Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ...

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ...

  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ...

  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ ...

  • ସୁନା୬,୭୦୦ ଟଙ୍କା କମିଲା

  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

ମନୋରଞ୍ଜନ
Home ›› ମନୋରଞ୍ଜନ ››ଏପ୍ରିଲ ଦ୍ୱିତୀୟ ସପ୍ତାହରେ ବିବାହ କରିବେ ରଣବୀର-ଆଲିଆ

ଏପ୍ରିଲ ଦ୍ୱିତୀୟ ସପ୍ତାହରେ ବିବାହ କରିବେ ରଣବୀର-ଆଲିଆ

2022-04-03 17:53:59
16503
Share:
Facebook
Twitter
E-Mail
WhatsApp
Telegram
ଏପ୍ରିଲ ଦ୍ୱିତୀୟ ସପ୍ତାହରେ ବିବାହ କରିବେ ରଣବୀର-ଆଲିଆ

ଏପ୍ରିଲରେ ବିବାହ କରିବାକୁ ଯାଉଛନ୍ତି  ଆଲିଆ ଭଟ୍ଟ ଓ ରଣବୀର କପୁର । ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଉଭୟଙ୍କ ବିବାହ ହେବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଖବର ଅନୁଯାୟୀ, ଉଭୟ ଏହି ମାସରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । କିଛି ଦିନ ପରେ ଦୁହେଁ ବନ୍ଧୁତ୍ୱର ସମ୍ପର୍କକୁ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପରିଣତ କରିବାକୁ ଯାଉଛନ୍ତି । ଏହି କପଲ୍‌ ସେମାନଙ୍କର ବ୍ୟକ୍ତିଗତ ଜୀବନକୁ ଲାଇମଲାଇଟ୍ ଠାରୁ ଦୂରରେ ରଖନ୍ତି। ବର୍ତ୍ତମାନ ଶୁଣିବାକୁ ମିଳିଛି ଉଭୟ ନିଜ ବିବାହରେ ଅନେକ ଲୋକଙ୍କୁ ନିମନ୍ତ୍ରଣ କରିବାକୁ ଯାଉଛନ୍ତି ଏବଂ ବିବାହ ପାଇଁ ସ୍ଥାନ ମଧ୍ୟ ବାଛି ସାରିଛନ୍ତି ।

ଉଭୟ ଉଦୟପୁରରେ ଡେଷ୍ଟିନେସନ୍ ମ୍ୟାରେଜ୍ କରିଥାନ୍ତେ। ହେଲେ ଉଦୟପୁର ବଦଳରେ ମୁମ୍ବାଇରେ ହିଁ ଉଭୟଙ୍କ ବିବାହ ହେବ। କପୁରଙ୍କ ଆର୍‌କେ ହାଉସ୍‌ରେ ହିଁ ଏହି ଗ୍ରାଣ୍ଡ ସେଲିବ୍ରେସନ୍ ହେବ। ଏଥିପାଇଁ ଜୋରସୋର୍‌ରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। କପୁର ଓ ଭଟ୍ଟ ପରିବାର ଏକାଠି ବିଭିନ୍ନ ସପିଂ କରୁଥିବା ଦେଖିବାକୁ ମିଳିଛି।

କପୁର ଓ ଭଟ୍ଟ ପରିବାରର ଏହି ବିବାହରେ କେବଳ ୪୫୦ ଲୋକେ ଯୋଗଦେବେ। ଏହି ବିବାହରେ କେବଳ ଅତି ଘନିଷ୍ଠ ଲୋକମାନେ ଅତିଥି ରୂପେ ଆସିବେ। ଏହି ଦମ୍ପତି ସେମାନଙ୍କ ନିକଟ ସମ୍ପର୍କୀୟ ଏବଂ ଘନିଷ୍ଠ ବନ୍ଧୁଙ୍କ ଉପସ୍ଥିତିରେ ସାତଫେରା ନେବେ ବୋଲି ସ୍ଥିର କରିଛନ୍ତି। ତେବେ ଆଲିଆ ଏବଂ ରଣବୀର କେବେ ବିବାହ କରିବେ ସେ ନେଇ କୌଣସି ତାରିଖ ଘୋଷଣା ହୋଇନାହିଁ।

Powered by Froala Editor

Tags ranbir-aalia

Related articles Odisha News Lens 4.1

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି
    ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14445
    Mar 23, 2026
  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14402
    Mar 23, 2026
  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    14284
    Mar 22, 2026
  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ,  ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା

    13719
    Mar 23, 2026
  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14454
    Mar 24, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14509
    Mar 23, 2026
  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !
    ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    14023
    Mar 23, 2026
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି
    ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14410
    Mar 22, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14579
    Mar 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14509
    Mar 23, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା

    13719
    Mar 23, 2026
  • ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14402
    Mar 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17382
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17447
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17793
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16266
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14509
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13712
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15047
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15595
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15504
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15005
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15521
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13816
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14262
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା

    13719
    Mar 23, 2026
  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14454
    Mar 24, 2026
  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    14284
    Mar 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In