Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

ବିଶେଷ
Home ›› ବିଶେଷ ››ଖୁସି ଖବର: ଆସୁଛି KBC ଶୋ’ର ୧୪ତମ ସିଜନ

ଖୁସି ଖବର: ଆସୁଛି KBC ଶୋ’ର ୧୪ତମ ସିଜନ

2022-04-04 02:12:05
15886
Share:
Facebook
Twitter
E-Mail
WhatsApp
Telegram
ଖୁସି ଖବର: ଆସୁଛି KBC ଶୋ’ର ୧୪ତମ ସିଜନ


ମୁମ୍ବାଇ: ଅମିତାଭ ବଚ୍ଚନଙ୍କ ଫ୍ୟାନ୍‌ମାନଙ୍କ ପାଇଁ ଖୁସି ଖବର। ପୁଣିଥରେ ଟିଭି ପରଦାକୁ ଆସୁଛନ୍ତି ବିଗ୍‌ ବି। ସୋନି ଏଣ୍ଟରଟେନମେଣ୍ଟ ଟେଲିଭିଜନ ଶନିବାର ଏକ ଘୋଷଣା କରିବାକୁ ଯାଇ ‘କୌନ ବନେଗା କରୋଡ୍‌ପତି ୧୪’ର ପ୍ରୋମୋ ଦର୍ଶକମାନଙ୍କ ସହିତ ସେୟାର କରିଛି। KBC ଶୋ’ର ଏ ପର୍ଯ୍ୟନ୍ତ ୧୩ତମ ସିଜନ ଯାଇଥିବା ବେଳେ ଏବେ ଆସୁଛି ୧୪ତମ ସିଜନ। ଏଥିରେ ଭାଗ ନେବା ପାଇଁ ପଞ୍ଜୀକରଣ ତାରିଖ ମଧ୍ୟ ସାମ୍ନାକୁ ଆସି ଯାଇଛି।

ସୋନି ଟିଭି ତରଫରୁ ଶୋ’ର ପ୍ରୋମୋ ଜାରି କରାଯାଇଛି। ଏକ ମଧ୍ୟବିତ୍ତ ପରିବାରର ସ୍ୱାମୀ-ସ୍ତ୍ରୀଙ୍କଠାରୁ ଏହା ଆରମ୍ଭ ହେଉଛି। ସ୍ୱାମୀ ନିଜ ସ୍ତ୍ରୀକୁ କହୁଛି, ‘ଏ ଶାନ୍ତା…ଦେଖିବୁ ସେହି ସକାଳ ବହୁତ ଜଲ୍‌ଦି ଆସିବ, ଯେବେ ମୁଁ ତୁମମାନଙ୍କ ପାଇଁ ବଙ୍ଗଳା ତୋଳିବି, ଆମ ପିଲାମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢ଼ିବାକୁ ଯିବେ ଏବଂ ଆମେ ସ୍ୱିଜରଲ୍ୟାଣ୍ଡ ବୁଲିବାକୁ ଯିବା’। ଆଉ ଏହା ଶୁଣି ସ୍ତ୍ରୀ କହୁଛି, ‘ଚାଲ ମିଛୁଆ’। ଏହାପରେ ପ୍ରୋମୋରେ ଟାଇମ୍‌ ଲ୍ୟାପ୍ସ ଦେଖାଯାଇଛି ଏବଂ ଦୁଇଜଣ ସ୍ୱାମୀ-ସ୍ତ୍ରୀ ବୁଢ଼ାବୁଢ଼ୀ ହୋଇ ଯାଇଛନ୍ତି। ଏହି ସମୟରେ ବି ସ୍ୱାମୀ ସେହି ସ୍ୱପ୍ନ ଦେଖୁଛି ଯେ ସେ ନିଜ ପିଲାମାନଙ୍କୁ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢ଼ାଇବ ଏବଂ ସ୍ତ୍ରୀ ସହିତ ସ୍ୱିଜରଲ୍ୟାଣ୍ଡ ବୁଲିବାକୁ ଯିବ।

ସ୍ୱାମୀ-ସ୍ତ୍ରୀଙ୍କ ଏହି କଥାବର୍ତ୍ତା ପରେ ଅମିତାଭ ବଚ୍ଚନଙ୍କ ସ୍ୱର ଶୁଭୁଛି। ବିଗ୍‌ ବି କହୁଛନ୍ତି, ‘ସ୍ୱପ୍ନ ଦେଖି ଖୁସି ହୁଅ ନାହିଁ, ଏହାକୁ ପୂରା ମଧ୍ୟ କର’। ତେବେ ଏହି ପ୍ରୋମୋର କ୍ୟାପସନରେ ଲେଖାଯାଇଛି, ୯ ଏପ୍ରିଲ ରାତି ୯ଟାରୁ ଆରମ୍ଭ ହେବ ରେଜିଷ୍ଟ୍ରେସନ’।

Powered by Froala Editor

Tags Kbc

Related articles Odisha News Lens 4.1

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14419
    Feb 24, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14754
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15044
    Feb 23, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13513
    Feb 24, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13546
    Feb 24, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15187
    Feb 23, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15235
    Feb 23, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15491
    Feb 23, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15115
    Feb 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15372
    Feb 24, 2026
  • ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15491
    Feb 23, 2026
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15115
    Feb 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17351
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17420
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17763
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16238
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15491
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16105
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14504
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15272
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15988
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15114
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14966
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14478
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16088
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15491
    Feb 23, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15115
    Feb 24, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15235
    Feb 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In