ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର: ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ୧୯୮୭ ବ୍ୟାଚର ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ତାଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୁପାରିଶ କରାଯାଇଥିଲା । ଆଉ ଏହି ସୁପାରିଶ ଉପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋହର ମାରିଛନ୍ତି ।
Powered by Froala Editor