Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ...

  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

Home ›› ››ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଭାବେ ୭ ତାରିଖରେ ଶପଥ ନେବେ ଷ୍ଟାଲିନ

ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଭାବେ ୭ ତାରିଖରେ ଶପଥ ନେବେ ଷ୍ଟାଲିନ

2021-05-03 07:58:40
15602
Share:
Facebook
Twitter
E-Mail
WhatsApp
Telegram
ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଭାବେ ୭ ତାରିଖରେ ଶପଥ ନେବେ ଷ୍ଟାଲିନ

ଚେନ୍ନାଇ: ବିପୁଳ ଜନମତରେ ବିଜୟ ପରେ ଆସନ୍ତା ୭ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଏମ୍‌.କେ ଷ୍ଟାଲିନ୍ । କରୋନା ଯୋଗୁ ଶପଥ ଉତ୍ସବ ନିରାଡ଼ମ୍ବର ଭାବେ ପାଳନ କରାଯିବାକୁ ଆପାତତଃ ସ୍ଥିର କରାଯାଇଛି । ଷ୍ଟାଲିନ୍ କହିଛନ୍ତି, ମଙ୍ଗଳବାର ଦଳୀୟ ବିଧାୟକଙ୍କ ବୈଠକ ବସିବ । ଏହି ସମୟରେ ବିଧାୟକ ଦଳ ନେତା ନିର୍ବାଚିତ ହେବେ । ଏହାପରେ ସରକାର ଅଧିକାରୀଙ୍କ ପରାମର୍ଶକ୍ରମେ କରୋନା କଟକଣା ମଧ୍ୟରେ ସବୁ କିଛି ହେବ ।

ଲୋକମାନେ ଡିଏମକେ ନେତୃତ୍ୱାଧୀନ ସେକ୍ୟୁଲାର ପ୍ରୋଗ୍ରେସିଭ ଆଲିଏନ୍ସକୁ ବିପୁଳ ସମର୍ଥନ ଦେଇଛନ୍ତି । ତାମିଲନାଡୁର ନୂଆ ସରକାର ସମସ୍ତଙ୍କୁ ଖୁସି କଲା ଭଳି କାମ କରିବ । ଏଆଇଏଡିଏମକେ ଶାସନ କାଳରେ ତାମିଲନାଡୁ ତଳକୁ ଚାଲି ଯାଇଥିବା ଲୋକେ ଜାଣିଛନ୍ତି । ଏଥିପାଇଁ ସେମାନେ ଡିଏମକେକୁ ଭୋଟ ଦେଇଛନ୍ତି । ଲୋକମାନଙ୍କ ସ୍ୱପ୍ନ ପୂରଣ କରିବାକୁ ଦଳ ସବୁ ବେଳେ ଚେଷ୍ଟା କରିବ । ସେହିପରି ଶପଥ ପାଠ ଉତ୍ସବ ଅତ୍ୟନ୍ତ ସାଧାରଣ ରହିବ ବୋଲି ସେ କହିଛନ୍ତି ।

୨୩୪ ଆସନ ବିଶିଷ୍ଟ ତାମିଲନାଡୁରେ ଡିଏମକେ ଓ କଂଗ୍ରେସ ମେଣ୍ଟ ୧୫୭ଟି ଆସନରେ ଜିତିଥିବା ବେଳେ ଆଇଏଡିଏମକେ ମେଣ୍ଟ ମାତ୍ର ୭୫ଟି ଆସନରେ ଜିତିବାକୁ ସକ୍ଷମ ହୋଇଛି । ଅନ୍ୟାନ୍ୟ ଦଳ ଦୁଇ ଆସନରେ ବାଜିମାତ କରିଛନ୍ତି । ସରକାର ଗଠନ ପାଇଁ ତାମିଲନାଡୁରେ ୧୧୮ ଆସନ ଆବଶ୍ୟକ । ଏହାଠାରୁ ଯଥେଷ୍ଟ ଅଧିକ ଆସନରେ ଷ୍ଟାଲିନଙ୍କ ଡିଏମକେ ବାଜିମାତ କରିଛି ।  ତାମିଲନାଡୁରେ ବିଧାନସଭା ନିର୍ବାଚନରେ ସାଉଥ ଷ୍ଟାର କମଲ ହାସନ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ ହେଁ ଗୋଟିଏ ବି ସ୍ଥାନରେ ଜିତିପାରି ନାହାନ୍ତି । ନିଜେ କମଲ ହାସନ ଦକ୍ଷିଣ କୋଏମ୍ବାଟୁର ଆସନରୁ ପ୍ରାର୍ଥୀ ହୋଇଥିଲେ । ହେଲେ ଲୋକେ ତାଙ୍କୁ ପ୍ରତ୍ୟାଖ୍ୟାନ କରିଛନ୍ତି ।

ଦୀର୍ଘ ୧୦ ବର୍ଷ ପରେ ଷ୍ଟାଲିନ୍‌ଙ୍କ ନେତୃତ୍ୱାଧୀନ ଡିଏମ୍‌କେ ପୁଣି ଥରେ କ୍ଷମତାକୁ ଫେରିଛି । ଡିଏମ୍‌କେ ମୁଖ୍ୟ ଏମ୍‌ କେ ଷ୍ଟାଲିନ୍‌ କୋଲାଥାପୁର ନିର୍ବାଚନମଣ୍ଡଳୀରେ ବିଜୟୀ ହୋଇଥିବା ବେଳେ ତାଙ୍କ ପୁଅ ଉଦୟନିଧି ଷ୍ଟାଲିନ୍‌ ଚେପକ୍‌ ଥିରୁଭଲ୍ଲିକେନିରେ ବିଜୟୀ ହୋଇଛନ୍ତି ।

ଡିଏମକେର ଉଦୟନିଧି ଷ୍ଟାଲିନ୍ ଚେପୁକ୍-ଥିରୁଭାଲିକେନି ନିର୍ବାଚନମଣ୍ଡଳୀରେ ୬୯.୨% ରେ ଜିତିଛନ୍ତି । ସେ ଏଠାରୁ ୩୫,୮୮୮ ଖଣ୍ଡରୁ ଅଧିକ ଭୋଟ୍ ପାଇଛନ୍ତି । ୨୦୨୧ ତାମିଲନାଡୁ ବିଧାନସଭା ନିର୍ବାଚନରେ ଚେପୁକ୍-ଥିରୁଭାଲିକେନି ବିଧାନସଭା ନିର୍ବାଚନମଣ୍ଡଳୀରେ ମୋଟ୍ ଭୋଟରଙ୍କ ସଂଖ୍ୟା ୫୮.୪୧ ପ୍ରତିଶତ ରେକର୍ଡ କରାଯାଇଥିଲା ।

ଉଦୟନିଧି ଷ୍ଟାଲିନ୍ ମଧ୍ୟ ଜଣେ ଅଭିନେତା । ଯିଏ କି କୋଲିଉଡ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରୁଛନ୍ତି । ସେ ତାଙ୍କ ପ୍ରଡକ୍ସନ୍ ଷ୍ଟୁଡିଓ ରେଡ୍ ଜଏଣ୍ଟ୍ ମ୍ୟୁଭିଜ୍ ସହ ଫିଲ୍ମ ନିର୍ମାତା ଏବଂ ବିତରକ ଭାବରେ ଇଣ୍ଡଷ୍ଟ୍ରିରେ ପ୍ରବେଶ କରିଥିଲେ । ସେ କୁରୁଭି, ଆଧାଭାନ୍ ଏବଂ ମନମଦନ ଅମ୍ବୁ ଭଳି ଫିଲ୍ମ ନିର୍ମାଣ କରିଛନ୍ତି ।

Powered by Froala Editor

Tags MK Stalin

Related articles Odisha News Lens 4.1

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15608
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13686
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15511
    Apr 30, 2026
  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13689
    May 01, 2026
  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14368
    May 01, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14490
    Apr 30, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15678
    Apr 30, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15478
    Apr 30, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13540
    May 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14368
    May 01, 2026
  • ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15219
    May 01, 2026
  • ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15511
    Apr 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17448
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17500
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17856
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16328
    Apr 03, 2021

ବିଶେଷ

  • ଏପରି ନିଅନ୍ତୁ ନିଜର ଯତ୍ନ

    13689
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13890
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16022
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15968
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14585
    Apr 25, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15367
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15102
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15597
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13906
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15219
    May 01, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    13689
    May 01, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15511
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In