Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୫୦ ବର୍ଷର ସୀମା ବିବାଦ ତୁଟିଲା, ଆସାମ-ମେଘାଳୟ ମଧ୍ୟରେ ଶାନ୍ତି ଚୁକ୍ତି ସ୍ୱାକ୍ଷରିତ

୫୦ ବର୍ଷର ସୀମା ବିବାଦ ତୁଟିଲା, ଆସାମ-ମେଘାଳୟ ମଧ୍ୟରେ ଶାନ୍ତି ଚୁକ୍ତି ସ୍ୱାକ୍ଷରିତ

2022-03-29 14:31:08
15573
Share:
Facebook
Twitter
E-Mail
WhatsApp
Telegram
୫୦ ବର୍ଷର ସୀମା ବିବାଦ ତୁଟିଲା, ଆସାମ-ମେଘାଳୟ ମଧ୍ୟରେ ଶାନ୍ତି ଚୁକ୍ତି ସ୍ୱାକ୍ଷରିତ

ଆସାମ ଓ ମେଘାଳୟ ମଧ୍ୟରେ ଦୀର୍ଘ ୫୦ ବର୍ଷ ହେଲା ଜାରି ରହିଥିବା ସୀମା ବିବାଦରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓ ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗମା ଉକ୍ତ ଶାନ୍ତି ଚୁକ୍ତି କରିଛନ୍ତି। ଚୁକ୍ତି ସମୟରେ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ ଓ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଥିଲେ।

ଦୀର୍ଘ ପାଞ୍ଚ ଦଶନ୍ଧି ଧରି ଚାଲିଆସୁଥିବା ସୀମା ବିବାଦର ସମାପ୍ତି ପାଇଁ ସ୍ୱାକ୍ଷରିତ ହୋଇଥିବା ଏହି ଚୁକ୍ତି ଉତ୍ତର-ପୂର୍ବ ପାଇଁ ଏକ ଐତିହାସିକ ଦିନ ବୋଲି ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି। ମେଘାଳୟ ସରକାରଙ୍କ୧୧ଜଣ ଏବଂ ଆସାମର ୯ଜଣ ପ୍ରତିନିଧି ଏହି ଅବସରରେ ଉପସ୍ଥିତ ଥିଲେ। ବିବାଦମୁକ୍ତ ଉତ୍ତର-ପୂର୍ବ ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ମୋଦୀଜୀ ପ୍ରଧାନମନ୍ତ୍ରୀ ହେବା ଦିନଠାରୁ ସେ ଉତ୍ତର-ପୂର୍ବର ଗୌରବ ପାଇଁ ନିରନ୍ତର କାର୍ଯ୍ୟ କରିଆସୁଛନ୍ତି ବୋଲି ଅମିତ ଶାହା କହିଛନ୍ତି।

ଦୁଇ ରାଜ୍ୟ ମଧ୍ୟରେ ଉପର ତାରାବାରି, ଗାଜାଙ୍ଗ ସଂରକ୍ଷିତ ଜଙ୍ଗଲ, ହାହିମ, ଲାଙ୍ଗପି, ବୋରଦୌର, ବୋକଲାପଡ଼ା, ନୋଙ୍ଗୱା, ମାତାମଉର, ଖାନାପଡ଼ା-ପିଲାଙ୍ଗକାଟା, ଦେଶଦେମୋରେହା ବ୍ଲକ-୧ ଓ ବ୍ଲକ ୨, ଖାଣ୍ଡୁଲି ଏବଂ ରେଟାଚେରା ଅଞ୍ଚଳକୁ ନେଇ ବିବାଦ ଲାଗି ରହିଥିଲା। ଏହି ସବୁ ଅଞ୍ଚଳ ଦୁଇ ରାଜ୍ୟର ସୀମାରେ ଅବସ୍ଥିତ।

ଏହା ଉପରେ ଉଭୟ ରାଜ୍ୟ ନିଜର ଅଧିକାର ଜାହିର କରି ଚାଲିଥିଲେ। ତେଣୁ ଅନେକ ସମୟରେ ସୀମାରେ ଉତ୍ତେଜନା ଦେଖିବାକୁ ମିଳୁଥିଲା। ମେଘାଳୟ ସରକାର ଆସାମ ରିଅର୍ଗାନାଇଜେସନ ଆକ୍ଟ ୧୯୭୧ ଅନୁସାରେ ପଦକ୍ଷେପ ନେଉଥିବା ବେଳେ ଏହାକୁ ବିଭିନ୍ନ ସମୟରେ ଚ୍ୟାଲେଞ୍ଜ କରାଯାଉଛି। ତେଣୁ ଦୁଇ ରାଜ୍ୟ ମଧ୍ୟରେ ପ୍ରାୟ ୫୦ ବର୍ଷ ହେଲା ସୀମା ବିବାଦ ଲାଗି ରହିଥିଲା।

ଆସାମ ଏବଂ ମେଘାଳୟ ସରକାର ସେମାନଙ୍କ ସୀମାରେ ଥିବା ୧୨ଟି ବିବାଦୀୟ ଅଞ୍ଚଳ ଭିତରୁ ୬ଟି ବିବାଦର ସମାଧାନ ପାଇଁ ଏକ ଚିଠା ପ୍ରସ୍ତାବ ପ୍ରସ୍ତୁତ କରିଥିଲେ । ଏହାକୁ ଚୂଡ଼ାନ୍ତ କରାଯାଇ ଆଜି ଚୁକ୍ତି ସ୍ବାକ୍ଷରିତ ହୋଇଛି।

Powered by Froala Editor

Tags assam-meghalay

Related articles Odisha News Lens 4.1

  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15684
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14759
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14871
    Oct 02, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15204
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15388
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15909
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15086
    Oct 01, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14336
    Oct 02, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14347
    Oct 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ

    15684
    Oct 01, 2026
  • ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15909
    Oct 01, 2026
  • ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15388
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17146
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17835
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17798
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18213
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15376
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14049
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15789
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15356
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14730
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14892
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14395
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14343
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15959
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15909
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15086
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15388
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In