ନିଟ ପିଜି ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି ।
ପ୍ରଧାନମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଅତିକମରେ ୪ ମାସ ନିଟ ପିଜି ପରୀକ୍ଷା ସ୍ଥଗିତ ରଖିବାକୁ ନିଷ୍ପତ୍ତିି ନିଆଯାଇଛି । କରୋନା ଡୁ୍ୟଟିରେ ଏହି ମେଡିକାଲ ଛାତ୍ର ନିୟୋଜିତ ହେବେ । ଏମବିବିଏସ ଅନ୍ତିମ ବର୍ଷର ଛାତ୍ର କୋଭିଡ ଡୁ୍ୟଟିରେ ନିୟୋଜିତ ହେବେ ।
Powered by Froala Editor