Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ...

  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ...

  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ...

  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ...

  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ...

  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ...

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ...

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ ...

ରାଜ୍ୟ
Home ›› ରାଜ୍ୟ ››ରୋଷଘର ଚୁଲି ଭଙ୍ଗା ଘଟଣା: ୪ଜେଟିପିଙ୍କୁ ପଚରାଉଚରା

ରୋଷଘର ଚୁଲି ଭଙ୍ଗା ଘଟଣା: ୪ଜେଟିପିଙ୍କୁ ପଚରାଉଚରା

2022-04-05 06:12:42
15195
Share:
Facebook
Twitter
E-Mail
WhatsApp
Telegram
ରୋଷଘର ଚୁଲି ଭଙ୍ଗା ଘଟଣା: ୪ଜେଟିପିଙ୍କୁ ପଚରାଉଚରା


ପୁରୀ:   ଶ୍ରୀମନ୍ଦିର ରୋଷଘର ଚୁଲି ଭାଙ୍ଗିବା ଘଟଣାରେ ୪ ଜଣ ଜଗନ୍ନାଥ ଟେମ୍ପଲ ପୁଲିସ(ଜେଟିପି)ଙ୍କୁ ପଚରାଉଚରା କରାଯାଉଛି ।  ସେମାନଙ୍କୁ ସିଂହଦ୍ୱାର ଥାନା ପୁଲିସ ପଚରାଉଚରା କରୁଛି ।  ୪ ଜଣଙ୍କ ମଧ୍ୟରୁ ଜଣେ ବାଟଅଗଣା ଓ ନାଟମଣ୍ଡପ ଦାୟିତ୍ୱରେ ଥିଲେ ।  ଅନ୍ୟ ୩ ଜଣ ଜେଟିପି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ନେଇ ବାହାରେ ଛାଡ଼ିଥିଲେ ।  ସନ୍ଦିଗ୍ଧ ବ୍ୟକ୍ତିଙ୍କ ଫଟୋକୁ ଧରି ପୁଲିସ ଅନୁସନ୍ଧାନ କରୁଛି ।  ଘଟଣା ଦିନ ଦାୟିତ୍ୱରେ ଥିବା ସେବାୟତଙ୍କୁ ଫଟୋ ଦେଖାଇ ପୁଲିସ ପଚରାଉଚରା କରୁଛି ।  ସନ୍ଧ୍ୟାଧୂପ ପର୍ଯ୍ୟନ୍ତ ଦାୟିତ୍ୱରେ ଥିବା ସେବାୟତଙ୍କୁ ପଚରାଉଚରା କରାଯାଉଛି ।

ଅପରପକ୍ଷରେ ଶ୍ରୀମନ୍ଦିର ଚୁଲି ଭଙ୍ଗା ଘଟଣାକୁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁଲିସ ବାହିନୀ ଗୁରୁତର ସହ ନେଇଛନ୍ତି  । ଗତକାଲି ନୀତି ପ୍ରଶାସକ ଓ ସୁରକ୍ଷା ପ୍ରଶାସକ ଧୋପଖାଳିଆ, ଅଙ୍ଗାରୁଆ ଓ ରୋଷଦୁଆରି ଆଦି ସେବକଙ୍କୁ ଶ୍ରୀମନ୍ଦିର କାର୍ଯ୍ୟାଳୟକୁ ଡାକି ଘଟଣା ବାବଦରେ ପଚରାଉଚରା କରିଛନ୍ତି  । ମହାପ୍ରଭୂଙ୍କ ବଡ଼ ସିଂହାର ଠାରୁ ପରଦିନ ରୋଷଘର ଘଟଣା ଜଣାପଡ଼ିବା ପର୍ଯ୍ୟନ୍ତ ଯେଉଁମାନେ ଦାୟିତ୍ୱରେ ଥିଲେ ସେମାନଙ୍କ ବୟାନ ରେକଡର଼୍ କରାଯାଇଛି  । ସେହିପରି ସିଂହଦ୍ୱାର, ଭୋଗମଣ୍ଡପ, ଗଙ୍ଗାଯମୁନା କୁଅ ଓ ଦକ୍ଷିଣ ଦ୍ୱାର ସିସିଟିଭି ଯାଂଚ କରାଯାଇଛି  । 

କୋଟି ଓଡ଼ିଆଙ୍କ ତ୍ରାଣକର୍ତ୍ତା ମହାପ୍ରଭୁଙ୍କ ରୋଷଶାଳାରେ ଦୁର୍ବୃତ୍ତ ପଶି ଭାଙ୍ଗି ଦେଲେ ଚୁଲି। ଆଉ ଏକଥା ଜାଣିପାରିଲା ନାହିଁ ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲା ପ୍ରଶାସନ। ଗତକାଲି ସନ୍ଧ୍ୟା ବେଳେ ଶ୍ରୀକ୍ଷେତ୍ରରେ ପହଞ୍ଚିଥିଲେ ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର ଓ ଡିଜିପି ସୁନୀଲ୍‌ ବଂଶଲ। ଉଭୟ ଶ୍ରୀମନ୍ଦିର ରୋଷଘର ନିକଟ ଅଗଣା ପର୍ୟ୍ୟନ୍ତ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ।

Powered by Froala Editor

Tags Shree mandir

Related articles Odisha News Lens 4.1

  •  ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    14970
    Oct 31, 2026
  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା
    ଦେଶ-ଦେଶାନ୍ତର

    ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    13932
    Oct 31, 2026
  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ  ଅମିତ ଶାହ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    14927
    Oct 30, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ
    ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14896
    Oct 29, 2026
  •  ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13979
    Oct 29, 2026
  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15103
    Oct 30, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    14248
    Oct 29, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....
    ବିଶେଷ

    ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15309
    Oct 30, 2026
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ
    ଦେଶ-ଦେଶାନ୍ତର

    ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15335
    Oct 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    14927
    Oct 30, 2026
  • ଦେଶ-ଦେଶାନ୍ତର

    ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15335
    Oct 30, 2026
  • ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15103
    Oct 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17239
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17938
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17879
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18304
    Sep 06, 2023

ବିଶେଷ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15309
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14858
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16050
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14977
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15712
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16103
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14294
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15138
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14841
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14896
    Oct 29, 2026
  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    14970
    Oct 31, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15309
    Oct 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In