Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ...

  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ...

  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ...

  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

ରାଜ୍ୟ
Home ›› ରାଜ୍ୟ ››ମିଳିଲା ନୂଆ ସୁରାକ, ଅଭିଯୁକ୍ତଙ୍କୁ ସ୍ପଟକୁ ନେଉଛି କ୍ରାଇମବ୍ରାଞ୍ଚ !

ମିଳିଲା ନୂଆ ସୁରାକ, ଅଭିଯୁକ୍ତଙ୍କୁ ସ୍ପଟକୁ ନେଉଛି କ୍ରାଇମବ୍ରାଞ୍ଚ !

2022-03-31 06:04:06
14698
Share:
Facebook
Twitter
E-Mail
WhatsApp
Telegram
ମିଳିଲା ନୂଆ ସୁରାକ, ଅଭିଯୁକ୍ତଙ୍କୁ ସ୍ପଟକୁ ନେଉଛି କ୍ରାଇମବ୍ରାଞ୍ଚ !

ଭୁବନେଶ୍ୱର:  କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ଆଜି ଏକ ବଡ଼ ଖବର ସାମନାକୁ ଆସିଛି ।  ରିମାଣ୍ଡରେ ଥିବା ୪ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଦୁଇଟି ଗାଡ଼ିରେ ମୁଖ୍ୟାଳୟରୁ କୁଆଡେ଼ ନେଇଯାଇଥିବା ଜଣାଯାଇଛି ।  ତେବେ ସମ୍ପୃକ୍ତ ୪ ଜଣଙ୍କୁ କୁଆଡେ଼ ନିଆଯାଉଛି ସେ ସମ୍ପର୍କରେ କ୍ରାଇମବ୍ରାଞ୍ଚ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ।   

କୌଣସି ଏକ ନୂଆ ସୁରାକ ପାଇ କ୍ରାଇମବ୍ରାଞ୍ଚ ସେମାନଙ୍କୁ ସ୍ପଟକୁ ନେଉଥିବା ଅନୁମାନ କରାଯାଉଛି । ଅନ୍ୟପକ୍ଷରେ ଆଜି ହେବାକୁ ଥିବା କ୍ରାଇମ ସିନ ରିକ୍ରିଏସନକୁ ସ୍ଥଗିତ ରଖାଯାଇଛି ।  ଆଜି ନୁହେଁ, ଆସନ୍ତାକାଲି କ୍ରାଇମ ସିନ ରିକ୍ରିଏସନ ହେବ ବୋଲି  କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । 

ଅନ୍ୟପକ୍ଷରେ ହତ୍ୟାକାଣ୍ଡ ମାମଲାରେ ଦୁଇ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଓ ଝୁନା ଭୋଇଙ୍କ ବାବଦରେ ଚାଞ୍ଚଲ୍ୟକର ତଥ୍ୟ ପ୍ରଦାନ କରିଛି କ୍ରାଇମବ୍ରାଞ୍ଚ । ମାନସଙ୍କୁ କୌଣସି ଏକ ଓଜନିଆ ବସ୍ତୁ ସାହାଯ୍ୟରେ ଅତି ନିର୍ମମ ଭାବେ ମାଡ଼ ମରାଯାଇଥିଲା । ଏହି ମାଡ଼ ଯୋଗୁଁ ତାଙ୍କ ଛାତିର ପଞ୍ଜରା ହାଡ଼ ଭାଙ୍ଗି ଯାଇଥିଲା ଏବଂ ଏହି କାରଣରୁ ମାନସଙ୍କ ମୃତ୍ୟୁ ଘଟିଥିଲା । ଏହାସହିତ ମୃତ୍ୟୁ ପୂର୍ବରୁ ତାଙ୍କୁ ଅକଥନୀୟ ଶାରୀରିକ ନିର୍ୟ୍ୟାତନା ଦିଆଯାଇଥିଲା । ପୋଷ୍ଟମର୍ଟମ ରିପୋର୍ଟକୁ ଆଧାର କରି ଏହି ତଥ୍ୟ ପ୍ରଦାନ କରିଛି ତଦନ୍ତକାରୀ ସଂସ୍ଥା ।

ଶର୍ମିଷ୍ଠା ଓ ଝୁନାଙ୍କୁ ଜୋରାରୁ ମିଳିଥିବା ଅନେକ ତଥ୍ୟ ମଧ୍ୟ ଏକ ପ୍ରେସ ରିଲିଜ୍ ମାଧ୍ୟମରେ କ୍ରାଇମବ୍ରାଞ୍ଚ ଗଣମାଧ୍ୟମକୁ ଅବଗତ କରାଇଛି । ଏହି ପ୍ରେସ ରିଲିଜ ମୁତାବକ, ହତ୍ୟାକାଣ୍ଡ ନେଇ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିବା ପରେ ନିଜ ଉପରେ ପୋଲିସର ଗିରଫଦାରୀର ଖଣ୍ଡା ଝୁଲୁଥିବା ଜାଣି ଶର୍ମିଷ୍ଠା ଓ ଝୁନା ପୋଲିସକୁ ଚକମା ଦେଖାଇବା ପାଇଁ ଏକ ସୁଚିନ୍ତିତ ଯୋଜନା ପ୍ରସ୍ତୁତ କରିଥିଲେ । ଏହି ଯୋଜନା ଅନୁଯାୟୀ ଉଭୟ ଭୁବନେଶ୍ବର ଛାଡ଼ି ବିଭିନ୍ନ ସ୍ଥାନରେ ରହୁଥିଲେ ଏବଂ ଶର୍ମିଷ୍ଠା ନିଜର ମୋବାଇଲ ଫୋନଟିକୁ ନିଜ ଫ୍ଲାଟରେ ଛାଡ଼ି ଦେଇ ନୂଆ ସିମ୍ କାର୍ଡ ମଧ୍ୟ କିଣିଥିଲେ । ବିଶେଷକରି ନିଜର ସମ୍ପର୍କୀୟମାନଙ୍କ ସହ କଥା ହେବା ପାଇଁ ବ୍ୟବହାର କରୁଥିଲେ । ଏହି କ୍ରମରେ ଶର୍ମିଷ୍ଠା ଭଦ୍ରକ ଅଗରପଡ଼ାରୁ ଗୋଟିଏ ସିମ୍ କାର୍ଡ କିଣିଥିବା ବେଳେ ଆଉ ଦୁଇଟି ସିମ୍ କାର୍ଡକୁ କୋଲକତାରୁ କିଣିଥିଲେ ।ଗତ ମାର୍ଚ୍ଚ ୭ ତାରିଖ ଶର୍ମିଷ୍ଠା ଝୁନା ସହିତ ଯାଜପୁର କାଳିଆପାଣି ଠାରେ ଥିବା ନିଜ ଶାଶୁଘରେ ପହଞ୍ଚିଥିଲେ । ସେଠାରେ ତିନି ଦିନର ରହଣୀ ମଧ୍ୟରେ ନିଜ ସ୍ବାମୀ ସହ ପୁଣି ମିଳିମଶି ରହିବା ପାଇଁ ଏକ ପୂଜା ମଧ୍ୟ କରିଥିଲେ । ଏହାପରେ ୧୦ ତାରିଖ ଦିନ ସକାଳ ସାଢେ ୫ଟା ବେଳେ ଶର୍ମିଷ୍ଠା ନିଜ ଶାଶୁ ଓ ଝୁନାଙ୍କୁ ସାଥିରେ ନେଇ କାଳିଆପାଣି ଛାଡ଼ି ଭଦ୍ରକ ଅଗରପଡ଼ାକୁ ଆସିଥିଲେ ଏବଂ ସ୍ଥାନୀୟ ପୁରୁଷଣ୍ଡ ଗାଁରେ ଥିବା ନଣଦଙ୍କ ଘରକୁ ଯାଇଥିଲେ । ସେଠାରେ ତିନି ଦିନ ରହିବା ପରେ ୧୩ ତାରିଖ ଦିନ ଅପରାହ୍ନ ୨ଟା ୫୦ ମିନିଟ୍ ସମୟରେ ଶର୍ମିଷ୍ଠା ଓ ଝୁନା ବାଲେଶ୍ବର ବସଷ୍ଟାଣ୍ଡକୁ ଆସିଥିଲେ ଏବଂ ସେଠାରୁ ବସ ଯୋଗେ କୋଲକତା ପଳାଇ ଯାଇଥିଲେ ।

Powered by Froala Editor

Tags Manas death case

Related articles Odisha News Lens 4.1

  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ
    ଦେଶ-ଦେଶାନ୍ତର

    ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15478
    Oct 24, 2026
  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ
    ଦେଶ-ଦେଶାନ୍ତର

    ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13841
    Oct 24, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14860
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14572
    Oct 23, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14261
    Oct 24, 2026
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14319
    Oct 24, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14245
    Oct 24, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14716
    Oct 24, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13857
    Oct 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13857
    Oct 23, 2026
  • ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14261
    Oct 24, 2026
  • ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14319
    Oct 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17212
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17910
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17853
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18277
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15299
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15641
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15058
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15523
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14858
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14572
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15193
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14420
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14613
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14245
    Oct 24, 2026
  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15478
    Oct 24, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13857
    Oct 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In