Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 06, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ମେଦବହୁଳତା ଉତ୍ପନ୍ନ କରେ ନାନାପ୍ରକାର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆର୍ଥିକ ସହ ରାଜନୈତିକ ସଙ୍କଟ, ମନ୍ତ୍ରୀପଦ ଯାଚିଲେ ଶ୍ରୀଲଙ୍କା ରାଷ୍ଟ୍ରପତି

ଆର୍ଥିକ ସହ ରାଜନୈତିକ ସଙ୍କଟ, ମନ୍ତ୍ରୀପଦ ଯାଚିଲେ ଶ୍ରୀଲଙ୍କା ରାଷ୍ଟ୍ରପତି

2022-04-04 07:30:48
14924
Share:
Facebook
Twitter
E-Mail
WhatsApp
Telegram
ଆର୍ଥିକ ସହ ରାଜନୈତିକ ସଙ୍କଟ, ମନ୍ତ୍ରୀପଦ ଯାଚିଲେ ଶ୍ରୀଲଙ୍କା ରାଷ୍ଟ୍ରପତି


ନୂଆଦିଲ୍ଲୀ: ଶ୍ରୀଲଙ୍କାରେ ଏବେ ଆର୍ଥିକ ସହ ରାଜନୈତିକ ସଙ୍କଟ ଦେଖିବାକୁ ମିଳିଛି । ତେବେ ଏଭଳି ସଙ୍କଟର ସମାଧାନ ପାଇଁ ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷ ଉଦ୍ୟମ କରିଛନ୍ତି ।  ସମସ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କୁ ମନ୍ତ୍ରୀପଦ ଗ୍ରହଣ କରିବାକୁ ରାଷ୍ଟ୍ରପତି ଅନୁରୋଧ କରିଛନ୍ତି ।  ଦେଶର ସଙ୍କଟ ବେଳେ ସମସ୍ତେ ମିଳିମିଶି କାମ କରିବାକୁ ସେ ଆହ୍ୱାନ ଦେଇଛନ୍ତି ।

ପ୍ରକାଶ ଯେ  ସଙ୍କଟ ଜର୍ଜରିତ ଶ୍ରୀଲଙ୍କା କ୍ୟାବିନେଟର ସମୂହ ଇସ୍ତଫା । ରବିବାର ମଧ୍ୟରାତ୍ରୀରେ କେନ୍ଦ୍ର କ୍ୟାବିନେଟରୁ ସମସ୍ତ ୨୬ଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ଭାବେ ମହିନ୍ଦା ରାଜପକ୍ଷ ଦାୟିତ୍ବ ତୁଲାଇବେ । ସମୂହ ଇସ୍ତଫା ପୂର୍ବରୁ ପ୍ରଧାନମନ୍ତ୍ରୀ ମହିନ୍ଦା ଇସ୍ତଫା ଦେବେ ବୋଲି ଜୋରଦାର ଚର୍ଚ୍ଚା ଧରିଥିଲା । ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷଙ୍କୁ ପ୍ରଧାନମନ୍ତ୍ରୀ ମହିନ୍ଦା ସାକ୍ଷାତ କରିବା ପରେ ପରେ ମନ୍ତ୍ରିମଣ୍ଡଳ ସମୂହ ଇସ୍ତଫା ଦେଇଛି । ଦୁଇ ନେତାଙ୍କ ମଧ୍ୟରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି ।

ଅର୍ଥନୈତିକ ସଂକଟରେ ସଢୁଥିବା ଶ୍ରୀଲଙ୍କାରେ ଅଶାନ୍ତି ଜାରି ରହିଛି । ଗତକାଲି ପେରାଦେନିୟା ବିଶ୍ବବିଦ୍ୟାଳୟ ବାହାରେ ଶହ ଶହ ଛାତ୍ରଛାତ୍ରୀ ଆନ୍ଦୋଳନ କରିବା ପରେ ସେମାନଙ୍କୁ ଘଉଡାଇବା ଲାଗି ପୋଲିସକୁ ଲୁହବୁହା ଗ୍ୟାସ ଓ ଜଳତୋପ ମାରିବାକୁ ପଡିଥିଲା । ବିରୋଧୀଦଳ ନେତାଙ୍କ ନେତୃତ୍ବରେ ବି ଲୋକମାନେ ଆନ୍ଦୋଳନ କରିବା ପ୍ରକ୍ରିୟା ଜାରି ରହିଛି । ପୂର୍ବରୁ ଜାରି ରହିଥିବା ୩୬ ଘଣ୍ଟିଆ କର୍ଫ୍ୟୁର ଅବଧି ଆଜି ସରିଥିବାବେଳେ ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କୁ ଦମନ କରିବା ଲାଗି ପୋଲିସ ସଜାଗ ରହିଛି ।

Powered by Froala Editor

Tags Srilanka

Related articles Odisha News Lens 4.1

  • ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି

    14871
    Jul 04, 2025
  • କୋଇଲା ଅତଡ଼ା ଭୁଶୁଡ଼ି ଜଣେ ମୃତ
    ଦେଶ-ଦେଶାନ୍ତର

    କୋଇଲା ଅତଡ଼ା ଭୁଶୁଡ଼ି ଜଣେ ମୃତ

    13608
    Jul 05, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି
    ବିଶେଷ

    ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    16075
    Jul 03, 2025
  •  ଆମେରିକାରେ ଗିରଫ ହେଲେ ନୀରବ ମୋଦୀଙ୍କ ଭାଇ ନେହାଲ ମୋଦୀ
    ଦେଶ-ଦେଶାନ୍ତର

    ଆମେରିକାରେ ଗିରଫ ହେଲେ ନୀରବ ମୋଦୀଙ୍କ ଭାଇ ନେହାଲ ମୋଦୀ

    15426
    Jul 05, 2025
  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି
    ବାଣିଜ୍ୟ

    ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15580
    Jul 04, 2025
  • ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଏହି ଉପହାର ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଏହି ଉପହାର ଦେଲେ ମୋଦୀ

    14294
    Jul 04, 2025
  • ପ୍ରବଳ ବର୍ଷା: ଆମେରିକାରେ ବନ୍ୟା, ୨୪ ମୃତ
    ଦେଶ-ଦେଶାନ୍ତର

    ପ୍ରବଳ ବର୍ଷା: ଆମେରିକାରେ ବନ୍ୟା, ୨୪ ମୃତ

    15286
    Jul 05, 2025
  • ମେଦବହୁଳତା ଉତ୍ପନ୍ନ କରେ ନାନାପ୍ରକାର ସ୍ବାସ୍ଥ୍ୟ ସମସ୍ୟା
    ବିଶେଷ

    ମେଦବହୁଳତା ଉତ୍ପନ୍ନ କରେ ନାନାପ୍ରକାର ସ୍ବାସ୍ଥ୍ୟ ସମସ୍ୟା

    14953
    Jul 05, 2025
  • ଛାଡ଼ପତ୍ର ଚର୍ଚ୍ଚାରେ ଏହି ଦୁଇ ଯୋଡି, ଜାଣନ୍ତୁ କିଏ ?
    ଦେଶ-ଦେଶାନ୍ତର

    ଛାଡ଼ପତ୍ର ଚର୍ଚ୍ଚାରେ ଏହି ଦୁଇ ଯୋଡି, ଜାଣନ୍ତୁ କିଏ ?

    14476
    Jul 04, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଏହି ଉପହାର ଦେଲେ ମୋଦୀ

    14294
    Jul 04, 2025
  • ବିଶେଷ

    ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    14520
    Jul 03, 2025
  • ବିଶେଷ

    ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    16075
    Jul 03, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16607
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16722
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17037
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15526
    Apr 03, 2021

ବିଶେଷ

  • ମେଦବହୁଳତା ଉତ୍ପନ୍ନ କରେ ନାନାପ୍ରକାର ସ୍ବାସ୍ଥ୍ୟ ସମସ୍ୟା

    14953
    Jul 05, 2025
  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    14520
    Jul 03, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    16075
    Jul 03, 2025
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....

    14700
    Jul 02, 2025
  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା

    14450
    Jul 02, 2025

ବାଣିଜ୍ୟ

ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

ବ୍ରାଣ୍ଡ୍‌ ଆୟୋଡିନ ସମ୍ପର୍କରେ ସମଗ୍ର ପୁରୀ, ଭୁବନେଶ୍ୱର, କୋଣାର୍କ ଏବଂ କଟକରେ ସଚେତନତା ସୃଷ୍ଟି କରିବାକୁ ପଥପ୍ରାନ୍ତ ନାଟକର ସୁଯୋଗ ନେଉଛି 

ଭୁବନେଶ୍ୱର: ପୁରୀରେ ‘ଜୟ ଜଗନ୍ନାଥ& ...

  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16397
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14044
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15568
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15547
    Jun 20, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକାରେ ଗିରଫ ହେଲେ ନୀରବ ମୋଦୀଙ୍କ ଭାଇ ନେହାଲ ମୋଦୀ

    15426
    Jul 05, 2025
  • କୋଇଲା ଅତଡ଼ା ଭୁଶୁଡ଼ି ଜଣେ ମୃତ

    13608
    Jul 05, 2025
  • ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଏହି ଉପହାର ଦେଲେ ମୋଦୀ

    14294
    Jul 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In