଘୁଞ୍ଚା ଯାଇଥିବା ସୂଚନା ମିଳିଛି ।

Powered by Froala Editor

Tags Exam

Related articles Odisha News Lens 4.1

  • ଆଇଇଡି ବିସ୍ଫୋରଣରେ ଏଏସପି ଶହୀଦ
    ଦେଶ-ଦେଶାନ୍ତର

    ଆଇଇଡି ବିସ୍ଫୋରଣରେ ଏଏସପି ଶହୀଦ

    14779
    Jun 09, 2025
  • ରୋବର୍ଟ ଦ୍ୱାରା ରକ୍ଷଣାବେକ୍ଷଣ କରାଯିବ ମହାକାଶ ଷ୍ଟେସନ
    ଦେଶ-ଦେଶାନ୍ତର

    ରୋବର୍ଟ ଦ୍ୱାରା ରକ୍ଷଣାବେକ୍ଷଣ କରାଯିବ ମହାକାଶ ଷ୍ଟେସନ

    14823
    Jun 09, 2025
  • ଏମଏସ ଧୋନିଙ୍କୁ ଆଇସିସି ହଲ ଅଫ ଫେମ ସମ୍ମାନ
    ଦେଶ-ଦେଶାନ୍ତର

    ଏମଏସ ଧୋନିଙ୍କୁ ଆଇସିସି ହଲ ଅଫ ଫେମ ସମ୍ମାନ

    13548
    Jun 09, 2025
  • ରିପୋର୍ଟିଂ ସମୟରେ ସାମ୍ବାଦିକାଙ୍କୁ ଗୁଳି ମାରିଲା ପୁଲିସ
    ଦେଶ-ଦେଶାନ୍ତର

    ରିପୋର୍ଟିଂ ସମୟରେ ସାମ୍ବାଦିକାଙ୍କୁ ଗୁଳି ମାରିଲା ପୁଲିସ

    14164
    Jun 09, 2025
  • ରାଜଙ୍କ ପ୍ରେମରେ ପଡି ରାଜାଙ୍କୁ ହତ୍ୟା କରିଥିଲେ ସୋନମ
    ଦେଶ-ଦେଶାନ୍ତର

    ରାଜଙ୍କ ପ୍ରେମରେ ପଡି ରାଜାଙ୍କୁ ହତ୍ୟା କରିଥିଲେ ସୋନମ

    15309
    Jun 09, 2025
  • ପ୍ରେମିକାକୁ ହୋଟେଲରେ ଛୁରୀ ଭୂସି ମାରିଲା ଇଞ୍ଜିନିୟର ପ୍ରେମିକ
    ଅପରାଧ

    ପ୍ରେମିକାକୁ ହୋଟେଲରେ ଛୁରୀ ଭୂସି ମାରିଲା ଇଞ୍ଜିନିୟର ପ୍ରେମିକ

    15291
    Jun 09, 2025
  • ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୩ ମୃତ
    ଦେଶ-ଦେଶାନ୍ତର

    ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୩ ମୃତ

    14401
    Jun 10, 2025
  • ହନିମୁନ୍‍ ଦମ୍ପତି ନିଖୋଜ ଘଟଣା: ରାଜାଙ୍କ ପତ୍ନୀ ସୋନମ୍‍ ରଘୁବଂଶୀ ହତ୍ୟାକାଣ୍ଡର ...
    ଦେଶ-ଦେଶାନ୍ତର

    ହନିମୁନ୍‍ ଦମ୍ପତି ନିଖୋଜ ଘଟଣା: ରାଜାଙ୍କ ପତ୍ନୀ ସୋନମ୍‍ ରଘୁବଂଶୀ ହତ୍ୟାକାଣ୍ଡର ...

    15021
    Jun 09, 2025
  • ବ୍ୟବସାୟୀ ରବର୍ଟ ଭଦ୍ରଙ୍କୁ ପୁଣି ଇଡି ସମନ
    ଦେଶ-ଦେଶାନ୍ତର

    ବ୍ୟବସାୟୀ ରବର୍ଟ ଭଦ୍ରଙ୍କୁ ପୁଣି ଇଡି ସମନ

    14161
    Jun 10, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ୟବସାୟୀ ରବର୍ଟ ଭଦ୍ରଙ୍କୁ ପୁଣି ଇଡି ସମନ

    14161
    Jun 10, 2025
  • ଦେଶ-ଦେଶାନ୍ତର

    ଏମଏସ ଧୋନିଙ୍କୁ ଆଇସିସି ହଲ ଅଫ ଫେମ ସମ୍ମାନ

    13548
    Jun 09, 2025
  • ଦେଶ-ଦେଶାନ୍ତର

    ରିପୋର୍ଟିଂ ସମୟରେ ସାମ୍ବାଦିକାଙ୍କୁ ଗୁଳି ମାରିଲା ପୁଲିସ

    14164
    Jun 09, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16652
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16951
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15481
    Apr 03, 2021

ବିଶେଷ

  • ଆଖି ପାଇଁ ସପୁରୀ ରସ

    15953
    Jun 08, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...

    15030
    Jun 08, 2025
  • ସବୁ ପ୍ରକାର ପେଟ ରୋଗକୁ ଭଲ କରେ ପୋଦିନା

    15120
    Jun 07, 2025
  • ଘାସରେ ଚାଲିଲେ ମିଳେ ଅନେକ ଫାଇଦା

    15781
    Jun 07, 2025
  • ପ୍ରତିଦିନ ସକାଳେ ଅଧାଗ୍ଲାସ ଥଣ୍ଡା କ୍ଷୀର.....

    15562
    Jun 06, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15696
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16319
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14026
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14820
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏମଏସ ଧୋନିଙ୍କୁ ଆଇସିସି ହଲ ଅଫ ଫେମ ସମ୍ମାନ

    13548
    Jun 09, 2025
  • ରୋବର୍ଟ ଦ୍ୱାରା ରକ୍ଷଣାବେକ୍ଷଣ କରାଯିବ ମହାକାଶ ଷ୍ଟେସନ

    14823
    Jun 09, 2025
  • ରିପୋର୍ଟିଂ ସମୟରେ ସାମ୍ବାଦିକାଙ୍କୁ ଗୁଳି ମାରିଲା ପୁଲିସ

    14164
    Jun 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In