Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ ...

  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ...

  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ...

  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

ବିଶେଷ
Home ›› ବିଶେଷ ››ତ୍ୱଚାର ଉଜ୍ଜ୍ୱଳତା ବଢ଼ାଇବ ଗାଜର ଫେସ ପ୍ୟାକ

ତ୍ୱଚାର ଉଜ୍ଜ୍ୱଳତା ବଢ଼ାଇବ ଗାଜର ଫେସ ପ୍ୟାକ

2022-04-06 04:36:44
16061
Share:
Facebook
Twitter
E-Mail
WhatsApp
Telegram
ତ୍ୱଚାର ଉଜ୍ଜ୍ୱଳତା ବଢ଼ାଇବ ଗାଜର ଫେସ ପ୍ୟାକ

ତ୍ୱଚା ପାଇଁ ସମସ୍ତେ ବେଶ ସଚେତନ ରହି ଥାଆନ୍ତି। କାରଣ ଏହା ଆମ ସୌନ୍ଦର୍ଯ୍ୟତାକୁ ଦର୍ଶାଇଥାଏ। ବ୍ୟସ୍ତ ବହୁଳ ଜୀବନ ଭିତରେ ଶରୀର ସହ ତ୍ୱଚା ପ୍ରତି ଅବହେଳା ଆଜି କାଲିସମୟରେ ଏକ ସାଧରଣ କଥା ହେଲାଣି। ଏହିସମୟରେ କେହି ଟିକେ ଖାଲି ସମୟ ପାଇଲେ ନିଜ ତ୍ୱଚାର ଯତ୍ନ ପାଇଁ ଲାଗିଯାଏ। ତେବେ ଅନେକ ହୋମରିମେଡି ଏମିତି ଅଛି ଯାହା ବିଭିନ୍ନ ସ୍କିନ ପାଇଁ ଭିନ୍ନ ଭିନ୍ନ ପ୍ରକାର ଥାଏ। ଏହିସମୟରେ ଖାସ କରି ଧ୍ୟାନ ରଖିବାକୁ ପଡ଼ିବ।

ଘରୋଇ ଉପଚାର ଭଲ ହେଲେ ମଧ୍ୟ ଭିନ୍ନ ସ୍କିନ ପାଇଁ ଉପଚାର ମଧ୍ୟ ଭିନ୍ନ ଥାଏ। ନଚେତ ଏହାର ଖରାପ ପ୍ରଭାବ ପଡ଼ିବାର ଯଥେଷ୍ଟ ସମ୍ଭାବନା ରହିଛି। ଆଜିକାଲି ପ୍ରଦୂଷଣ ମଧ୍ୟ ବଢ଼ିବାରେ ଲାଗିଛି। ଏମିତିରେ ନିଜ ତ୍ୱଚା ପ୍ରତି ବେଶି ସତର୍କ ହେବା ଜରୁରୀ।

ତ୍ୱଚାରେ ଚମକ ଆଣିବା ପାଇଁ ବଜାରରେ ବିକ୍ରି ହେଉଥିବା କ୍ରିମକୁ ଲୋକମାନେ ଅଧିକ ବ୍ୟବହାର କରୁଛନ୍ତି । ଏହି କ୍ରିମର ପ୍ରଭାବ ବହୁ କମ ଦିନ ପାଇଁ ପଡିଥାଏ । ଏହାର ବ୍ୟବହାର ବନ୍ଦ କରିଦେଲେ ତ୍ୱଚାର ଚମକ ପୁଣିଥରେ ପୂର୍ବପରି ହୋଇଯାଏ । ଏଥିପାଇଁ ଆପଣ ଗାଜର ପ୍ୟାକ୍ ବ୍ୟବହାର କରନ୍ତୁ । ଯାହା ଆପଣଙ୍କ ତ୍ୱଚାର ରୁକ୍ଷପଣକୁ ଦୂର କରି ଚମକ ଆଣିଦେବ । ତେବେ ଆସନ୍ତୁ ଜାଣିବା ଏହି ଫେସ ପ୍ୟାକକୁ କିଭଳି ବନାଇବା ଏବଂ ବ୍ୟବହାର କିପରି କରିବେ ।

- ଏହି ଫେସପ୍ୟାକ୍ ତେଲିଆ ତ୍ବଚା ପାଇଁ ଅତ୍ୟନ୍ତ ଲାଭଦାୟକ। ପ୍ରଥମେ ଗାଜର ଜୁସ୍ ନେଇ ଏଥିରେ ଏକ ଚାମଚ ଆପଲ୍ ରସ ମିଶାନ୍ତୁ। ଏହି ମିଶ୍ରଣକୁ ୧୦ମିନିଟ ପର୍ଯ୍ୟନ୍ତ ତ୍ବଚାରେ ରଖି ଧୋଇଦିଅନ୍ତୁ। ଏପରି ଆପଣ ସକାଳେ ଏବଂ ସନ୍ଧ୍ୟାରେ କରିପାରିବେ।

- ଏଥିପାଇଁ ଆପଣ ପ୍ରଥମେ ଦୁଇ ଚାମଚ ଗାଜର ଜୁସରେ ଏକ ଚାମଚ ମହୁ ମିଶାନ୍ତୁ। ବର୍ତ୍ତମାନ ଏହି ମିଶ୍ରଣକୁ ୨୦ମିନିଟ ପର୍ଯ୍ୟନ୍ତ ନିଜ ତ୍ବଚାରେ ଲଗାଇ ରଖନ୍ତୁ। ୨୦ମିନିଟ ପରେ ନଖ ଉଷୁମ ପାଣିରେ ଏହାକୁ ଧୋଇଦିଅନ୍ତୁ। ଆପଣ ଏହି ପ୍ୟାକକୁ ସପ୍ତାହରେ ଥରେ କରିପାରିବେ।

– ଏକ ଚାମଚ ଘଷା ହୋଇଥିବା ଗାଜରରେ ଏକ ଚାମଚ ଲହୁଣୀ ଏବଂ ଅଣ୍ଡାର ଧଳା ଅଂଶ ମିଶାନ୍ତୁ। ୧୫ମିନିଟ ଲଗାଇ ରଖିବା ପରେ ଏହାକୁ ଧୋଇଦିଅନ୍ତୁ। ଶୁଷ୍କ ତ୍ବଚା ସମସ୍ୟା ଥିବା ଲୋକମାନେ ଏହି ପ୍ୟାକ୍ ଲଗାଇବା ଉଚିତ୍।

- ଗାଜରରେ ଏକ ଚାମଚ କ୍ଷୀର,ଏକ ଚାମଚ ଚାଉଳ ଗୁଣ୍ଡ ଏବଂ ଏକ ଚାମଚ ମହୁ ମିଶାନ୍ତୁ। ଏହି ପେଷ୍ଟକୁ ଆପଣ ୧୫ ମିନିଟ ପର୍ଯ୍ୟନ୍ତ ମୁହଁରେ ଲଗାଇ ରଖନ୍ତୁ। ଏହି ଫେସପ୍ୟାକ୍ ଚର୍ମକୁଞ୍ଚନ ପାଇଁ ଲାଭଦାୟକ ହୋଇଥାଏ। ଅଧିକ ଫାଇଦା ପାଇବା ପାଇଁ ଏହାକୁ ଆପଣ ସପ୍ତାହକୁ ଦୁଇଥର ଲଗାଇବା ଉଚିତ୍।

Powered by Froala Editor

Tags Face pack

Related articles Odisha News Lens 4.1

  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ

    14437
    Oct 03, 2025
  •  ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14265
    Oct 01, 2025
  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

    14745
    Oct 03, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି
    ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14392
    Oct 03, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...
    ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...

    14425
    Oct 01, 2025
  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ
    ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14498
    Oct 03, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    14010
    Sep 30, 2025
  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା
    ଦେଶ-ଦେଶାନ୍ତର

    ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା

    14145
    Oct 03, 2025
  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15295
    Oct 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    14010
    Sep 30, 2025
  • ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14392
    Oct 03, 2025
  • ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14498
    Oct 03, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16860
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17217
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15672
    Apr 03, 2021

ବିଶେଷ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14498
    Oct 03, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14392
    Oct 03, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15535
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14631
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    15099
    Sep 29, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14248
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14046
    Sep 16, 2025
  • ଶସ୍ତା ହେଲା ସୁନା

    14374
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14947
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ

    14437
    Oct 03, 2025
  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15295
    Oct 01, 2025
  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    15978
    Sep 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In